ଆନନ୍ଦବଜାରରେ ଦୁଇ ସେବାୟତ ମୁହାଁମୁହିଁ

ପୁରୀ ଅଫିସ, ୧୦।୫: ଶ୍ରୀମନ୍ଦିରର ଆନନ୍ଦବଜାରରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି । ଦୁଇ ସେବାୟତଙ୍କ ମଧ୍ୟରେ ଗଣ୍ଡଗୋଳ ଜଣେ ଆହତ ହୋଇଛନ୍ତି। ଆହତ ସେବାୟତ ହେଲେ ହରେକୃଷ୍ଣ ସୁଆର। ତାଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେବାୟତ ବୁଲୁ ପଣ୍ତାଙ୍କ ଆକ୍ରମଣରେ ସେ ଆହତ ହୋଇଥିବା ହରେକୃଷ୍ଣ ଅଭିଯୋଗ କରିଛନ୍ତି । ଏ ନେଇ ସିଂହଦ୍ୱାର ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକଙ୍କ ମୃତ୍ୟୁ: ଅଂଶୁଘାତ ଅଭିଯୋଗ

ନିରାକାରପୁର,୧୨ା୬(ଡି.ଏନ୍‌.ଏ.)-ଟ୍ରାକ୍ଟରରୁ ବାଲି ଅନ୍‌ଲୋଡ୍‌ କରୁଥିବା ସମୟରେ ମଙ୍ଗଳବାର ପୂର୍ବାହ୍ନ ୧୦.୩୦ରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ...

ବରଗଡ଼ରେ କୋହଳ ହେଲା କଟକଣା

ବରଗଡ଼ ଅଫିସ୍‌,୪।୮: ବରଗଡ଼ ଜିଲାରେ ମଙ୍ଗଳବାରରୁ କରୋନା କଟକଣାକୁ କୋହଳ କରାଯାଇଛି। ଏ ନେଇ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ।...

କରତକଳ ଉପରେ ବନବିଭାଗର ଚଢ଼ାଉ

ଜଳେଶ୍ୱର,୨୦।୧୨(ଡି.ଏନ୍‌.ଏ.) : ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ବର୍ତ୍ତନା ଗ୍ରାମରେ ଥିବା ବେଆଇନ କରତକଳ ଉପରେ ଶୁକ୍ରବାର ବନବିଭାଗର ଏସିଏଫ୍‌ ସମୀର କୁମାର ସାହୁ,...

ପୂଜାକୁ ନେଇ କମିଛି ଉତ୍ସାହ, ଉଦ୍ଦୀପନା

ବଅଁରପାଳ,୧୨ା୧୦(ଡି.ଏନ.ଏ.):  କରୋନା ସମୟ ହୋଇ ନ ଥିଲେ ଏତେବେଳକୁ ଦୁର୍ଗାପୂଜା ପାଇଁ ମଣ୍ଡପ ସାଜସଜ୍ଜା ଶେଷ ପର୍ଯ୍ୟାୟରେ ପହଞ୍ଚିସାରିଥାନ୍ତା। ମିନାବଜାର, ଦୋଳି ଲାଗିବା ସ୍ଥାନ ମଧ୍ୟ ପ୍ରସ୍ତୁତ...

ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ମାରିସା ସେନାର ଧାରଣା

ବାଙ୍ଗିରିପୋଷି,୧୪ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଆଦିବାସୀ ରିଭୋଲ୍ୟୁସନାରୀ ୟୁଥ ଆଣ୍ଡ ଷ୍ଟୁଡେଣ୍ଟ ଆସୋସିଏସନ (ମାରିସା ସେନା) ପକ୍ଷରୁ ସୋମବାର ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଧାରଣା ଦିଆଯାଇଥିଲା। ସେନାର...

କେନ୍ଦ୍ର ସମତୁଲ ମହଙ୍ଗା ଭତ୍ତା ଦାବି ନେଇ ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୦ା୨ – ବ୍ରହ୍ମପୁରସ୍ଥ ଦକ୍ଷିଣାଞ୍ଚଳ ଆରଡିସି ଅଫିସ ଆଗରେ ବୁଧବାର ଓଡ଼ିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଗଞ୍ଜାମ ଜିଲା...

ସିଏମ୍‌ସିର ନୂଆ ଗାଇଡ୍‌ଲାଇନ୍‌: ବିବାହ ଉତ୍ସବରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ ଲୋକଙ୍କୁ ଅନୁମତି

କଟକ ଅଫିସ, ୩।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନୂଆ ଗାଇଡ୍‌ଲାଇନ୍‌...

ମୁଖ୍ୟମନ୍ତ୍ରୀଙ୍କ ଭରସା ଅଛି, ଚାଲେଞ୍ଜକୁ ସାମ୍ନା କରିବି : ଦିବ୍ୟଶଙ୍କର

ଭବାନୀପାଟଣା, ୩।୬(ଡି.ଏନ୍‌.ଏ.): ବିମାନ ଉଡ଼ାଉଥିବା ପାଇଲଟରୁ ରାଜନେତା ବନିଥିବା କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କୁ ଏଥର ମନ୍ତ୍ରିମଣ୍ଡଳରେ ସ୍ଥାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମିଶ୍ରଙ୍କୁ ରାଷ୍ଟ୍ରମନ୍ତ୍ରୀ ପଦ ମିଳିଛି।...

Advertisement


Archives

Model This Week

Why Dharitri