Posted inଫୁରସତ

କଇଁଛକୁ ଗାଡ଼ି କରିଦେଲା ମିରକାଟସ୍‌, ପିଠିରେ ବସି…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ କଇଁଛ ପିଠି ଉପରେ ମିରକାଟସ୍‌ ବସିଥିବା ନଜର ଆସୁଛି। କଇଁଛ ଚାଲିଲା ବେଳେ ସେ ତା ପିଠିରେ ବସି ଚାରିପଟକୁ ଚାହୁଁଛି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ଶେୟାର କରିଛନ୍ତି। ଏହା ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ ‘ଡାକ୍ତରଙ୍କ ମୃତ୍ୟୁ ପରେ ମଧ୍ୟ ଉତ୍ତରାଧିକାରୀଙ୍କ ବିରୋଧରେ ରୋଗୀଙ୍କ ପ୍ରତି ଅବହେଳା ମାମଲା ଜାରି ରହିବ’

ନୂଆଦିଲ୍ଲୀ,୫।୫: ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଯାହାର ସୁଦୂର ପ୍ରସାରୀ ପ୍ରଭାବ ରହିଛି, ସୁପ୍ରିମକୋର୍ଟ ସୋମବାର (୪ ମଇ, ୨୦୨୬) ରାୟ ଦେଇଛନ୍ତି ଯେ, ଆଇନ ଅନୁଯାୟୀ, ଯଦି…

ଜଗନ୍ନାଥଙ୍କୁ କରିଥିଲେ ଅପମାନ, ଗଲା ଦିଦିଙ୍କ ଆସନ

ପୁରୀ,୫।୫(ଅଜିତ୍‌ କୁମାର ମହାନ୍ତି): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାଜପା ବିପୁଳ ବିଜୟ ହାସଲ କରିଛି । ୨୦୦ରୁ ଅଧିକ ବିଧାନସଭା ଆସନରେ ଜିତି ଭାଜପା ବହୁମତ ହାସଲ…

ପାଣି ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ଶ୍ରମିକ: ସମସ୍ୟା ସମାଧାନ ପାଇଁ ଉଠିଲା ଦାବି

ମହାକାଳପଡ଼ା, ୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକ ଯଦୁପୁର ପଞ୍ଚାୟତ ୫୩ ନଂ. ଜାତୀୟ ରାଜପଥ ମଶାକଣି ବଡଦଣ୍ଡାଠାରେ କେନ୍ଦ୍ରୀୟ ପଣ୍ୟାଗାର ନିଗମ ଗୋଦାମ ଗୃହ ରହିଛି। ଏହି…

ବେକରେ ଛୁରି ଲଗାଇ ବ୍ୟବସାୟୀଙ୍କ ଘରୁ ସଶସ୍ତ୍ର ଡକାୟତି, ମୁଖାପିନ୍ଧି ଲୁଟିନେଲେ ୧୫ ଭରି ସୁନା…

ଲାଞ୍ଜିଗଡ,୫।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଜନଗନ୍ନାଥପୁର ପଞ୍ଚାୟତ ଜଗନ୍ନାଥପୁର ଗ୍ରାମର ଜଣେ ବ୍ୟବସାୟୀଙ୍କ ଘରୁ ଲୁଟ୍ ହୋଇଥିବା ନେଇ ଅଭିଯୋଗ…

ବହୁମତରୁ ବଞ୍ଚିତ ବିଜୟଙ୍କ ଆଡ଼କୁ ‘ହାତ’ ବଢ଼ାଇବ କି କଂଗ୍ରେସ? ରାହୁଲ ଦେଲେ ବଡ଼ ସଙ୍କେତ

ଚେନ୍ନାଇ,୫।୫: ନିର୍ବାଚନୀ ରାଜନୀତିରେ ଏକ ଚମତ୍କାର ପ୍ରବେଶ ସହିତ, ବିଜୟ ଥାଲାପତି ତାମିଲନାଡୁର ରାଜନୈତିକ ଦୃଶ୍ୟପଟରେ ଦୀର୍ଘ ସମୟ ଧରି ପ୍ରଭାବ ବିସ୍ତାର କରିଥିବା ଡିଏମକେ ଏବଂ…

କନ୍ୟାର ବୟସ ହୋଇନଥିବା ଶୁଣି ବେଦିରୁ ଉଠିଗଲେ ପୁରୋହିତ, ରୋକିଲେ ବାଲ୍ୟବିବାହ

ପାରଳାଖେମୁଣ୍ଡି,୫।୫ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକରେ ନିକଟରେ ଏକ ବାଲ୍ୟବିବାହକୁ ଜିଲା ପ୍ରଶାସନ ରୋକିଥିବା ବେଳେ ସୋମବାର ଆଉ ଏକ ବାଲ୍ୟବିବାହକୁ ପ୍ରଶାସନ ରୋକିଛି।…

ମହଙ୍ଗା ପଡୁଛି ଇରାନ ସହ ଯୁଦ୍ଧ! ଆମେରିକାରେ କମୁଛି ଟ୍ରମ୍ପଙ୍କ ଲୋକପ୍ରିୟତା, ସର୍ଭେରେ କରାଗଲା ବଡ଼ ଦାବି

ଓ୍ବାଶିଂଟନ,୫।୫: ଯୁକ୍ତରାଷ୍ଟ୍ରରେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାମଗ୍ରିକ ଅନୁମୋଦନ ମୂଲ୍ୟାଙ୍କନ ୩୭ ପ୍ରତିଶତକୁ ହ୍ରାସ ପାଇଛି, ଏବଂ ୬୬ ପ୍ରତିଶତ ଆମେରିକୀୟ ନାଗରିକ ତାଙ୍କ ଅର୍ଥନୈତିକ ନୀତି…

ଅସ୍ତ୍ରବିରତି ଉଲ୍ଲଂଘନ କରି ୟୁଏଇ ଉପରେ ଆକ୍ରମଣ କଲା ଇରାନ; ୩ ଭାରତୀୟ ଆହତ

ତେହରାନ,୫।୫: ୱାଶିଂଟନ ଏବଂ ତେହରାନ ମଧ୍ୟରେ ସଂଘର୍ଷର ଅନ୍ତ ନେଇ ସହମତିରେ ପହଞ୍ଚିବାରେ ବିଫଳ ହେବା ପରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଯୁଦ୍ଧବିରତି ଉଲ୍ଲଂଘନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri