ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ

ଭୁବନେଶ୍ୱର, ୨୦।୪(ବ୍ୟୁରୋ):କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ବୁଧବାରରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଗସ୍ତ ସମୟରେ ଟୁଡୁ ବାଲେଶ୍ୱର, ମୟୂରଭଞ୍ଜ ଓ ଭୁବନେଶ୍ୱରର ବିଭିନ୍ନ କାର୍ଯ୍ୟକ୍ରମ ଓ ସ୍ବାସ୍ଥ୍ୟ ମେଳାରେ ଯୋଗ ଦେବେ ବୋଲି ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri