ମାନସ ହତ୍ୟା ମାମଲା: ଦୁଇ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଚାନ୍ଦବାଲି,୨୫।୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଚାନ୍ଦବାଲି ଥାନାରେ ଗୁରୁବାର କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌ ପହଞ୍ଚିଥିଲେ। ଦ୍ବିତୀୟ ଦିନରେ ଦୁଇ ଜଣ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା ଜାରି ରଖିଛି। ଦେବାଶିଷ ଜେନା ଓ ଶରତ ପଣ୍ଡାଙ୍କୁ ଜେରା କରୁଛି କ୍ରାଇମବ୍ରାଞ୍ଚ ଟିମ୍‌ । ପୋଲିସ ଡିଜି ବୁଧବାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ମାମଲାରେ ଜଡ଼ିତ ସମସ୍ତ କାଗଜପତ୍ର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା: ୫ ବିଧାୟକଙ୍କ କଟିଲା ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ ଘୋଷଣା କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ତାଲିକାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri