Posted inଫୁରସତ

କଇଁଛ ଖେଳୁଛି ଫୁଟବଲ୍‌, ଭିଡିଓ ଦେଖିଲେ କହିବେ ବାଃ ବାଃ

କଇଁଛ ଖେଳୁଛି ଫୁଟବଲ୍‌, କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ସୋସିଆଲ ମିଡିଆରେ ଏପରି ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଏକ କଇଁଛ ଫୁଟବଲ ଖେଳୁଥିବା ଦେଖିବାକୁ ମିଳିଥିଲା। କଇଁଛ ଫୁଟବଲକୁ ପାଟିରେ ମାରିବାକୁ ଚେଷ୍ଟା କରେ ଏବଂ ଆଗକୁ ବଢେ।
ଇଣ୍ଟରନେଟରେ ଭାଇରାଲ ହୋଇଥିବା ଏହି ଭିଡିଓରେ ଏହା ଦେଖିବାକୁ ମିଳେ ଯେ ଫୁଟବଲ ଦେଖିବା ପରେ ଖେଳିବାକୁ ଚେଷ୍ଟା କରୁଥିବା ଏକ ଛୋଟ କଇଁଛ । ଫୁଟବଲ ଖେଳିବା ପାଇଁ ଆମେ ପାଦ ବ୍ୟବହାର କରୁ, କିନ୍ତୁ ଏହି କଇଁଛଟି ପାଟି ବ୍ୟବହାର କରୁଛି । ଯଦିଓ କଇଁଛର ଗତି ଧୀର, ତଥାପି ଏହା ନିଜ ଉଦ୍ୟମରେ ପଛକୁ ଯାଏ ନାହିଁ। କଇଁଛ ବାରମ୍ବାର ଫୁଟବଲକୁ ପାଟିରେ କିକ୍‌ କରି ଆଗକୁ ବଢୁଛି। କିଛି ସେକେଣ୍ଡର ଏହି ଭିଡିଓ ବହୁତ ସୁନ୍ଦର ଦେଖାଯାଉଛି। ଏହି ଭିଡିଓ ସୋସିଆଲ ମିଡିଆରେ ଆସିବା ମାତ୍ରେ ଏହା ଭାଇରାଲ ହୋଇଗଲା। ଏହି ଭିଡିଓ ମେମ ୱାଲା ନ୍ୟୁଜ ନାମକ ଏକ ଆକାଉଣ୍ଟ ଦ୍ୱାରା ଇନଷ୍ଟାଗ୍ରାମରେ ଅପଲୋଡ କରାଯାଇଛି।

 

View this post on Instagram

 

A post shared by Meme wala (@memewalanews)


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ା ଲିଙ୍ଗମଝୋଲା ଗାଁରେ ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଲେକେ ଦୌଡ଼ିଲେ

କଲ୍ୟାଣସିଂହପୁର, ୧୭।୫ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସଲି ପଞ୍ଚାୟତର ଲିଙ୍ଗମଝୋଲା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ରାତି ଅଧରେ ଏକ ୧୦ଟିକିଆ…

ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର

ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

୨ଟି ଗ୍ୟାସ କନେକ୍ସନ ନେଇଥିଲେ ଜାଣି ନିଅନ୍ତୁ, ଜୁନ ୩୦ସୁଦ୍ଧା ହୋଇଯିବ ବନ୍ଦ! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ନୂଆ ନିୟମ ଅନୁଯାୟୀ, ଭାରତୀୟ ପରିବାରଗୁଡ଼ିକ ଏବେ LPG ସଂଯୋଗ କିମ୍ୱା PNG ସଂଯୋଗ ରଖିପାରିବେ କିନ୍ତୁ ଉଭୟ ନୁହେଁ। ଯଦି ଆପଣଙ୍କର ବର୍ତ୍ତମାନ ଉଭୟ…

ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗ ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର…

ଛୁଟିଦିନରେ ଏତିକି ହେଲା ତେଲ ଦର; ଜାଣନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର..

ନୂଆଦିଲ୍ଲୀ,୧୭।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ଶୁକ୍ରବାର ଠାରୁ ପେଟ୍ରୋଲ ଡିଜେଲ ପାଇଁ ନୂଆ ମୂଲ୍ୟ ଧାର୍ଯ୍ୟ କରାଯାଇଛି ।…

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ, ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୭।୫: କେନ୍ଦ୍ରମନ୍ତ୍ରୀ ବନ୍ଦୀ ସଞ୍ଜୟ କୁମାରଙ୍କ ପୁଅ ବନ୍ଦୀ ଭଗୀରଥ ସାଇକୁ ତେଲେଙ୍ଗାନା ପୋଲିସ ଶନିବାର ଗିରଫ କରିଛି। ତେବେ କେନ୍ଦ୍ରମନ୍ତ୍ରୀ ପୁଅକୁ ସରେଣ୍ଡର କରାଇଥିବାର ଦାବି…

ପ୍ଲାଟିନମ୍‌ ଉପାଦାନ ଉତ୍ତୋଳନ ସଫଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୫(ପି.ଟି./ସୁନିତ୍‌ ମିଶ୍ର): ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍‌, କ୍ରୋମାଇଟ୍‌ ଭଳି କଞ୍ଚାମାଲର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ଲାଟିନମ୍‌ର ଚାହିଦା ମଧ୍ୟ ବଢ଼ିିଛି ।…

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri