ମାଲକାନିଗିରିରେ କେନ୍ଦ୍ର ରେଳମନ୍ତ୍ରୀ, ଉଦ୍‌ଘାଟନ କଲେ ଡାକଘର

ମାଲକାନଗିରି,୨୨ା୪(ଡି.ଏନ୍‌.ଏ.): କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶୁକ୍ରବାର ମାଲକାନଗିରି ଗସ୍ତ କରି ଜିଲା ଡାକଘରର ଶୁଭ ଉଦ୍‌ଘାଟନ କରିଛନ୍ତି। ପରେ ଗ୍ରାମ ଉନ୍ନୟନ ସମ୍ମିଳନୀ କକ୍ଷରେ ଜିଲା ପ୍ରଶାସନିକ ଅଧିକାରୀମାନଙ୍କୁ ନେଇ କେନ୍ଦ୍ର ସରକାରଙ୍କ ଅନୁଦାନରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ରେଳ ଓ ଡାକ ବିଭାଗର ବରିଷ୍ଠ ପଦାଧିକାରୀମାନଙ୍କ ସହ ମାଲକାନଗିରି ବିଧାୟକ ଆଦିତ୍ୟ ମାଡି, ପୂର୍ବତନ ଏମ୍‌ପି ବଳଭଦ୍ର ମାଝି, ଭାରପ୍ରାପ୍ତ ଜିଲାପାଳ ବୀରସେନ ପ୍ରଧାନ ଓ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ କରୋନା ନେଲା ଆଉ ୭ ମୁଣ୍ଡ: କେବଳ ଏହି ଜିଲାରୁ…

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ରବିବାର ରାଜ୍ୟରେ କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି।...

ବନ୍ଧୁକ ମୁନରେ ଲୁଟି ନେଲେ ୩୬ହଜାର, ବାଇକ୍‌

ଜମନକିରା, ୨୬। ୭ (ଡି.ଏନ୍‌.ଏ.) : ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଭୋଜପୁର ପଞ୍ଚାୟତ ରେଙ୍ଗାଲବେଡ଼ା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସହଯୋଗ ଗ୍ରାହକ ସେବା...

ବିପଦ ବଢ଼ାଉଛି ଚୋରା କାରବାର

ବଇଣ୍ଡା, ୧୯ା୭(ଡି.ଏନ.ଏ.):  ପେଟ୍ରୋଲ, ଡିଜେଲ ଭଳି ଦହନଶୀଳ ସାମଗ୍ରୀ ବହୁଳ ପରିମାଣରେ ଗଚ୍ଛିତ ବିପଦପୂର୍ଣ୍ଣ ହୋଇଥିଲେ ହେଁ ଏହାକୁ ଖାତିର କରୁନାହାନ୍ତି ଚୋରା ବ୍ୟବସାୟୀ। ବ୍ୟାରେଲ ବ୍ୟାରେଲ...

ପୂର୍ବ ଶତ୍ରୁତାରୁ ଗଣ୍ଡଗୋଳ, ଜଣେ ଗିରଫ: କଲେଜ ଛାତ୍ର ସମେତ ୫ ଆହତ

ଗଞ୍ଜାମ,୯ା୨(ଡି.ଏନ.ଏ.)-ରମ୍ଭା ଥାନା ଅଧୀନ କାର୍ତ୍ତିକଢ଼ି ଗ୍ରାମର ଗୋଟିଏ ଗୋଷ୍ଠୀ ଓ ବେଣିଗୌରୀ ଗ୍ରାମବାସୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶନିବାର ଗଣ୍ଡଗୋଳ ଘଟିଛି। ଏହି ଘଟଣାରେ...

ବିବାହ ଉତ୍ସବରୁ ଫେରୁଥିବା ବେଳେ ଦୁର୍ଘଟଣା

ଲୋଇସିଂହା,୨୭।୩(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ତଲିଉଡାର ତଳିବନ୍ଧ ନିକଟରେ ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡିବାରୁ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି ।...

୧୦ ଦିନ ଲାଗି ୨୫ ଲକ୍ଷ ଟିକା ପଠାଅ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ସ୍ବଳ୍ପ ପରିମାଣ ଏବଂ ଅନିୟମିତ ଟିକା ଯୋଗାଣ ଯୋଗୁ ରାଜ୍ୟରେ କୋଭିଡ୍‌-୧୯ ଟିକାକରଣ କାର୍ଯ୍ୟକ୍ରମ ପ୍ରଭାବିତ ହେଉଛି। ସମସ୍ୟାର ତ୍ୱରିତ ସମାଧାନ ପାଇଁ ୧୦ଦିନ...

ଟ୍ରାଫିକ୍‌ ନିୟନ୍ତ୍ରଣ,ବାଟ ପାଉନି ଜିଲା ପ୍ରଶାସନ

ଦେବଗଡ଼,୧୪।୭(ଡି.ଏନ.ଏ.) – ୧୯୯୪ ମସିହାରେ ଦେବଗଡ଼ ଜିଲା ଗଠନ ହୋଇଥିଲା ା ଇତିମଧ୍ୟରେ ୨୫ ବର୍ଷ ବିତିଛି ା ହେଲେ ପ୍ରଶାସନିକ ଅବହେଳା କାରଣରୁ ଏହି...

ଏଥର ଆସିବ ୧୪ଟି ରଥ ଟଣା ଦଉଡ଼ି

ପୁରୀ ଅଫିସ,୧୩ା୫: ଜୁନ୍‌ ୨୩ରେ ରଥଯାତ୍ରା। ଏଥିପାଇଁ ଆରମ୍ଭ ହୋଇଗଲାଣି ପ୍ରଶାସନିକ ପ୍ରସ୍ତୁତି। ରଥଖଳାରେ ତିନିରଥ ନିର୍ମାଣ ଆଗେଇ ଚାଲିଥିବାବେଳେ ରଥ ଦଉଡ଼ି ପାଇଁ ଓଡ଼ିଶା...

Advertisement
Archives

Model This Week