ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ବୁଲିଲେ କେନ୍ଦ୍ରମନ୍ତ୍ରୀ

କଟକ ଅଫିସ, ୮ା୬: କେନ୍ଦ୍ରମନ୍ତ୍ରୀ ଶାନ୍ତନୁ ଠାକୁର ମଙ୍ଗଳବାର କଟକ ଓଡ଼ିଆବଜାରସ୍ଥିତ ନେତାଜୀ ସୁଭାଷ ବୋଷ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିଛନ୍ତି। ସେଠାରେ ସେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଭାଜପା କଟକ ନଗର ସଭାପତି ଲଲାଟେନ୍ଦୁ ବଡୁ ଓ ଅନ୍ୟ କର୍ମକର୍ତ୍ତାମାନେ ତାଙ୍କୁ ସ୍ବାଗତ କରିବା ସହ ସଂଗ୍ରହାଳୟ ବୁଲି ଦେଖାଇଥିଲେ। ଏହି ଅବସରରେ ସେ କହିଛନ୍ତି, ପ୍ରଥମଥର ପାଇଁ କଟକ ଆସି ସଂଗ୍ରହାଳୟରେ ନେତାଜୀଙ୍କ ବ୍ୟବହୃତ ଚିଠି, ଆସବାବପତ୍ର, ଫଟୋଚିତ୍ର, ଷଠିଘର ଓ ବାସଗୃହ ଦେଖି ଅତ୍ୟନ୍ତ ଖୁସି ଲାଗୁଛି। ଏହାକୁ ଭାଷାରେ ପ୍ରକାଶ କରିପାରୁନାହିଁ। ଏହି ପରିଦର୍ଶନରେ ତାଙ୍କ ସହିତ ରାଜ୍ୟର ବରିଷ୍ଠ ନେତା ଠାକୁର ରଣଜିତ୍‌ ଦାସ, ପାରାଦୀପ ପୋର୍ଟ ଟ୍ରଷ୍ଟର ଚେୟାରମ୍ୟାନ୍‌ ଓ ଅଧିକାରୀମାନେ ସାମିଲ ହୋଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ରଶ୍ମିରେଖା ଦାସ, ବୈଦେଶ୍ୱର ପଣ୍ଡା, ଗୋପାଳ ବେହେରା, ଅମିତ ମିତ୍ର, ଶନମିତା ମିଶ୍ର, ମହେନ୍ଦ୍ର ମହାନ୍ତି, ପ୍ରବୀଣା ମହାପାତ୍ର, ହେମନ୍ତ ବେହେରା, ଜୟକୃଷ୍ଣ ସ୍ବାଇଁ, ମହମ୍ମଦ ସବିର, ସୁଶାନ୍ତ ମହାନ୍ତି, ସୁବାସ ମହାନ୍ତି ଓ ଶରତ ଭୋଳ ପ୍ରମୁଖ ଉପସ୍ଥିତଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା

ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼…

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ଇରାନର ବଡ଼ ଅନୁରୋଧ ରଖିଲା ଫିଫା

ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି…

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri