Posted inଜାତୀୟ

୫ ରାଜ୍ୟର କୋଭିଡ୍‌ ସ୍ଥିତି ସମୀକ୍ଷା କରିବେ କେନ୍ଦ୍ର ସ୍ବାସ୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧: ୫ ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶନିବାର ସମୀକ୍ଷା ବୈଠକ ବସିବ । କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ୫ ରାଜ୍ୟ କରୋନା ସ୍ଥିତି ଉପରେ ଆଲୋଚନା ହେବ । ତେବେ ଅପରାହ୍ନ ୩ଟାରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କୋଭିଡ଼ ସ୍ଥିତିର ସମୀକ୍ଷା କରିବେ କେନ୍ଦ୍ର ସ୍ବାସ୍ଥମନ୍ତ୍ରୀ।

ଗତ କିଛି ମାସ ହେଲା ଓଡିଶା, ବିହାର, ଝାରଖଣ୍ଡ, ପଶ୍ଚିମବଙ୍ଗ, ଛତିଶଗଡ଼ରେ କରୋନା ସଂକ୍ରମଣ ବଢିଚାଲିଛି । ଯାହାକୁ ନିୟନ୍ତ୍ରଣକୁ ଆଣିବା ପାଇଁ କେନ୍ଦ୍ର ସରକାର ନିୟମିତ ଭାବେ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିଥିଲେ । ତେବେ ଦେଶରେ ଏବେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗୁଛି। ସଂକ୍ରମଣ ବଢିଥିବା ଏହି ସବୁ ରାଜ୍ୟ ଗୁଡିକରେ କୋଭିଡ଼ ସ୍ଥିତି ନେଇ ସମୀକ୍ଷା ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଚାମ୍ବରରୁ ଏସି ହଟାଇ ଡାକ୍ତରଖାନାକୁ ଦେଲେ ଜିଲାପାଳ

ଭୋପାଳ, ୭।୬: ସାରା ଦେଶରରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ପଶୁପକ୍ଷୀଙ୍କଠାରୁ ଆରମ୍ଭ କରି ମଣିଷ ବି ଏହି ଅସହ୍ୟ ତାତିରେ ବ୍ୟତିବ୍ୟସ୍ତ ହୋଇପଡୁଛନ୍ତି। ପ୍ରଚଣ୍ଡ...

ଭୁଲ ଯୋଗୁ ଜେଲରେ ବନ୍ଦ ଥିବା ଲୋକଙ୍କୁ ମିଳୁ ନିଯୁକ୍ତି, କଂଗ୍ରେସ ଏମ୍‌ପି ଲୋକ ସଭାରେ ଆଣିବେ ବିଲ୍‌ …

ନୂଆଦିଲ୍ଲୀ,୧୭।୭ : କଂଗ୍ରେସ ଏମ୍‌ପି ମହମ୍ମଦ ଜାଭେଦ ରବିବାର କହିଛନ୍ତି ଯେ ସଂସଦର ମୌସୁମୀ ଅଧିବେଶନରେ ସେ ଜଣେ ବ୍ୟକ୍ତିଗତ ସଦସ୍ୟଙ୍କ ବିଲ ଆଗତ କରିବାକୁ...

ଆସାମରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର, ହାଇ ଆଲର୍ଟ ଜାରି…

ଶ୍ରୀନଗର,୧୮।୧୦: ଆସାମରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାକିସ୍ତାନ ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇ ନିର୍ଦ୍ଦେଶରେ...

ଯୋଗୀଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କଲେ ଅଖିଳେଶ

ଲକ୍ଷ୍ନୌ,୮।୨: ସମାଜବାଦୀ ପାର୍ଟି ଉତ୍ତରପ୍ରଦେଶ ନିର୍ବାଚନ ପାଇଁ ୨୪ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ଏଥିରେ ଗୋରଖପୁର (ସହରାଞ୍ଚଳ) ବିଧାନସଭା ନିର୍ବାଚନମଣ୍ଡଳୀରୁ ପୂର୍ବତନ ଭାଜପା ଉପସଭାପତି...

କୃଷି ଆଇନକୁ ନେଇ ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ମମତା

କୋଲକାତା,୨୮ ।୧: ପଶ୍ଚିମବଙ୍ଗରେ ଜୟ ଶ୍ରୀରାମ ସ୍ଲୋଗାନକୁ ନେଇ ଉଠିଥିବା ବିବାଦ ଥମିବାର ନାଁ ନେଉନାହିଁ । ଅନ୍ୟପଟେ ଯେଉଁ ରାଜ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା)...

କହ୍ନେୟାଲାଲଙ୍କ ଦୁଇ ପୁଅଙ୍କୁ ମିଳିବ ସରକାରୀ ଚାକିରି

ଜୟପୁର,୬।୭: ଉଦୟପୁରର ଦରଜି କହ୍ନେୟାଲାଲଙ୍କ ଦୁଇ ପୁଅଙ୍କୁ ସରକାରୀ ଚାକିରି ଦିଆଯିବ। କ୍ୟାବିନେଟ ବୈଠକରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଏହି ଘୋଷଣା କରିଛନ୍ତି। କ୍ୟାବିନେଟରେ ଆସିଥିବା...

ମାତ୍ର ଦେଢ ଘଣ୍ଟାରେ ସେନା ନେଲା ପ୍ରତିଶୋଧ

ଶ୍ରୀନଗର,୧୭।୮: ଜମ୍ମୁ-କଶ୍ମୀର ବାରମୂଳାରେ ସିଆର୍‌ପିଏଫ୍‌ର ନାକା ପାର୍ଟି ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିଲେ ୩ ଯବାନ। ଆଉ ଏହାର ଠିକ୍‌ ଦେଢଘଣ୍ଟା ପରେ...

ତୃତୀୟ ଦିନରେ ପୁଣି ଇଡିରେ ହାଜର ହେବେ ରାହୁଲ

ନୂଆଦିଲ୍ଲୀ,୧୫।୬: ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ତୃତୀୟ ଦିନ ଲାଗି ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହେବେ। ମଙ୍ଗଳବାର...

Advertisement
Archives

Model This Week