ଜଳଖିଆ ପାଇଁ ଯାଇଥିଲେ ୨ ଭଉଣୀ, ଫେରିବା ବେଳେ କୂଅରେ ଖସିପଡ଼ିଲେ

କାମାକ୍ଷାନଗର,୩୧।୭(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା କହ୍ନେଇପାଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ଅଭାବନୀୟ ଘଟଣା ଘଟିଛି। ଏକ ନିର୍ମାଣାଧୀନ କୂଅରେ ପଡ଼ି ଦୁଇ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ ଘଟିଛି। ଗ୍ରାମର ଶେଷ ପାତ୍ରଙ୍କ ଝିଅ ଶ୍ରୁତି (୫) ଏବଂ ତାଙ୍କ ଭାଣିଜୀ ପ୍ରିୟଙ୍କା(୬) ସନ୍ଧ୍ୟାରେ ଗ୍ରାମର ଏକ ଦୋକାନକୁ ଜଳଖିଆ ପାଇଁ ଯାଇଥିଲେ। ଫେରିବା ସମୟରେ ଉଭୟେ ଉକ୍ତ ନିର୍ମାଣଧୀନ କୂଅରେ ଖସିପଡ଼ିଥିଲେ। ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ଦୀର୍ଘ ସମୟ ପରେ କୂଅରୁ ଉଭୟଙ୍କୁ ଉଦ୍ଧାର କରି କାମାକ୍ଷାନଗର ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ ଶେଷଙ୍କ ଦୁଇ ଝିଅ ପୁଅଙ୍କ ମଧ୍ୟରେ ଶ୍ରୁତି ବଡ଼। ସେହିପରି ଉକ୍ତ ଗ୍ରାମରେ ବିବାହ କରିଥିବା ଶେଷଙ୍କ ଭଉଣୀଙ୍କ ୩ ଝିଅ ମଧ୍ୟରୁ ପ୍ରିୟଙ୍କା ମଝିଆ। ଏହି ଘଟଣା ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ଭୋଜପୁରୀ ଅଭିନେତା

ଝାରସୁଗୁଡା ଅଫିସ,୨୭।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଚାର ଜୋରଦାର ଚାଲିଛି। ଅନେକ ହେଭିଓ୍ବେଟ୍‌ ନେତା ନିଜ ଦଳ ପାଇଁ ପ୍ରଚାର...

ଭାଜପା ନେତାଙ୍କୁ ‘ଆନ୍ଧ୍ର ମଡେଲ’ ମନେପକାଇଲା ବିଜେଡି

ଭୁବନେଶ୍ୱର,୯ା୫(ବ୍ୟୁରୋ): ଓଡ଼ିଶାରେ ତାମିଲନାଡ଼ୁ ମଡେଲ ଶାସନ ଚାଲିଛି ଟିପ୍ପଣୀକୁ ନେଇ ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନଙ୍କୁ ବିଜେଡି କଟାକ୍ଷ କରିଛି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଜେଡି...

ଖୋଳାଯିବ ୧.୨୫ ଲକ୍ଷ କୂପ

ଭୁବନେଶ୍ୱର,୨୨-୧୧(ବ୍ୟୁରୋ):ସାରା ରାଜ୍ୟରେ ଚଳିତ ଆର୍ଥିକ ବର୍ଷରେ ୧.୨୫ ଲକ୍ଷ କୂପ(ଡଗ୍‌-ୱେଲ)ଖୋଳାଯିବ। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏ) ଅଧୀନରେ ଏହି ଖନନ କାର୍ଯ୍ୟ...

କଟକ ସହରରୁ ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୨।୮-କଟକ ସହରରେ ଶନିବାର ପୁଣି ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୭ ଲୋକାଲ କଣ୍ଟାକ୍ଟ କେସ...

ଏମ୍‌କେସିଜିରେ ପୁଣି ୨ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୧୭ା୩ ଗଞ୍ଜାମ ଜିଲାରେ ଏବେ କରୋନାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବ୍ରହ୍ମପର ସହର ବୁଲି ବିଭିନ୍ନ ଦୋକାନ ବନ୍ଦ...

ଜୁମାଡଙ୍ଗକୁ ଫେରିଲେ ୧୬ ପରିବାର

ମାଲକାନଗିରି, ୧୫ା୧୧(ଡି.ଏନ.ଏ.): ଓଡିଶା ସୀମାନ୍ତ ଅଞ୍ଚଳରେ ଲୋକଙ୍କୁ ଆକୃଷ୍ଟ କରିବା ଲାଗି ଆନ୍ଧ୍ର ସରକାରଙ୍କ ପକ୍ଷରୁ ଭତ୍ତା, ଆଧାର କାର୍ଡ, ଭୋଟର କାର୍ଡ ପ୍ରଦାନ କରି...

ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଆୟୁଷ୍ମାନ

ପୁରୀ ଅଫିସ, ୨୩ା୬: ମହାପ୍ରଭୁଙ୍କ ସେବାରେ ବୁଧବାର ସର୍ବକନିଷ୍ଠ ଦଇତାପତି ସେବାୟତ ସାମିଲ ହୋଇଛନ୍ତି। ସେ ହେଉଛନ୍ତି ଆୟୁଷ୍ମାନ ଦାସମହାପାତ୍ର। ଆୟୁଷ୍ମାନ ଅଣସର ତାଟି ଘରେ...

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ: ନିରପେକ୍ଷ ତଦନ୍ତ ଦାବି କଲା ଭାଜପା ମହିଳା ମୋର୍ଚ୍ଚା

ହିଞ୍ଜିଳିକାଟୁ,୨୧ା୧୧(ଡି.ଏନ୍‌.ଏ): ହିଞ୍ଜିଳି ଥାନା ଅଞ୍ଚଳରେ ଗତ ଶନିବାର ଜଣେ ୧୦ବର୍ଷୀୟ ନାବାଳିକାଙ୍କୁ ନିଜ ଦୋକାନରେ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ଗିରଫ କରିଛି। ସେ...

Advertisement
Archives

Model This Week