ଆଶାକର୍ମୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଅନୁଗୋଳ,୧୯ା୧(ଅମିତ କୁମାର ସାମଲ): ଗର୍ଭବତୀ ମହିଳାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରି ଫେରୁଥିବା ବେଳେ ଦୁର୍ଘଟଣାରେ ଶୁକ୍ରବାର ଜଣେ ଆଶାକର୍ମୀଙ୍କର ମୃତ୍ୟୁ ହାଇଛି। ସ୍କୁଟିରେ ଥିବା ଆଶାକର୍ମୀଙ୍କୁ ଟ୍ରକ୍‌ ଚାପି ଦେବାରୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।

ସୂଚନାନୁସାରେ, ଅନୁଗୋଳ ଜିଲା ଆଠମଲ୍ଲିକ ମାଧପୁର ସିଏଚ୍‌ସି ଅଧୀନରେ କାର୍ଯ୍ୟରତ ଆଶାକର୍ମୀ କୁମାରୀ ସାହୁ ଶୁକ୍ରବାର ଭୋର୍‌ରୁ ଜଣେ ଗର୍ଭବତୀ ମହିଳାଙ୍କୁ ତାଙ୍କ ଅଞ୍ଚଳରୁ ଆଣି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରୁ ସେ ଏକ ସ୍କୁଟିରେ ଅନ୍ୟ ଜଣଙ୍କ ସହ ଯାଉଥିବା ବେଳେ ଥାନା ଛକ ନିକଟରେ ତାଙ୍କୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ ସେ ପଡ଼ିଯାଇଥିଲେ। ପରେ ତାଙ୍କ ଉପରେ ଟ୍ରକ୍‌ ଚଢ଼ିଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଘଟଣାଟି ଜାତୀୟ ରାଜପଥ ୫୫ ଉପରେ ଘଟି ଥିବା ବେଳେ ଜାତୀୟ ରାଜପଥର ଦୁରାବସ୍ଥା ଯୋଗୁ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ସାମାନ୍ୟ ଉତ୍ତେଜନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ରବିବାର ଛୁଟି ବାତିଲ

ଛତ୍ରପୁର,୩୧ା୧୦(ଦିଲୀପ ସାମଲ): ଗଞ୍ଜାମ ଜିଲାରେ ବର୍ଷା ଆଶଙ୍କା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ୨ଟି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି। ଛାତ୍ରୀଛାତ୍ରଙ୍କ…

କନ୍ଧମାଳରେ ସରକାରୀ ଛୁଟି ବାତିଲ, ରବିବାର ଖୋଲା ରହିବ କାର୍ଯ୍ୟାଳୟ

ଫୁଲବାଣୀ,୩୧ା୧୦(ରାକେଶ କୁମାର ରାଉତ): ବାତ୍ୟା ଜନିତ କ୍ଷୟକ୍ଷତି ଓ ଉଦ୍ଧାର କାର୍ଯ୍ୟ ତଥା ଆଗକୁ ଆସୁଥିବା ଅନ୍ୟ ଏକ ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ୧…

ବେଆଇନ ଗ୍ୟାସ୍‌ ମହଜୁଦ୍‌ ଉପରେ ଯୋଗାଣ ବିଭାଗର ଚଢ଼ାଉ, ୨୨୯ ଘରୋଇ ସିଲିଣ୍ଡର ଜବତ

ଖୋର୍ଦ୍ଧା,୩୧ା୧୦(ପ୍ରଭାତ ପାଣିଗ୍ରାହୀ): ଘରୋଇ ରନ୍ଧନ ଗ୍ୟାସ୍‌ ସିଲିଣ୍ଡରର ବେଆଇନ ମହଜୁଦ ଓ କଳାବଜାର ଉପରେ ଖୋର୍ଦ୍ଧା ଜିଲା ଯୋଗାଣ ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ କରାଯାଇଛି। ଭୁବନେଶ୍ୱର…

ବନ୍ୟା ପ୍ରପୀଡ଼ିତଙ୍କୁ ଭେଟିଲେନି, ଚା’ ପିଇ ଚାଲିଗଲା ବିଜେଡି ଟିମ୍‌, ନିରାଶ ହେଲେ ଅଞ୍ଚଳବାସୀ

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ଓ ଋଷିକୁଲ୍ୟାର ପ୍ରଳୟଙ୍କରୀ ବନ୍ୟାରେ ଛାରଖାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଶନିବାର ରାତିରେ ପହଞ୍ଚିଲା…

ବର୍ଷା ପବନରେ ଧାନଫସଲ ନଷ୍ଟ: କ୍ଷତିପୂରଣ ଦାବି କଲା କୃଷକ ସଂଗଠନ

ଅତାବିରା,୩୧ା୧୦(ଯୁଧିଷ୍ଠିର ମହାପାତ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଅଦିନିଆ ବର୍ଷା ଓ ପ୍ରବଳ ପବନ ଯୋଗୁ ବରଗଡ଼ ଜିଲା ଅତାବିରା ଅଞ୍ଚଳର ଚାଷୀଙ୍କ ଫସଲ କ୍ଷତିଗ୍ରସ୍ତ ହୋଇଛି। ଏହାକୁ…

ବଦଳିବ ସମାଜ, ମଜଭୁତ ହେବ ପୋଲିସ-ଜନସାଧାରଣ ସମ୍ପର୍କ

କେସିଙ୍ଗା,୩୧ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପରିସରରେ ଆମ ପୋଲିସ ସମିତି ପକ୍ଷରୁ ଜାତୀୟ ଏକତା ଦିବସ ଏବଂ ନିଶାମୁକ୍ତ ଓଡ଼ିଶା ଅଭିଯାନକୁ ନେଇ…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ରାସ୍ତା ଉପରେ ପଡ଼ିଛି ବିରାଟ ପଥର, ଏଣେ ଡରାଇଲାଣି ବର୍ଷା

ଭଞ୍ଜନଗର,୩୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବାତ୍ୟା ପରବର୍ତ୍ତୀ ବନ୍ୟା ଯୋଗୁ ଶହଶହ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ବର୍ଷବର୍ଷର ପରିଶ୍ରମ ଓ ରୋଜଗାରରେ ଗଢ଼ିଥିବା ସମ୍ପତ୍ତି…

ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି, ପ୍ରତିଶ୍ରୁତି ଦେଇ କହିଲେ…

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟ ଓ ଛେନାପଦୀ ବିଶ୍ୱ ତାରିଣୀ ମହିଳା ମହାବିଦ୍ୟାଳୟର ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଶନିବାର କେନ୍ଦୁଝର ଏମ୍‌ପି ଅନନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?