ହୋଲିରେ ଅଘଟଣ: ପାଣିରେ ବୁଡ଼ି ଦୁଇଭାଇଙ୍କ ଜୀବନ ଗଲା

କେନ୍ଦ୍ରାପଡ଼ା ଅଫିସ,୮ା୩: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ହୋଲିରେ ଏକ ଅଘଟଣ ଘଟିଛି। ରଙ୍ଗ ଖେଳି ସାରି ବ୍ରାହ୍ମଣୀ ନଦୀକୁ ଦୁଇ ଭାଇ ଗାଧୋଇବାକୁ ଯାଇ ବୁଡ଼ି ଯାଇଛନ୍ତି।

କେଶପୁର ପଞ୍ଚାୟତ ମୂଷାଡିଆ ଗାଁର ୪୩ ବର୍ଷୀୟ ସୁଜିତ ଦାସ, ତାଙ୍କ ସମ୍ପର୍କୀୟ ଭାଇ ଚିନ୍ମୟ ଦାସ ରଙ୍ଗ ଖେଳି ବ୍ରାହ୍ମଣୀ ନଦୀରେ ଗାଧୋଉଥିଲେ। ଅସାବଧାନତା ଯୋଗୁ ସେମାନେ ପାଣିରେ ବୁଡ଼ି ଯାଇଥିଲେ। ତାଙ୍କ ପାଟି ଶୁଣି ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ପଟ୍ଟାମୁଣ୍ଡାଇ ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଛି ବାଛି ପ୍ରତିଶୋଧ ନେବେ ଟ୍ରମ୍ପ, ଦେଶମାନଙ୍କର ତାଲିକା କଲେ ପ୍ରସ୍ତୁତ, ଲିଷ୍ଟରେ ଅଛନ୍ତି…

ଓ୍ବାଶିଂଟନ୍‌,୨୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ଇରାନ ବିରୁଦ୍ଧରେ ଯୁଦ୍ଧରେ ସମର୍ଥନ କରିନଥିବା ଦେଶଗୁଡ଼ିକ ବିରୁଦ୍ଧରେ ଆମେରିକା ଏବେ…

‘ବଲାଙ୍ଗୀରରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ ସୂତା ଉତ୍ପାଦନ ୟୁନିଟ୍‌’

ଭୁବନେଶ୍ୱର,୨୩।୪(ରବିନାରାୟଣ ଜେନା): ପଶ୍ଚିମ ଓଡ଼ିଶାର ଶିଳ୍ପ ପରିବେଶକୁ ସୁଦୃଢ଼ କରିବା ପାଇଁ ବୁଧବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ…

ଇରାନକୁ ‘Thank You’ କହିଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୨୩।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି, ଇରାନ ୮ ଜଣ ମହିଳା ପ୍ରତିବାଦକାରୀଙ୍କ ମୃତ୍ୟୁଦଣ୍ଡକୁ ସ୍ଥଗିତ ରଖିଛି। ଏହାକୁ…

IPL ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି କାରନାମା କଲେ ଜୋଫ୍ରା ଆର୍ଚର: ଲେଖିଲେ ନୂଆ ଇତିହାସ

ନୂଆଦିଲ୍ଲୀ,୨୩।୪: ଜୋଫ୍ରା ଆର୍ଚର ଇଣ୍ଡିଆନ ପ୍ରିମିୟର ଲିଗ ଇତିହାସରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛନ୍ତି। ସେ ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ବିପକ୍ଷରେ ଏକ ମ୍ୟାଚ ସମୟରେ ମେଡେନ…

ପଞ୍ଚମ ପରାଜୟ ପରେ ରିଷଭ ପନ୍ତଙ୍କ ସହ ଏମିତି କାମ କଲେ ଲକ୍ଷ୍ନୌ ମାଲିକ ସଞ୍ଜୟ ଗୋଏଙ୍କା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨୩।୪: IPL 2026 ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ନିଜ ଘରୋଇ ଗ୍ରାଉଣ୍ଡରେ ପରାଜୟ ବରଣ କରିଥିଲା। ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ରୟାଲ୍ସ ମୋଟ ୧୫୯…

ରାଜନୀତିରେ ବାଦବିବାଦ, ବ୍ୟକ୍ତିଗତ କାର୍ଯ୍ୟରେ ବିଜେଡି-ଭାଜପା ଏକାଠି ହୋଇ…

ଗଞ୍ଜାମ,୨୩ା୪(ବିଦ୍ୟାଧର): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ପିତା ତଥା ଧର୍ମପରାୟଣ ବ୍ୟକ୍ତି କାଶୀନାଥ ପାଢ଼ୀଙ୍କ ବିୟୋଗ ଘଟିଥିଲା।…

ପଛୁଆବର୍ଗଙ୍କୁ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ଅଭିଯୋଗରେ ଭାରତ ବନ୍ଦ, ସକାଳୁ ସକାଳୁ…

ବଲାଙ୍ଗୀର,୨୩ା୪(ସୁନିଲ କୁମାର ମହାନ୍ତି): ଭାରତ ମୁକ୍ତି ମୋର୍ଚ୍ଚା, ଏସ୍‌ସି, ଏସ୍‌ଟି ଓ ଓବିସି ମୁକ୍ତିମୋର୍ଚ୍ଚା ପକ୍ଷରୁ ଗୁରୁବାର ବନ୍ଦ ପାଳନ କରାଯାଇଛି। ସକାଳ ୬ଟାରୁ ବଲାଙ୍ଗୀରରେ ଭାରତ…

ତାତି ଥମିନି, ଆଶ୍ରୟ ପାଇଁ ଜାଗା ନାହିଁ: ଲୋକେ ହଟହଟା

ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ): ତାପମାତ୍ରା ଥମିବାର ନଁା ନେଉ ନାହିଁ। ବରଗଡ଼ ଜିଲାରେ ଦିନକୁଦିନ ତାପମାତ୍ରା ବଢ଼ି ଚାଲିଛି। ତାତି ସାଙ୍ଗକୁ ଗୁଳୁଗୁଳି, ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri