Posted inଜାତୀୟ

୫ ରାଜ୍ୟର କୋଭିଡ୍‌ ସ୍ଥିତି ସମୀକ୍ଷା କରିବେ କେନ୍ଦ୍ର ସ୍ବାସ୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୯।୧: ୫ ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶନିବାର ସମୀକ୍ଷା ବୈଠକ ବସିବ । କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ୫ ରାଜ୍ୟ କରୋନା ସ୍ଥିତି ଉପରେ ଆଲୋଚନା ହେବ । ତେବେ ଅପରାହ୍ନ ୩ଟାରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କୋଭିଡ଼ ସ୍ଥିତିର ସମୀକ୍ଷା କରିବେ କେନ୍ଦ୍ର ସ୍ବାସ୍ଥମନ୍ତ୍ରୀ।

ଗତ କିଛି ମାସ ହେଲା ଓଡିଶା, ବିହାର, ଝାରଖଣ୍ଡ, ପଶ୍ଚିମବଙ୍ଗ, ଛତିଶଗଡ଼ରେ କରୋନା ସଂକ୍ରମଣ ବଢିଚାଲିଛି । ଯାହାକୁ ନିୟନ୍ତ୍ରଣକୁ ଆଣିବା ପାଇଁ କେନ୍ଦ୍ର ସରକାର ନିୟମିତ ଭାବେ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିଥିଲେ । ତେବେ ଦେଶରେ ଏବେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗୁଛି। ସଂକ୍ରମଣ ବଢିଥିବା ଏହି ସବୁ ରାଜ୍ୟ ଗୁଡିକରେ କୋଭିଡ଼ ସ୍ଥିତି ନେଇ ସମୀକ୍ଷା ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ଶହେ ବର୍ଷର ପରମ୍ପରା: ଯମୁନାରେ ହେଲାନାହିଁ ଦୁର୍ଗାଙ୍କ ବିସର୍ଜନ

ନୂଆଦିଲ୍ଲୀ,୯।୧୦: ଦୂର୍ଗାପୂଜାକୁ ନେଇ ଏଥର ଇତିହାସ ରଚିଛି ରାଜଧାନୀ ଦିଲ୍ଲୀ। ଶହେ ବର୍ଷର ପରମ୍ପରାକୁ ଭାଙ୍ଗିଛି। ପ୍ରଦୂଷଣକୁ ରୋକିବା ପାଇଁ କୌଣସି ମୂର୍ତ୍ତିକୁ ଯମୁନାରେ ବିସର୍ଜନ...

ପିଏମ୍‌ସି ବ୍ୟାଙ୍କ ଦୁର୍ନୀତି: ୨୧ ହଜାରରୁ ଅଧିକ ଭୂତ ଖାତା

ମୁମ୍ବାଇ,୬।୧୦: ପଞ୍ଜାବ ମହାରାଷ୍ଟ୍ର ସମବାୟ ବ୍ୟାଙ୍କ(ପିଏମ୍‌ସି) ବ୍ୟାଙ୍କ ଦୁର୍ନୀତିର ପର୍ଦ୍ଦାଫାଶ୍‌ ହୋଇଛି। ମୁମ୍ବାଇ ପୋଲିସର ଅପରାଧ ଶାଖା ପକ୍ଷରୁ ଏନେଇ ଖୋଳତାଡ଼ ଆରମ୍ଭ ହୋଇଛି। ବ୍ୟାଙ୍କରେ...

ଏନ୍‌ଆର୍‌ସି ଭାରତର ଆଭ୍ୟନ୍ତରୀଣ ବ୍ୟାପାର

ନୂଆଦିଲ୍ଲୀ,୩୦।୧୨(ପି.ଟି.): ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ସମ୍ପୂର୍ଣ୍ଣ ଭାବେ ଭାରତର ଆଭ୍ୟନ୍ତରୀଣ ବ୍ୟାପାର ବୋଲି ବାଂଲାଦେଶ ସୀମା ସୁରକ୍ଷା ବାହିନୀ (ବିଜିବି) ମହାନିର୍ଦ୍ଦେଶକ ମେଜର ଜେନେରାଲ...

ସିଂହ ପଛରେ ବାଇକ୍‌ ଧରି ଗୋଡାଉଥିଲେ ଯୁବକ, ଆଉ ତା ପରେ

ଗୁଜୁରାଟର ଜୁନାଗଡରେ ଦୁଇଜଣ ବାଇକ ଆରୋହୀ ଏକ ସିଂହ ପଛରେ ଗୋଡାଇବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରେ ଜଙ୍ଗଲ ଅଧିକାରୀମାନେ ଉଭୟ ଯୁବକଙ୍କୁ...

ବ୍ୟୁରୋ ଅଫ୍‌ ସିଭିଲ ଏଭିଏଶନ ସିକ୍ୟୁରିଟିର ପ୍ରଥମ ମହିଳା ମହାନିର୍ଦ୍ଦେଶିକା ହେଲେ ଉଷା ପାଢୀ

ନୂଆଦିଲ୍ଲୀ,୨୮।୮: ଓଡ଼ିଶାା କ୍ୟାଡରର ଆଇଏଏସ୍‌ ଉଷା ପାଢୀଙ୍କୁ ବେସାମରିକ ବିମାନ ଚଳାଚଳ ସୁରକ୍ଷାର ମହାନିର୍ଦ୍ଦେଶିକା ଭାବେ ନିଯୁକ୍ତ କରାଯାଇଛି। ଏହି ପଦବୀ ପାଇବାରେ ଉଷା ହେଉଛନ୍ତି...

ଦିଦିଙ୍କ ବଙ୍ଗାଳି ଛବି ବିଗାଡିବାକୁ ପଶ୍ଚିମବଙ୍ଗରେ ଦୁର୍ଗାପୂଜା ଆୟୋଜନ କରିପାରେ ଭାଜପା

କୋଲକାତା,୨୪।୬: ପଶ୍ଚିମବଙ୍ଗରେ ଗତ ଲୋକ ସଭା ନିର୍ବାଚନରେ ଭଲ ପ୍ରଦର୍ଶନ କରିଥିବା ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ଖୁବ୍‌ ଉତ୍ସାହିତ ଥିବା ଦେଖାଯାଇଛି। କାରଣ ଏଥର...

କରୋନା ଆକ୍ରାନ୍ତ ସତ୍ତ୍ୱେ ହାଥରସ୍‌ ଯାଇଥିଲେ ଏହି ଦଳର ବିଧାୟକ

ହାଥରସ୍‌, ୭।୧୦: ବହୁଚର୍ଚ୍ଚିତ ହାଥରସ୍‌ କେସ୍‌ରେ ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଏକ ପ୍ରତିନିଧି ମଣ୍ଡଳ ଯାଇଥିଲା। ଯେଉଁଥିରେ ବିଧାୟକ କୁଲଦୀପ...

ବିଶ୍ୱ ବ୍ୟାପାର ସଙ୍ଗଠନ ସମ୍ମିଳନୀରେ କୃଷକ, ମତ୍ସଜୀବୀଙ୍କ ହିତ ଉପରେ ଗୁରୁତ୍ୱ ଦେବ ଭାରତ

ନୂଆଦିଲ୍ଲୀ,୧୨ ।୬: ରବିବାରଠାରୁ ଆରମ୍ଭ ହେଉଥିବା ବିଶ୍ୱ ବ୍ୟାପାର ସଙ୍ଗଠନ(ୱାର୍ଲଡ ଟ୍ରେଡ ଅର୍ଗାନାଇଜେଶନ)ର ଦ୍ୱାଦଶ ମନ୍ତ୍ରିସ୍ତରିୟ ସମ୍ମିଳନୀରେ ଖାଦ୍ୟ ସୁରକ୍ଷା କାର୍ଯ୍ୟକ୍ରମ ପାଇଁ ଶସ୍ୟର ସର୍ବସାଧାରଣ...

Advertisement
Archives

Model This Week