ଭାରତକୁ ସାହାଯ୍ୟ କରିବା ପାଇଁ ଆମେରିକା ସଂସଦରେ ପ୍ରସ୍ତାବ ପାରିତ

ଓ୍ବାଶିଂଟନ,୩୦ା୬: ଆମେରିକା ସଂସଦରେ ଭାରତରେ କୋଭିଡ-୧୯ର ଭୟଙ୍କର ପ୍ରଭାବକୁ ଦୃଷ୍ଟିରେ ରଖି ଏକ ପ୍ରସ୍ତାବ ପାରିତ ହୋଇ ଭାରତକୁ ତୁରନ୍ତ ସହାୟତା କରିବାକୁ ବାଇଡେନ ପ୍ରଶାସନକୁ ଅନୁରୋଧ କରାଯାଇଥିଲା। କରୋନା ମହାମାରୀର ଦ୍ୱିତୀୟ ଲହରରେ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ଭାରତ ପାଇଁ ଏକତାର ପ୍ରଦର୍ଶନ ଭାବରେ ଆମେରିକା ଏହି ପଦକ୍ଷେପ ନେଇଛି। ବୁଧବାର ଏଠାରେ ଏକ ଗୁରୁତ୍ୱପୂର୍ଣ୍ଣ କଂଗ୍ରେସ କମିଟି ସର୍ବସମ୍ମତି କ୍ରମେ ଭାରତର ସହାୟତା ପାଇଁ ଏକ ପ୍ରସ୍ତାବ ପାରିତ କରିଛି ଏବଂ ବାଇଡେନ ପ୍ରଶାସନକୁ ଭାରତକୁ ପୂର୍ବ ଭଳି ସମାନ ଚିକିତ୍ସା ସାମଗ୍ରୀ ଯୋଗାଇବାକୁ ଅନୁରୋଧ କରିଛି।

ବ୍ରାଡ ଶର୍ମାନ ଏବଂ ଷ୍ଟିଭ୍‌ ଚାବୋଟଙ୍କ ଦ୍ୱାରା ଉପସ୍ଥାପିତ ହୋଇଥିବା ଏହି ପ୍ରସ୍ତାବରେ ୨୪ ଜଣ ସହ ପ୍ରଯୋଜକ ରହିଥିଲେ। ଏହି ପ୍ରସ୍ତାବରେ ମହାମାରୀ ଆରମ୍ଭରେ ଆମେରିକାକୁ ଭାରତର ସହାୟତା ବିଷୟରେ ଉଲ୍ଲେଖ କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ, କରୋନା ଟିକା ଉତ୍ପାଦନରେ ଭାରତର ବିଶ୍ୱସ୍ତରୀୟ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଏବଂ ଏପର୍ଯ୍ୟନ୍ତ କୋଭିଡ୍‌ -୧୯ ଟିକା ସମ୍ବନ୍ଧରେ ଅନ୍ୟ ଦେଶମାନଙ୍କୁ ସାହାଯ୍ୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ରଥଯାତ୍ରା; ମାଉସୀ ମା’ ମନ୍ଦିରରେ ପହଞ୍ଚି ଦର୍ଶନ ଦେଲେ ତିନି ଠାକୁର, କୁନି ଭକ୍ତ କଲେ….

ଗଞ୍ଜାମ,୧୬।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଚଳିତ ବର୍ଷ ରଥଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି…

ISROର ୧୦୦ ସାଇଣ୍ଟିଷ୍ଟ ଚାକିରି ଛାଡିବା ପରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୬।୭: ଭାରତ ସରକାର ISRO ବୈଜ୍ଞାନିକମାନଙ୍କ ପାଇଁ ଇସ୍ତଫା ଏବଂ ଅକାଳ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି। ଏକ ସରକାରୀ ନିର୍ଦ୍ଦେଶରେ ISROରେ ଗ୍ରୁପ A…

Puri Rath Yatra: ବଡ଼ଦାଣ୍ଡରେ ଗଡ଼ିଲା ରଥ, ଶରଧାବାଲି ଅଭିମୁଖେ ବଡ଼ ଠାକୁରଙ୍କ ତାଳଧ୍ବଜ

ପୁରୀ,୬।୭: ଶ୍ରୀକ୍ଷେତ୍ର ପୁରୀରେ ଆରମ୍ଭ ହୋଇଛି ରଥଟଣା। ବଡ଼ଦାଣ୍ଡରେ ଗଡ଼ିଲା ପ୍ରଭୁ ବଡ଼ ଠାକୁରଙ୍କ ତାଳଧ୍ବଜ ରଥ। ଲକ୍ଷାଧିକ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର।…

ପୁରୁଷୋତ୍ତମପୁରରେ ରଥଯାତ୍ରା: ବର୍ଷାରେ ଭିଜିଲେ କାଳିଆ ସାଆନ୍ତ

ପୁରୁଷୋତ୍ତମପୁର,୧୬ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପବିତ୍ର ରଥଯାତ୍ରା ମହାସମାରୋହରେ ପାଳିତ ହୋଇଯାଇଛି। ହେଲେ ଦୀର୍ଘ ୪ ଦିନ ଧରି ଦାଉ ସାଧି ଲାଗିରହିଥିବା ଲଗାଣ…

୨୨କୋଟି ଵ୍ୟୟ ଅଟକଳରେ ନବୀକରଣ ହୋଇଛି କେସିଙ୍ଗା ରେଲୱେ ଷ୍ଟେଶନ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅଧିନସ୍ଥ କେସିଙ୍ଗା ରେଲୱେ ଷ୍ଟେଶନର ଶୁଭ ଉଦଘାଟନ ଶୁକ୍ରବାର ରେଳ ବିଭାଗ ପକ୍ଷରୁ କରାଯିବ । କେସିଙ୍ଗା ଷ୍ଟେଶନର ନବୀକରଣ…

ବିଶ୍ୱରେ ଚାଇନାର ପ୍ରାଧାନ୍ୟ, ପ୍ରଭାବଶାଳୀ ନେତାଙ୍କ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ପଛରେ ପକାଇଲେ ଜିନପିଙ୍ଗ

ବେଜିଂ,୧୬।୭: ଏକ ସର୍ଭେରେ ଚାଇନା ଆମେରିକା ତୁଳନାରେ ଭଲ ସ୍ଥିତିରେ ଥିବା ଦର୍ଶାଯାଇଛି। ସମ୍ପ୍ରତି, ପିଉ ରିସର୍ଚ୍ଚ ସେଣ୍ଟର 2026 ଆରମ୍ଭରେ ୩୬ଟି ଦେଶରେ ଏକ ସର୍ଭେ…

ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜ ଉପରେ ଟିକସ ଲଗାଇପାରିବେ କି? ଜାଣନ୍ତୁ କ’ଣ କହୁଛି ଅନ୍ତର୍ଜାତୀୟ ଆଇନ

ତେହରାନ,୧୬।୭: ବିଶ୍ୱ ରାଜନୈତିକ ଏବଂ ରଣନୈତିକ ମୋର୍ଚ୍ଚାରେ ଆମେରିକା ଏବଂ ଇରାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ପୁଣିଥରେ ସଂଘର୍ଷର ଏକ ପ୍ରମୁଖ କେନ୍ଦ୍ର ପାଲଟିଛି। ଏହି ଗୁରୁତ୍ୱପୂର୍ଣ୍ଣ…

ମାତ୍ର ୧ ଟଙ୍କାରେ ୧ ଲକ୍ଷ କୋଟି ଟଙ୍କା ବିବାଦର ସମାଧାନ କରିବେ ସୁପ୍ରିମକୋର୍ଟ: ଜାଣନ୍ତୁ ଚର୍ଚ୍ଚିତ ମାମଲା ବିଷୟରେ

ନୂଆଦିଲ୍ଲୀ,୧୬।୭: ଦେଶର ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକ ମଧ୍ୟରୁ ଅନ୍ୟତମ କଲ୍ୟାଣୀ ପରିବାର ସହିତ ଜଡିତ ପାରିବାରିକ ବିବାଦ ଏକ ଗୁରୁତ୍ୱପୂର୍ଣ୍ଣ ଆଇନଗତ ମୋଡ଼ରେ ପହଞ୍ଚିଛି। ପ୍ରାୟ ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri