Posted inଜାତୀୟ

ଏହି ଦିନ ସଂସଦରେ ଉପସ୍ଥାପନ ହେବ କେନ୍ଦ୍ର ବଜେଟ

ନୂଆଦିଲ୍ଲୀ,୧୪।୫: କେନ୍ଦ୍ର ବଜେଟ ୨୦୨୪ ଖୁବ୍‌ଶୀଘ୍ର ସଂସଦରେ ଉପସ୍ଥାପନ କରାଯିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଜୁଲାଇ ୨୨ର ସଂସଦରେ ଉପସ୍ଥାପିତ ହେବ। ଏହା ବ୍ୟତୀତ ଜୁଲାଇ ୩ରେ ଅର୍ଥନୈତିକ ସର୍ଭେ ପ୍ରକାଶ ପାଇବ ବୋଲି ଆଶା କରାଯାଉଛି।
ସାଧାରଣ ନିର୍ବାଚନ ପୂର୍ବରୁ ୧ ଫେବୃଆରୀ ୨୦୨୪ରେ ମଧ୍ୟବର୍ତ୍ତୀକାଳୀନ ବଜେଟ ଅଣାଯାଇଥିଲା ଏବଂ ବର୍ତ୍ତମାନ ଲୋକ ସଭା ନିର୍ବାଚନ ସମାପ୍ତ ହେବା ପରେ ଏକ ନୂତନ ସରକାର ଗଠନ ହୋଇଛି ଯାହା ସମ୍ପୂର୍ଣ୍ଣ ବଜେଟ ଘୋଷଣା କରିବ।
୧୮ତମ ଲୋକ ସଭାର ପ୍ରଥମ ସଂସଦ ଅଧିବେଶନ ଜୁନ ୨୪ରୁ ଆରମ୍ଭ ହୋଇ ଜୁଲାଇ ୩ ପର୍ଯ୍ୟନ୍ତ ଜାରି ରହିବ। ସଂସଦ ଅଧିବେଶନର ପ୍ରଥମ ତିନି ଦିନରେ ନବ ନିର୍ବାଚିତ ଏମ୍‌ପିମାନେ ଶପଥ ଗ୍ରହଣ କରିବେ ଏବଂ ଗୃହର ବାଚସ୍ପତି ମଧ୍ୟ ନିର୍ବାଚିତ ହେବେ। ସେହିପରି ରାଜ୍ୟ ସଭାର ପ୍ରଥମ ଅଧିବେଶନ ଜୁନ ୨୭ରୁ ଜୁଲାଇ୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri