ସରପଞ୍ଚଙ୍କ ଉଦ୍ୟମରେ ଖୋଳାଗଲା ନଳକୂପ

ମାଧପୁର,୩।୪ ଆଠମଲ୍ଲିକ ବ୍ଲକ କୁଦଗାଁ ପଞ୍ଚାୟତ ନୀଳକଣ୍ଠପଡା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଦୀର୍ଘବର୍ଷ ହେବ ଲାଗି ରହିଥିବା ପାନୀୟ ଜଳ ସମସ୍ୟାର ସମାଧାନ ହୋଇଛି। ନୂତନ ସରପଞ୍ଚ ସିଦ୍ଧାର୍ଥ ଶଙ୍କର ଖେତୀଙ୍କ ଉଦ୍ୟମରେ ଶନିବାର ସ୍କୁଲ ପରିସରରେ ନଳକୂପ ଖନନ କରାଯାଇଛି। ସମସ୍ୟା ସମାଧାନ କ୍ଷେତ୍ରରେ ନବ ନିର୍ବାଚିତ ସରପଞ୍ଚଙ୍କ ଏଭଳି ଉଦ୍ୟମକୁ ଗ୍ରାମବାସୀ ପ୍ରଂଶସା କରିଛନ୍ତି।
ଗ୍ରାମବାସୀ କହିଛନ୍ତି, ବିଦ୍ୟାଳୟରେ ଥିବା ନଳକୂପଟି ପୋତି ହୋଇ ଦୀର୍ଘଦିନ ଧରି ଅଚଳ ହୋଇପଡ଼ିଥିଲା। ଛାତ୍ରୀଛାତ୍ରମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଥିଲେ। ଗ୍ରାମବାସୀ ସମସ୍ୟା ସମ୍ପର୍କରେ ପ୍ରଶାସନକୁ ଅବଗତ କରାଇଥିଲେ ମଧ୍ୟ ସୁଫଳ ମିଳୁ ନ ଥିଲା। ନୂତନ ସରପଞ୍ଚ ଭାବେ ସିଦ୍ଧାର୍ଥ ଦାୟିତ୍ୱ ଗ୍ରହଣ କରିବା ପରେ ଗ୍ରାମବାସୀ ଏ ନେଇ ଦୃଷ୍ଟି ଆକର୍ଷଣ କରିଥିଲେ। ଏହାପରେ ସରପଞ୍ଚ ବ୍ଲକ ପ୍ରଶାସନ ସହିତ ଯୋଗାଯୋଗ କରି ବିଦ୍ୟାଳୟରେ ଏକ ନଳକୂପ ଖନନ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?