ଖେଳିବାକୁ ଯାଇ ଘରକୁ ଫେରି ନ ଥିଲେ ଦୁଇ ଭଉଣୀ, ଆଜି ପୋଖରୀରୁ ମିଳିଲା ମୃତଦେହ

କଳିଙ୍ଗନଗର,୧୬ା୩(ଶୁଭାଶିଷ ରାଉତ): ଯାଜପୁର ଜିଲା ଦାନଗଦୀ ଫାଣ୍ଡି ଅନ୍ତର୍ଗତ ଯଖପୁରା ପଞ୍ଚାୟତର ବାଳୁଙ୍ଗାବନ୍ଦୀ ଗ୍ରାମ ନିକଟରେ ଥିବା ଏକ ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ହୋଇଛି। ଘଟଣା ଅନୁଯାୟୀ, ଏହି ଗ୍ରାମ ନିକଟରେ ଏକ ଫାର୍ମ ହାଉସରେ ମୟୂରଭଞ୍ଜ ଅଞ୍ଚଳରେ ଆସି କାମ କରୁଥିଲେ ଦୁଇ ପରିବାର। ଶୁକ୍ରବାର ମଧ୍ୟାହ୍ନରେ ଦୁଇ ଭଉଣୀ ମାମୁ ରଞ୍ଜନ ନାୟକଙ୍କ ଝିଅ ଗୁରୁବାରୀ (୪) ଓ ପିଉସୀ ଝିଅ ଅର୍ଜୁନ ମୁଣ୍ଡାଙ୍କ ଝିଅ ସୁକୁମାରୀ (୩) ସବୁଦିନ ପରି ସାଙ୍ଗ ହୋଇ ପୋଖରୀ ନିକଟରେ ଖେଳୁଥିବା ବେଳେ ଗୋଡ଼ ଖସି ଯାଇଥିବା ଘର ଲୋକ ସନ୍ଦେହ କରୁଛନ୍ତି। ଖବର ପାଇ ଦାନଗଦୀ ଫାଣ୍ଡି ଅଧିକାରୀ ଅଜୟ କୁମାର ସାହୁ ୮/୨୪ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ବେଳେ ମୃତଦେହ ଜବତ କରି ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠାଯାଇ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri