ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର,୨୬ା୭(ବ୍ୟୁରୋ): ରାଜଧାନୀର ବ୍ୟସ୍ତବହୁଳ ଛକ ମାଷ୍ଟରକ୍ୟାଣ୍ଟିନ୍‌ଠାରେ ସୋମବାର ଅପରାହ୍ନରେ ନିଶା କାରବାରକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ତେବେ ଗୋଟିଏ ଗୋଷ୍ଠୀର ଦୁଇ ଜଣ ଗୁରୁତର ହୋଇଥିବା ବେଳେ ଆଉ ଗୋଟିଏ ଗୋଷ୍ଠୀର ଜଣେ ଆହତ ହୋଇଛନ୍ତି। ଖବର ପାଇ ଖାରବେଳନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗୁରୁତର ଦ୍ୱୟଙ୍କୁ କଟକ ବଡ଼ମେଡିକାଲ ସ୍ଥାନାନ୍ତର କରାଯାଇଥିବା ବେଳେ କ୍ୟାପିଟାଲ ହସ୍ପିଟାଲରେ ଜଣଙ୍କୁ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri