Posted inଖେଳ

ଅମିତଙ୍କୁ ଭେଟି ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୧୧ା୧୦(ଅନିଲ ଦାସ): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ନୂଆଦିଲ୍ଲୀସ୍ଥିତ ନିଜ ବାସଭବନରେ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ହାସଲ କରି ଭାରତକୁ ଗୌରବାନ୍ବିତ କରିଥିବା ଭାରତୀୟ ପୁରୁଷ ହକି ଦଳର ଓଡ଼ିଆ ଖେଳାଳି ଅମିତ୍‌ ରୋହିଦାସଙ୍କୁ ଭେଟି ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ଏସୀୟ କ୍ରୀଡ଼ା ପ୍ରତିଯୋଗିତାରେ ଏହି ପ୍ରତିଭାବାନ୍‌ ଯୁବ ଖେଳାଳିଙ୍କ ପ୍ରଦର୍ଶନ ବେଶ୍‌ ପ୍ରଶଂସନୀୟ। ତାଙ୍କର ଏହି ସଫଳତାରୁ ଅନୁପ୍ରାଣିତ ହୋଇ ଆଗାମୀ ଦିନରେ ଓଡ଼ିଶାରୁ ଅନେକ ହକି ଖେଳାଳି ସୃଷ୍ଟି ହେବେ ଏବଂ ନିଜର ପ୍ରଦର୍ଶନ ମାଧ୍ୟମରେ ଆମ ଦେଶ ଓ ରାଜ୍ୟକୁ ଗର୍ବିତ କରାଇବେ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା

ବିଲ୍‌ ଗେଟ୍ସଙ୍କ କୃତ୍ରିମ ବର୍ଷା’ ଶୀର୍ଷକ ଏକ ଭାଇରାଲ ରିଲ୍‌ କିଛିଦିନ ହେଲା ଭାରତୀୟଙ୍କ ହ୍ବାଟ୍ସଆପ୍‌ରେ ଆଲୋଡ଼ନ ସୃଷ୍ଟି କରିଥିଲା ଓ ଏହି ଅସମୟ ବର୍ଷାରେ ବାହାରକୁ…

ଗରିବ କିଏ

ସଂସାରରେ ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନେ ବହୁତ ଧନ ସମ୍ପତ୍ତିର ଅଧିକାରୀ ତ ହୋଇଥାନ୍ତି; କିନ୍ତୁ ସେମାନଙ୍କର ଆଚରଣ ଭିକାରିର ଆଚରଣ ସହିତ ପ୍ରାୟ ସମାନ…

ଅନ୍ତର୍ଜାତୀୟ ବ୍ୟବସ୍ଥାରେ ଅସଙ୍ଗତି

ନିକଟରେ କାନାଡ଼ାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ତାଙ୍କ ଭାଷଣରେ ନିୟମ ଆଧାରିତ ଅନ୍ତର୍ଜାତୀୟ ବ୍ୟବସ୍ଥାକୁ ‘ଛଳନାତ୍ମକ’ ବା ଅବାସ୍ତବ ବୋଲି ବର୍ଣ୍ଣନା କରିଥିଲେ। ଏହି ମନ୍ତବ୍ୟ ଗ୍ଲୋବାଲ…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri