୪ ଶ୍ରମିକଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ବରଗଡ଼,୧୮ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ମେଲଛାମୁଣ୍ଡା ଥାନା ବିର୍ଜାମ ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ୪ ଶ୍ରମିକଙ୍କ ଉପରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ନଳକୂପ ଖୋଳିବା ପାଇଁ ଆସିଥିବା ଏହି ଶ୍ରମିକମାନେ ସମସ୍ତେ ମଧ୍ୟପ୍ରଦେଶର ବୋଲି ଜଣାପଡ଼ିଛି। ଆହତ ଶ୍ରମିକଙ୍କୁ ବୁର୍ଲା ମେଡିକାଲକୁ ପଠାଯାଇଛି। ତେବେ ବୁଧବାର ରାତିରେ ଶ୍ରମିକମାନେ ଶୋଇଥିବା ବେଳେ ଟ୍ରକ୍‌ ସେମାନଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ମେଲ୍‌ଛାମୁଣ୍ଡା ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

ଏହି ୨ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

ସିଦ୍ଧାନ୍ତ-ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଅନୁଭବ…

ଭୁବନେଶ୍ୱର,୨୭।୪: ୮ଟି ଆସନ ପ୍ରାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଯେଉଁଥିରେ ଅଭିନେତା ଅରିନ୍ଦମ ରାଏଙ୍କୁ କେନ୍ଦ୍ରାପଡା ସାଲେପୁରରୁ ଟିକେଟ୍‌ ନେଇଛି।...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri