ମାଲକାନିଗିରିରେ କେନ୍ଦ୍ର ରେଳମନ୍ତ୍ରୀ, ଉଦ୍‌ଘାଟନ କଲେ ଡାକଘର

ମାଲକାନଗିରି,୨୨ା୪(ଡି.ଏନ୍‌.ଏ.): କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ମାଲକାନଗିରି ଗସ୍ତ କରି ଜିଲା ଡାକଘରର ଶୁଭ ଉଦ୍‌ଘାଟନ କରିଛନ୍ତି। ପରେ ଗ୍ରାମ ଉନ୍ନୟନ ସମ୍ମିଳନୀ କକ୍ଷରେ ଜିଲା ପ୍ରଶାସନିକ ଅଧିକାରୀମାନଙ୍କୁ ନେଇ କେନ୍ଦ୍ର ସରକାରଙ୍କ ଅନୁଦାନରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ରେଳ ଓ ଡାକ ବିଭାଗର ବରିଷ୍ଠ ପଦାଧିକାରୀମାନଙ୍କ ସହ ମାଲକାନଗିରି ବିଧାୟକ ଆଦିତ୍ୟ ମାଡି, ପୂର୍ବତନ ଏମ୍‌ପି ବଳଭଦ୍ର ମାଝି, ଭାରପ୍ରାପ୍ତ ଜିଲାପାଳ ବୀରସେନ ପ୍ରଧାନ ଓ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ଫେରାର ଅଭିଯୁକ୍ତ ଏବେ ୱାଣ୍ଟେଡ୍‌

ଭୁବନେଶ୍ୱର,୩୦।୧୧(ବ୍ୟୁରୋ):  ରାଜ୍ୟରେ ବିଭିନ୍ନ ଠକେଇ ମାମଲାରେ ସମ୍ପୃକ୍ତ ଥାଇ ଫେରାର ୩ ଅଭିଯୁକ୍ତଙ୍କୁ ଓ୍ବାଣ୍ଟେଡ ଘୋଷଣା କରିଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)। ଏମାନଙ୍କ...

ପଶ୍ଚିମ, ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି: ୧୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୩।୬(ବ୍ୟୁରୋ): ସୋମବାର ରାଜ୍ୟର ୧୩ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ...

ରଥ କାଠ ଚିହ୍ନଟ ପ୍ରକ୍ରିୟା ଆରମ୍ଭ

ଦଶପଲ୍ଲା,୨୦ା୧୨(ଡି.ଏନ୍‌.ଏ.): ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ନିମନ୍ତେ ଚଳିତବର୍ଷ ଦଶପଲ୍ଲା ବନାଞ୍ଚଳରେ ରଥକାଠ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ଦଶପଲ୍ଲା ବ୍ଲକର ସାକେଣୀ ଫରେଷ୍ଟ ସେକ୍‌ସନରେ...

ଆଜି ରାଜ୍ୟରେ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୫୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ...

ପ୍ରକଳ୍ପ ନିର୍ମାଣକୁ ବର୍ଷେ ପୂରିନି: ଲୋକଙ୍କ ନିକଟରେ ପହଞ୍ଚୁନି ପିଇବା ପାଣି

ଖଇରା, ୬।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ପାନୀୟ ଜଳ ପ୍ରକଳ୍ପ ନିର୍ମାଣର ବର୍ଷେ ନ ପୂରୁଣୁ ବହୁ ସ୍ଥାନରେ ପାଇପ ନଷ୍ଟ ହେବା...

କଲେଜ ଛାତ୍ରୀଙ୍କୁ ଟଣାଓଟରା : ୨ ଗିରଫ

ଆସିକା,୬ା୧(ଡି.ଏନ.ଏ.): ଜଣେ କଲେଜ ଛାତ୍ରୀଙ୍କୁ ପିଛା କରିବା, କଲେଜ ଫାଟକ ନିକଟରେ ଟଣାଓଟରା ସହ ଧମକ ଦେବା ଅଭିଯୋଗରେ ପୋଲିସ ଶୁକ୍ରବାର ୨ଜଣଙ୍କୁ ଗିରଫ କରିଛି।...

ରାସ୍ତା ମଝିରେ ମହିଳାଙ୍କ ଉନ୍ମତ୍ତକାଣ୍ଡ: ପାଟିତୁଣ୍ଡ କରି ରାସ୍ତା ମଝିରେ ଶୋଇଲେ

ଚୌଦ୍ୱାର,୧୨।୧୨(ଡି.ଏନ୍‌.ଏ.): ୫୫ନମ୍ବର ଜାତୀୟ ରାଜପଥର ଚୌଦ୍ୱାର ପୌରାଞ୍ଚଳ ଅନ୍ତର୍ଗତ ଧୂମାବତୀ ଛକ ରାସ୍ତା ମଝିରେ ଶୁକ୍ରବାର ଜଣେ ମହିଳାଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଛି। ଏଥିଯୋଗୁ ରାସ୍ତା...

ଦାରିଙ୍ଗବାଡ଼ିକୁ ପୁଣି ଫେରିଲା ଶୀତ

ଦାରିଙ୍ଗବାଡ଼ି,୨୮ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲାକୁ ଗତ କିଛିଦିନର ବ୍ରବଧାନ ପରେ ପୁଣି ଶୀତ ଫେରିଛି ା ରବିବାର ଦାରିଙ୍ଗବାଡ଼ିରେ ପାରଦ ତଳମୁହାଁ ହୋଇ ୯ ଡିଗ୍ରୀରେ ପହଞ୍ଚିଛି...

Advertisement
Archives

Model This Week