ମାନସ ହତ୍ୟା ମାମଲା: ଦୁଇ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଚାନ୍ଦବାଲି,୨୫।୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଚାନ୍ଦବାଲି ଥାନାରେ ଗୁରୁବାର କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌ ପହଞ୍ଚିଥିଲେ। ଦ୍ବିତୀୟ ଦିନରେ ଦୁଇ ଜଣ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା ଜାରି ରଖିଛି। ଦେବାଶିଷ ଜେନା ଓ ଶରତ ପଣ୍ଡାଙ୍କୁ ଜେରା କରୁଛି କ୍ରାଇମବ୍ରାଞ୍ଚ ଟିମ୍‌ । ପୋଲିସ ଡିଜି ବୁଧବାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ମାମଲାରେ ଜଡ଼ିତ ସମସ୍ତ କାଗଜପତ୍ର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡ଼ଙ୍କ ପାଇଁ ଝୁଲନ୍ତା ଚଲାପଥ

କେନ୍ଦୁଝର,୨୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜୁଡିଆ, କାଞ୍ଜିପାଣି ଘାଟିରେ ମାଙ୍କଡ଼ମାନେ ଖାଦ୍ୟ ପାଇଁ ବୁଲୁଥିବା ବେଳେ ଅସୁରକ୍ଷିତ ଭାବେ ଗୋଟିଏ ପାର୍ଶ୍ୱ ଜଙ୍ଗଲରୁ ଅନ୍ୟ ପାର୍ଶ୍ୱକୁ ଜାତୀୟ...

ଯୋଡ଼ାରେ ନିର୍ମାଣ ହେଉଛି ସର୍ବବୃହତ ଫ୍ଲାଏ ଓଭର

ଯୋଡ଼ା,୧୭ା୩(ଡି.ଏନ.ଏ): ରାଜ୍ୟ ସରକାର କେନ୍ଦୁଝର ଜିଲା ଖଣିଜ ପାଣ୍ଠି ଅନୁଦାନରେ ଯୋଡ଼ା ଖଣି ଅଞ୍ଚଳରେ ଟ୍ରାଫିକ ଓ ପ୍ରଦୂଷଣ ଜନିତ ସମସ୍ୟାରୁ ମୁକ୍ତି ପାଇଁ ସର୍ବ...

ନ୍ୟାଶନାଲ ହାଇସ୍କୁଲରେ ଆଇନ ସଚେତନତା କାର୍ଯ୍ୟକ୍ରମ

ନୂଆପଡା ଅଫିସ,୧ା୧୦ ନୂଆପଡା ଜିଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ସ୍ଥାନୀୟ ନ୍ୟାଶନାଲ ହାଇସ୍କୁଲ ପରିସରରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରାଧିକରଣର...

କାର୍ଯ୍ୟସ୍ଥଳରେ ବିଦ୍ୟୁତ୍‌ ଠିକା ମିସ୍ତ୍ରି ଜଳିଯିବା ଘଟଣା: ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କାର୍ଯ୍ୟସ୍ଥଳରେ ୧୧ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ବୁଧବାର ଅପରାହ୍ନରେ ଜଳିଯାଇଥିଲେ ଠିକା ମିସ୍ତ୍ରି ମୟୂରଭଞ୍ଜ ଜିଲା ଭିଜିଡିହି ଗ୍ରାମର ବାଗଇ ମୁର୍ମୁ ଓରଫ...

ବିକାଶର ବାଟ ଓଗାଳୁଛି ଟିପଚିହ୍ନ

ବୈପାରୀଗୁଡ଼ା,୨୨ା୪(ଡି.ଏନ୍‌.ଏ.):ବୈପାରୀଗୁଡ଼ା ବ୍ଲକ ବାଲିଗଁ। ପଞ୍ଚାୟତ ଲିମାଲାଡ଼ି ଗ୍ରାମର ବିଧବା ବୃଦ୍ଧା ସନମତି କାକଲପଡ଼ିଆ । ପିଲାଛୁଆ କେହି ନାହାନ୍ତି। ଏଭଳି ଅସହାୟ ଅବସ୍ଥାରେ ମୁଣ୍ଡ ଗୁଞ୍ଜିବା...

ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ, ୩୦।୬-କେନ୍ଦ୍ର ମତ୍ସ୍ୟ ଓ ପଶୁପାଳନ ଏବଂ କ୍ଷୁଦ୍ର ମଧ୍ୟମଶିଳ୍ପ ରାଷ୍ଟ୍ର ମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ରବିବାର ଜିଲା...

ପୁଣି ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୪।୧୧(ବ୍ୟୁରୋ): ଥାଇଲାଣ୍ଡ ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ଶନିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ୧୫ ତାରିଖ ସୁଦ୍ଧା ଏହା ଆଣ୍ଡାମାନ ଉପକୂଳରେ ପହଞ୍ଚତ୍ବ।...

ଜୁଲାଇ ୩୧ ଯାଏ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର,୧।୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୁଲାଇ ୩୧ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ଘୋଷଣା କରିଛନ୍ତି। ଅନ୍‌ଲକ୍‌-୧ ଗାଇଡ୍‌ଲାଇନ୍‌...

Advertisement
Archives

Model This Week