ସମସ୍ତ ରାଜ୍ୟକୁ ଚିଠି ଲେଖିଲେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୩(ବ୍ୟୁରୋ): ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି। କରୋନା କଟକଣା କଡାକଡି ପାଳନ କରିବା ସହ ସଂକ୍ରମଣ ହ୍ରାସ ପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଜିନମ୍‌ ସିକ୍ୱେନ୍‌ସି ଓ ସର୍ଭେଲାନ୍ସକୁ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି। ଟେଷ୍ଟ, ଟ୍ରାକ୍‌, ଟ୍ରିଟ୍‌ ଓ ଟିକାକରଣକୁ ଗୁରୁତ୍ୱ ଦେବାକୁ ଚିଠିିରେ ଉଲ୍ଲେଖ ରହିଛି। ଅଧିକରୁ ଅଧିକ ଲକ୍ଷଣଯୁକ୍ତଙ୍କ ସାମ୍ପଲ୍‌ ସଂଗ୍ରହ କରି ଷ୍ଟେଟ୍‌ କରିବାକୁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କମିବ ଲିଭର୍‌ ପ୍ରତିରୋପଣ ଖର୍ଚ୍ଚ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟରେ ପ୍ରତିବର୍ଷ ବହୁସଂଖ୍ୟକ ଶିଶୁ ଗୁରୁତର ଲିଭର୍‌ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାର ଚିକିତ୍ସା କ୍ଷେତ୍ରରେ ଆବଶ୍ୟକ ଅଙ୍ଗଦାତା ନ ମିଳିବା ଓ...

ଫ୍ୟାନ୍ସି ନମ୍ବରରୁ ରେକର୍ଡ ଆଦାୟ: ୬ମାସରେ ମିଳିଛି ୧୧.୨୪ କୋଟି

ଭୁବନେଶ୍ୱର,୫।୪: ଫ୍ୟାନ୍ସି ଏବଂ ପସନ୍ଦ ଯୋଗ୍ୟ ରେଜିଷ୍ଟ୍ରେଶନ ନମ୍ବର ବାବଦରେ ଗତ ୬ମାସ ଅର୍ଥାତ୍‌ ୨୦୨୦ ଅକ୍ଟୋବରରୁ ୨୦୨୧ ମାର୍ଚ୍ଚ ମଧ୍ୟରେ ରାଜ୍ୟ ସରକାର ୧୧.୨୪କୋଟି...

ମୋଦିଙ୍କ ଜନ୍ମଦିନ ପାଇଁ ଚାଲିଛି ପ୍ରସ୍ତୁତି, ଏଥର ଏମିତି କରାଯିବ ପାଳନ

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗାମୀ ସେପ୍ଟେମ୍ବର ୧୭ରେ ୭୦ ବର୍ଷରେ ପଦାର୍ପଣ କରିବେ। ଏହି ଦିନ ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ ଭିନ୍ନ ଢଙ୍ଗରେ...

ବାଟବଣା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା: ୨ ମାସ ହେଲାଣି ବନ୍ଦ ରହିଛି କାର୍ଯ୍ୟାଳୟ

ନୟାଗଡ଼ ଅଫିସ,୧୨।୭- ନୟାଗଡ଼ ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ବାଟବଣା ହୋଇପଡ଼ିଥିବା ଅଭିଯୋଗ ହେଉଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ଆରମ୍ଭକରି ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ...

ଥରିଲା ପଶ୍ଚିମବଙ୍ଗ

କୋଲକାତା,୨୯।୭: ପଶ୍ଚିମବଙ୍ଗର ପୁରୁଲିଆ ଜିଲାରେ ଭୋର୍‌ ୨ଟା ୫୫ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୦ ଥିବା ଭାରତୀୟ ଭୂବିଜ୍ଞାନ ଗବେଷଣା...

ସକ୍ରିୟ ମାମଲା ୧୦ ଲକ୍ଷ ତଳେ…

ନୂଆଦିଲ୍ଲୀ, ୮।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି...

ଗଣଶିକ୍ଷା ବିଭାଗର କଡ଼ା ଆଭିମୁଖ୍ୟ : ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର ଯାଞ୍ଚ ହେବ

ଭୁବନେଶ୍ୱର,୧ା୭(ବ୍ୟୁରୋ) : ଏଣିକି ଜୁନିୟର ବା ଠିକା ଶିକ୍ଷକଙ୍କ ଶିକ୍ଷାଗତ ପ୍ରମାଣପତ୍ର କଡାକଡି ଯାଞ୍ଚ କରାଯିବ। କେତେଜଣ ଶିକ୍ଷକ ଜାଲ୍‌ ଶିକ୍ଷାଗତ ପ୍ରମାଣପତ୍ର ଦେଇଥିବା ଅଭିଯୋଗ...

ଖଣ୍ଡୋଲାଇଟ୍‌ ପଥର ଖଣି ଖନନକୁ ବିରୋଧ

ଚଣ୍ଡିଖୋଲ,୨୭ା୧୨(ଡି.ଏନ.ଏ.): ଅବଢ଼ା ଯୋଜନାରେ ପୁରୀକୁ ବିଶ୍ୱ ଐତିହ୍ୟ ସହରରେ ପରିଣତ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିଲାଗି ଯାଜପୁର ଜିଲାର ଶୁଖୁଆପଡ଼ା, କେଶରାଇପୁର, ଚଣ୍ଡିଆ ଓ...

Advertisement
Archives

Model This Week