୩ ଶ୍ରମିକଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ସୋହେଲା,୧୧।୪(ଅଶ୍ବିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଚାପାରେ ୩ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ବରଗଡ଼ ଜିଲା ସୋହେଲାର ବିକାଶ ଷଣ୍ଢ(୩୫), ବନ୍ଦଲା ଗ୍ରାମର ପାର୍ଥବ ସାହୁ (୩୦) ଏବଂ କଟକ ଜିଲା ନିଆଳି ଥାନା ଅମରପଡା ଗ୍ରାମର ସୁବ୍ରତ ମଲ୍ଲିକ (୩୫)। ସେମାନେ ରାସ୍ତା ନିର୍ମାଣକାରୀ ସଂସ୍ଥା ଅଶୋକା ବିଲ୍ଡକନର କର୍ମଚାରୀ ବୋଲି ସୂଚନା ମିଳିଛି। ଏହି ସଂସ୍ଥାର ହେଲ୍ପଲାଇନ୍‌ ଗାଡ଼ିରେ ରାସ୍ତାକାମ ପାଇଁ ଆସିଥିଲେ। ସେହି କାମରେ ନିୟୋଜିତ ଥିବାବେଳେ ଏକ ଟ୍ରକ୍‌ ଧକ୍କା ଦେବାରୁ ସେମାନଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

୪୬ଡିଗ୍ରୀ ଉପରେ ୨ସହର, ରେକର୍ଡ ଭାଙ୍ଗିଲା ବାରିପଦା

ଭୁବନେଶ୍ୱର,୩୦।୪: ପ୍ରବଳ ଖରାରେ ଜଳୁଛି ସାରା ଓଡିଶା। ଘରୁ ବାହାରିଲେ ମୁହଁ ପୋଡି ଯାଉଛି। ମଙ୍ଗଳବାର ରାଜ୍ୟର ୨ଟି ସହର ୪୬ ଡିଗ୍ରୀ ଉପରେ ରହିଥିବାବେଳେ...

ନିର୍ବାଚନୀ ମଇଦାନକୁ ଓହ୍ଲାଇଲେ ସ୍ବାଧୀନ ପ୍ରାର୍ଥୀ ଘାସିରାମ ମାଝି

ନୂଆପଡ଼ା,୩୦ା୪ (ମକାରୁ ବେମାଲ): ନୂଆପଡ଼ା ନିର୍ବାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ଘାସିରାମ ମାଝି ମଙ୍ଗଳବାର ଆରାଧ୍ୟ ଦେବତା କଣାଭୈରା ମନ୍ଦିରରେ ପୂଜାପାଠ...

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ...

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି...

ଟିକେଟ ଫେରାଇଲେ କଂଗ୍ରେସ ପ୍ରାର୍ଥୀ

କଟକ,୩୦।୪: ଟିକେଟ ଫେରାଇଲେ ଆଠଗଡ଼ ବିଧାନସଭା କଂଗ୍ରେସ ପ୍ରାର୍ଥୀ। କଂଗ୍ରେସ ପ୍ରାର୍ଥୀ ମେହବୁବ ଅହମ୍ମଦ ଖାଁ ମଙ୍ଗଳବାର ଟିକେଟ ଫେରାଇଛନ୍ତି। କଟକ ଲୋକ ସଭା ପ୍ରାର୍ଥୀ...

ଘସିପୁରାରୁ ଲଢିବେ ସୌମ୍ୟ! କହିଲେ ଏହି ଦଳ ଦେଇଛି ଅଫର…

ଭୁବନେଶ୍ୱର,୩୦।୪: ନିର୍ବାଚନ ଲଢିବା ନେଇ ବଡ଼ ସଙ୍କେତ ଦେଲେ ସୌମ୍ୟରଞ୍ଜନ ପଟ୍ଟନାୟକ। ୨ଦିନ ପୂର୍ବରୁ ନିର୍ବାଚନ ଲଢିବେନି ବୋଲି କହିଥିଲେ ସୌମ୍ୟ। ସେ କହିଥିଲେ, ‘ମୋର...

ପୋଲିସ-ମାଓବାଦୀ ଗୁଳି ବିନିମୟ: ଦୁଇ ମହିଳାଙ୍କ ସମେତ ୭ ମାଓବାଦୀ ମୃତ

ମାଲକାନଗିରି,୩୦।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମହିଳାଙ୍କ ସହ ୭ ମାଓବାଦୀଙ୍କ ମୃତ୍ୟୁ...

Featured Video Play Icon

ଭାଜପା ଛାଡ଼ିଲେ ଅମୀୟ ଦାଶ

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ଏକାମ୍ରର ଭାଜପା ନେତା ଅମୀୟ ଦାଶ ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫାପତ୍ର ରାଜ୍ୟ ସଭାପତିଙ୍କ ପାଖକୁ ପଠାଇଛନ୍ତି। ଅମୀୟ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri