ଇଷ୍ଟଦେବଙ୍କ ଆଶୀର୍ବାଦ ନେଲେ କେନ୍ଦ୍ରମନ୍ତ୍ରୀ

କଣିହାଁ,୩ା୪ (ସଚ୍ଚିଦାନନ୍ଦ ପ୍ରଧାନ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଅନୁଗୋଳ ଜିଲା କଣିହଁା ଗସ୍ତରେ ଆସି ନିଜ ଜନ୍ମମାଟି ଦଳକ ପଞ୍ଚାୟତର ନାଲମ ଗ୍ରାମର ଆରାଧ୍ୟ ତଥା ନିଜ ଇଷ୍ଟଦେବ ନୃସିଂହ ନାଥଙ୍କୁ ଦର୍ଶନ କରିଥିଲେ। ସେ ସମ୍ବଲପୁରରୁ ଭାଜପା ଏମ୍‌ପି ପ୍ରାର୍ଥୀ ହୋଇଥିବାରୁ ନିର୍ବାଚନମଣ୍ଡଳୀକୁ ଯିବା ପୂର୍ବରୁ ନୃସିଂହ ନାଥଙ୍କୁ ଦର୍ଶନ କରିଥିଲେ। ଏହାପରେ ସେ ସମ୍ବଲପୁର ଯାଇ ସେଠାରେ ପ୍ରଚାର କାର୍ଯ୍ୟର ଶୁଭାରମ୍ଭ କରିବେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ସହ ଭାଜପା ଢେଙ୍କାନାଳ ନିର୍ବାଚନମଣ୍ଡଳୀ ଏମ୍‌ପି ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି, ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରୁ ଭାଜପା ପ୍ରାର୍ଥୀ କାଳିନ୍ଦୀଚରଣ ସାମଲ ଏବଂ ପାଲଲହଡା ନିର୍ବାଚନମଣ୍ଡଳୀର ବିଧାୟକ ପ୍ରାର୍ଥୀ ଅଶୋକ ମହାନ୍ତି, ନାଲମ ଗ୍ରାମର ବରିଷ୍ଠ ନାଗରିକ ଗଦାଧର ସାମଲ ପ୍ରମୁଖ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

ଖେଳୁଖେଳୁ ପୋଖରୀରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପାଟଣା,୨୪ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆ ପଶୀ ଗ୍ରାମର ଶୁକ୍ରବାର ଅପରାହ୍ନରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଘଟଣା…

Sonam Wangchuk: ସୋନମ ଓ୍ବାଙ୍ଗଚୁକଙ୍କ ଅନଶନ ଭାଙ୍ଗିବା ପଛରେ ଅଛି ସ୍ତ୍ରୀ ଗୀତାଞ୍ଜଳିଙ୍କ ହାତ, ଲଦାଖ ଯିବେ କି ଓ୍ବାଙ୍ଗଚୁକ? ଜାଣନ୍ତୁ

ନୂଆଦିଲ୍ଲୀ,୨୪।୭: ୨୬ ଦିନ ପରେ ଗୁରୁବାର ବିଳମ୍ବିତ ରାତିରେ ସୋନମ ୱାଙ୍ଗଚୁକ ତାଙ୍କର ଅନଶନ ଶେଷ କରିଛନ୍ତି। କେନ୍ଦ୍ର ସରକାରଙ୍କଠାରୁ ଲିଖିତ ପ୍ରତିଶ୍ରୁତି ପାଇବା ପରେ ସେ…

ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବିରୁ ପଛକୁ ହଟୁନି CJP! ୨ ଦାବି ମାନିଲେ, ସରକାର କହିଲେ କାଲି ଧର୍ମେନ୍ଦ୍ର ପ୍ରଧାନ…

ନୂଆଦିଲ୍ଲୀ,୨୪ା୭: ପେପର ଲିକ୍ ବିବାଦ ଏବଂ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ମଧ୍ୟରେ ଶୁକ୍ରବାର, ଦିଲ୍ଲୀର ବିଠଲ ହାଉସରେ କେନ୍ଦ୍ର ସରକାର ଏବଂ କୋକ୍ରୋଚ୍ ଜନତା ପାର୍ଟି (CJP)…

ଅନଶନ ଭାଙ୍ଗିବାର ଏହି ଦୁଇ ବଡ଼ ବିକଳ୍ପ କହିଲେ ସୋନମ ଓ୍ବାଙ୍ଗ୍‌ଚୁକ୍‌, ମୁଁ ଚାହୁଁଥିଲି…

ନୂଆଦିଲ୍ଲୀ,୨୪ା୭: ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ଆମରଣ ଅନଶନ ଜାରି ରଖିଥିବା ବିଶିଷ୍ଟ ପରିବେଶବିତ୍‌ ସୋନମ ଓ୍ବାଙ୍ଗ୍‌ଚୁକ୍‌ ଗୁରୁବାର ରାତିରେ ତାଙ୍କର ଅନଶନ ଭଙ୍ଗ କରିଛନ୍ତି।…

ଦୁଃଖ ବଖାଣିଲେ ମାନୁଷୀ ଛିଲ୍ଲର: ମୋତେ ବି ୨ଥର….

ନିଟ୍‌ ପେପର ଲିକ ପ୍ରସଙ୍ଗ ବିରୋଧରେ ଚାଲିଥିବା ଛାତ୍ର ପ୍ରତିବାଦକୁ ଅଭିନେତ୍ରୀ ମାନୁଷୀ ଛିଲ୍ଲର ମଧ୍ୟ ସମର୍ଥନ କରିଛନ୍ତି। ସେ ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏ ବିଷୟରେ…

ଗୀତାଞ୍ଜଳୀଙ୍କୁ କେମିତି ଭେଟିଥିଲେ ସୋନମ ଓ଼୍ବାଙ୍ଗଚୁକ୍‌, ଜାଣନ୍ତୁ ତାଙ୍କର ଲଭ୍‌ଷ୍ଟୋରୀ…

ନୂଆଦିଲ୍ଲୀ,୨୪ା୭: କ୍ଲାଇମେଟ୍ ଆକ୍ଟିଭିଷ୍ଟ ସୋନମ୍ ୱାଙ୍ଗଚୁକ୍ ଏବଂ ତାଙ୍କ ପତ୍ନୀ, ଶିକ୍ଷାବିତ୍ ସୋସିଆଲ୍ ଏଣ୍ଟରପ୍ରେନ୍ୟୋର୍ ଗୀତାଞ୍ଜଳି ଜେ. ଆଙ୍ଗମୋଙ୍କ ପ୍ରେମ କାହାଣୀ। brut ଅନୁଯାୟୀ, ସେମାନଙ୍କର ପ୍ରଥମ…

ଭିଜିଲାନ୍ସ ଜାଲରେ ମହିଳା RI, ୫୫୦୦ ଲାଞ୍ଚ ନେବାବେଳେ….

ଡେରାବିଶ,୨୪ା୭(ଅଜୟ ବେବର୍ତ୍ତା): ଭିଜିଲାନ୍ସ ଜାଲରେ ମହିଳା ରାଜସ୍ୱ ନିରିକ୍ଷିକା ସାଇ ଦର୍ଶିନୀ ଲେଙ୍କା । ଜମି ମ୍ୟୁଟେସନ୍ ପାଇଁ ଲାଞ୍ଚ ନେଉଥିବାବେଳେ ମାଡିବସିଲା ଭିଜିଲାନ୍ସ । ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri