ପାଠପଢ଼ିବା ସହ ଉଦ୍ୟୋଗୀ ହେବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ଦେଲେ ଆହ୍ୱାନ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ରାଉରକେଲା,୩୦।୧୧: ଛାତ୍ରଛାତ୍ରୀମାନେ ପାଠପଢ଼ିବା ସହ ଉଦ୍ୟୋଗୀ ହେବା ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆହ୍ୱାନ ଦେଇଛନ୍ତି । ରାଉରକେଲାର ଏନ୍‌‌ଆଇଟି ପରିସରରେ ୬ଟି ଭିତ୍ତିଭୂମି ପ୍ରକଳ୍ପର ଲୋକାର୍ପଣ କରିବା ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ୫୦୦ ସିଟ୍‌‌ ବିଶିଷ୍ଟ ବାଳିକା ହଷ୍ଟେଲ୍‌‌ ନିର୍ମାଣ ପାଇଁ ୪୨ କୋଟି ୬୯ ଲକ୍ଷ ଟଙ୍କା ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ମଞ୍ଜୁର କରାଯାଇଛି ।

ଏହି ଅବସରରେ ରାଉରକେଲା ଏନ୍‌‌ଆଇଟି ର ନିର୍ଦ୍ଦେଶକ ପ୍ରଫେସର କେ. ଉମାମହେଶ୍ୱର ରାଓ କହିଛନ୍ତି ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ବୈଷୟିକ ଶିକ୍ଷା ଏବଂ ଗଣିତରେ ମହିଳାମାନଙ୍କର ଅଂଶ ଗ୍ରହଣକୁ ସଶକ୍ତ କରିବା ପାଇଁ ଏହି ଅନୁଷ୍ଠାନ ସଂକଳ୍ପବଦ୍ଧ । ସେ କହିଛନ୍ତି ଯେ ଏନଆଇଟି ରାଉରକେଲାର ପ୍ରତ୍ୟେକ ବିଭାଗରେ ବାଳିକାମାନଙ୍କ ପାଇଁ ସର୍ବନିମ୍ନ ୨୦ ପ୍ରତିଶତ ସିଟ୍‌‌ ସଂରକ୍ଷିତ ରଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri