Posted inଗଜପତି

ସମ୍ପୂର୍ଣ୍ଣ ହେଉନି କାଶୀନଗର ଏନ୍‌ଏସିର ଅଧୁରା କାମ

କାଶୀନଗର,୨।୬: ଗଜପତି ଜିଲାର ଦ୍ୱିତୀୟ ସହର ଏକମାତ୍ର ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନର ୪୭ ବର୍ଷ ପୂର୍ତ୍ତି ହେଲାଣି। ତଥାପି ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚତ୍ତ। ଏଠାରେ ନିଜସ୍ବ ଏନ୍‌ଏସି କାର୍ଯ୍ୟାଳୟ ନାହିଁ। ଟାଉନ ହଲ୍‌, ପାର୍କ ଓ ବସ୍‌ଷ୍ଟାଣ୍ଡ ନାହିଁ। ଏନ୍‌ଏସିର ପରିଚାଳନା ପରିଷଦ ଗଠିତ ହୋଇନଥିଲା। ଦୀର୍ଘ ତିନିବର୍ଷ ଧରି ସରକାରୀ କର୍ମଚାରୀଙ୍କ ଶାସନରେ ପରିଚାଳିତ ହେଉଥିଲା। ପ୍ରଶାସନର ପରିଚାଳନା ବେଳେ ବ୍ଲକ ରୋଡ କାର୍ଯ୍ୟ ଅଧାପନ୍ତରିଆ ରହି ରାସ୍ତାରେ ପାଣି ଜମି ଯାଉଛି। ପଟେଲ ରୋଡ୍‌ରେ ନିର୍ମିତ ମାର୍କେଟ କମ୍ପ୍ଲେକ୍ସ ଦୋକାନ ଗୃହ ଅଧା ନିର୍ମାଣ ହୋଇ ବିସ୍ଥାପିତ ଦୋକାନୀଙ୍କୁ ବଣ୍ଟନ ହୋଇପାରିନାହିଁ। ଇ-ଲାଇବ୍ରେରୀ କାର୍ଯ୍ୟ ଅସମ୍ପୂର୍ଣ୍ଣ। ସୌନ୍ଦର୍ଯ୍ୟକରଣ କରିବା ପାଇଁ ଯେଉଁ ମୋ କାଶୀନଗର ଫଳକ କରାଯାଇଛି ତାହା ମଧ୍ୟ ଅସୌନ୍ଦର୍ଯ୍ୟରେ ରହିଛି। ବର୍ଷାଦିନ ଆଗମନ କିନ୍ତୁ ନର୍ଦ୍ଦମା କାମ ହୋଇପାରିନାହିଁ। ମେଡିକାଲ ରୋଡ କଡ଼ରେ ହେଉଥିବା ପରିବା ମାର୍କେଟ ଘର ପୁନାଦି ପକାଇ କାମ ଅଟକିଛି। ନୂତନ ପରିଷଦ ଗଠନ ହେଲାଣି କିନ୍ତୁ ଉନ୍ନୟନ କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ତପ୍ତରତା ଦେଖାଯାଉନି। ପରିଷଦ, ଜିଲାପାଳ ଦୃଷ୍ଟି ଦେଲେ ଜନସାଧାରଣ ଉପକୃତ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

ଘରେ କେହି ନ ଥିବାବେଳେ ତିଦ୍ଦଦୀୟ ନାବାଳିକାଙ୍କୁ ବଳାତ୍କାର କଲେ ନାବାଳକ, ଡାକ୍ତରୀ ପରୀକ୍ଷା ପରେ…

ଗଜପତି,୯ା୨(ଗିରିଧାରୀ ପରିଛା): ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ଫାଣ୍ଡି ଅଞ୍ଚଳରେ ଜଣେ ୭ ବର୍ଷର ତିବ୍ଦତୀୟ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ପରିବାର ଲୋକେ…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri