ରାଜ୍ୟ କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ରାଜ୍ୟ କଂଗ୍ରେସ ଭବନରେ ଆଜି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଜଗତସିଂହପୁରର ୨ ଗୋଷ୍ଠୀ ମଧ୍ୟରେ ଏହି ମାର୍‌ପିଟ୍‌ ହୋଇଥିବା ସୂଚନା ମିଳିଛି। ଗୋଟିଏ ଗୋଷ୍ଠୀ ବିଜେଡି ସହ ହାତ ମିଳାଇବା ଅଭିଯୋଗରେ ଏହି ଗଣ୍ଡଗୋଳ ହୋଇଛି। ଓବିସି ସେଲ୍‌ ବୈଠକ ବେଳେ ଏହି ଉତ୍ତେଜନା ସୃଷ୍ଟି ହୋଇଥିଲା। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ବିଧାୟକ ସୁରେଶ ରାଉତରାୟ ଦୁଇ ଗୋଷ୍ଠୀଙ୍କୁ ବୁଝାଶୁଝା କରିଥିଲେ। ତଦନ୍ତ ପରେ ବିଶୃଙ୍ଖଳାକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଆଉ ୨ଟି ସ୍ଥାନରେ ପ୍ଲାଜମା ବ୍ୟାଙ୍କ: ସୁସ୍ଥ ହେଉଥିବା ରୋଗୀ ଦାନ କରିବାକୁ ଆଗେଇ ଆସନ୍ତୁ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ରାଜ୍ୟର ଆଉ ୨ଟି ସ୍ଥାନରେ ପ୍ଲାଜମା ବ୍ୟାଙ୍କ ହେବ। ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ ଏବଂ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ପ୍ଲାଜମା ବ୍ୟାଙ୍କ ହେବ। ଏନେଇ...

ଆପତ୍ତିଜନକ ଅବସ୍ଥାରେ ଧରାପଡ଼ିଲେ

ବାଉଁଶୁଣୀ,୧୩।୮(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳରେ କିଛିଦିନ ହେଲା ଚାଲିଥିଲା ସେକ୍ସ ର଼୍ୟାକେଟ। ଗୁରୁବାର ରାତିରେ ପୋଲିସ ପାଟ୍ରୋଲିଂ ବେଳେ ରୁଣ୍ଡିମହୁଲ ଛକ ନିକଟ ରାସ୍ତା ପାର୍ଶ୍ୱ...

ରାତିରେ ଝଗଡ଼ା, ସକାଳେ ମିଳିଲା ମୃତଦେହ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାତିରେ ଝଗଡ଼ା, ସକାଳେ ମିଳିଲା ମୃତଦେହ। ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ମୁଣ୍ଡା ବସ୍ତିରେ ଜଣେ ବ୍ୟକ୍ତିଙ୍କ ଏପରି ସନ୍ଦେହଜନକ ମୃତ୍ୟୁକୁ ନେଇ ଚର୍ଚ୍ଚା...

ଶାନ୍ତନୁ ମହାପାତ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ବିଶିଷ୍ଟ ଓ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି...

ଶହୀଦ ମନୋଜଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ନିଆଳି, ୧୫।୨ (ଡି.ଏନ୍‌.ଏ.): ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାର ଲେଥ୍‌ପୋରାରେ ୨୦୧୯ ଫେବୃୟାରୀ ୧୪ରେ ଆତଙ୍କବାଦୀଙ୍କ ଆକ୍ରମଣରେ ଓଡ଼ିଆ ଯବାନ କଟକ ଜିଲା ନିଆଳି ବ୍ଲକ ଅନ୍ତର୍ଗତ...

‘ପରୀକ୍ଷା ପେ ଚର୍ଚ୍ଚା’ରେ ଓଡ଼ିଶାରୁ ୨୮ ପିଲା

ଭୁବନେଶ୍ୱର,୧୯।୧(ବ୍ୟୁରୋ)-ନୂଆଦିଲ୍ଲୀଠାରେ ଆସନ୍ତା ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ସାରା ଦେଶରୁ ୨୨୦୦ଜଣ ଛାତ୍ରୀଛାତ୍ର, ଅଭିଭାବକ...

ଏବେ ବି ଝିଅ ନିଖୋଜ

ସମ୍ବଲପୁର,୪ା୧୦(ବ୍ୟୁରୋ): ମହାନଦୀର ସମ୍ବଲପୁର ଜିଲା ଦଲେଇପଡ଼ା ମହିଳା ଘାଟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଝିଅଙ୍କୁ ବଞ୍ଚାଇବାକୁ ଯାଇ ଗୋଟିଏ ପରିବାରର ୩ ଜଣ...

ଛାତ୍ରୀଙ୍କୁ ବଳାତ୍କାର କଲେ ଶିକ୍ଷକ

ରାଉରକେଲା ଅଫିସ୍‌, ୧୨।୧୦: ଜଲଦା ଫାଣ୍ଡି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ପୀଡିତାଙ୍କ ପରିବାର ଲୋକେ ଜଲଦା ଫାଣ୍ଡିରେ ଅଭିଯୋଗ କରିଛନ୍ତି।...

Advertisement


Archives

Model This Week