ମୂଲ୍ୟ ବଢ଼ାଇଲେ ୨ ଚକିଆ ଯାନ କମ୍ପାନୀ

 

ନୂଆଦିଲ୍ଲୀ: ଦେଶର ୨ ଚକିଆ ଯାନ ନିର୍ମାତା କମ୍ପାନୀଗୁଡିକ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ଯାନର ମୂଲ୍ୟ ୨% ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଏହା ମଧ୍ୟରେ ହିରୋ ମୋଟୋକର୍ପ, ହୋଣ୍ଡା ମୋଟର ସାଇକେଲ ଏବଂ ବଜାଜ ରହିଥିବା ଜଣାପଡିଛି। ଏହି ମୂଲ୍ୟ ବୃଦ୍ଧି ଗୁରୁବାରଠାରୁ ଲାଗୁ ହୋଇଛି। ଇନ୍‌ପୁଟ ଖର୍ଚ୍ଚ ବଢିବାରୁ କମ୍ପାନୀଗୁଡିକ ଏଭଳି ପଦକ୍ଷେପ ନେଇଛନ୍ତି। ଏ ସମ୍ପର୍କରେ ହୋଣ୍ଡା ଏବଂ ବଜାଜ ଅଟୋର ମତାମତ ଲୋଡାଯାଇଥିଲେ ମଧ୍ୟ ମିଳିପାରିନାହିଁ। ଇନ୍‌ପୁଟ ଖର୍ଚ୍ଚ ବଢିବାରୁ ମୂଲ୍ୟରେ ସାମାନ୍ୟ ବୃଦ୍ଧି କରାଯାଇଥିବା ହିରୋ ପକ୍ଷରୁ ସୂଚନା ରହିଛି। ଫଳରେ କମ୍ପାନୀର ବାଇକ ଏବଂ ସ୍କୁଟର ମୂଲ୍ୟ ପ୍ରାୟ ୨% ପର୍ଯ୍ୟନ୍ତ ବଢ଼ିବ। ସେପ୍ଟେମ୍ବର ପହିଲାରୁ ରୟାଲ ଏନ୍‌ଫିଲ୍ଡ ଏହାର ଯାନ ମୂଲ୍ୟ ପ୍ରାୟ ୨୫୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରିସାରିଛି। ଟିଭିଏସ୍‌ ମୋଟର୍ସ ବର୍ତ୍ତମାନ ଯାଏ କୌଣସି ଘୋଷଣା କରିନାହିଁ। ଶୀଘ୍ର ଏ ନେଇ ନିଷ୍ପତ୍ତି ହୋଇପାରେ ବୋଲି କମ୍ପାନୀର ଜଣେ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରିରେ ‘ସଲିଟେୟାର’ ପ୍ରକଳ୍ପର ଅନାବରଣ

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ହର୍ଷପ୍ରିୟା ଗ୍ରୁପ୍‌ ଏବଂ ନୀଳାଚଳ ହୋମ୍ସର ମିଳିତ ସହଯୋଗରେ ଗଠିତ ଯୌଥ ଉଦ୍ୟୋଗ ହର୍ଷପ୍ରିୟା ନୀଳାଚଳ ଗ୍ରୁପ୍‌ର...

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

ଜେଇଇ ମେନ୍‌ରେ ବେଦାନ୍ତୁର ବାଜିମାତ୍‌

ଭୁବନେଶ୍ୱର,୨୭।୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତୁ ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ (ମେନ୍‌)-୨୦୨୪ ଫଳାଫଳରେ ବାଜିମାତ୍‌ କରିଛି। ଏପରିକି ଏହାର ୧୬୯୮ଜଣ ଛାତ୍ରୀଛାତ୍ରୀ...

ସୁରଟ ଗ୍ରାହକ ଜିତିଲେ ଇ-ସ୍କୁଟର

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମସଲା ବ୍ରାଣ୍ଡ୍‌ ‘ରୁଚି’ (ରୁଚି ଫୁଡ୍‌ଲାଇନ)ର ଲୋକପ୍ରିୟ ଯୋଜନା ‘ଫେଷ୍ଟିଭାଲ ବୋନାଞ୍ଜା ଅଫର’ ଜରିଆରେ ସୁରଟର ଭାଗ୍ୟଶାଳୀ...

ପିଏଫ୍‌ପିଡିଏଲ୍‌ ସହ ଏଚ୍‌ଡିଏଫ୍‌ସି ଲାଇଫ୍‌ର ବୁଝାମଣା

ଭୁବନେଶ୍ୱର,୨୭।୪: ଏଚ୍‌ଡିଏଫ୍‌ସି ଲାଇଫ୍‌ ଏବଂ ପିୟରଲେସ୍‌ ଫାଇନାନ୍ସସିଆଲ ପ୍ରଡକ୍ଟସ ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ପିଏଫ୍‌ପିଡିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ କମ୍ପାନୀଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri