ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ

କଟକ ଅଫିସ,୧୧ା୧: ବାରବାଟୀରେ ବୁଧବାର ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଛି। କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଏଥିରେ ଯୋଗଦେଇ ଓଡ଼ିଶାକୁ ଭୂୟସୀ ପ୍ରଶଂସା କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଓଡ଼ିଶା ଏହି ଭବ୍ୟ ଆୟୋଜନ କରିଥିବାରୁ ଓଡ଼ିଶାରେ ହକିର ଗ୍ରହଣୀୟତାକୁ ନେଇ ମୁଁ ସାଧୁବାଦ ଜଣାଉଛି।

ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଭାରତ ଜଣେ ହକି ଯୋଦ୍ଧା ପାଇଥିଲା। ବଲବୀର ସିଂଙ୍କ ଭଳି ପୁତ୍ର ପାଇ ଭାରତ ଆଜି ଗର୍ବିତ। ବଲବୀର ସିଂଙ୍କ ଅଧିନାୟକତ୍ୱରେ ଭାରତ ଅନେକ କୃତିତ୍ୱ ହାସଲ କରିଛି। ଓଡ଼ିଶାରେ ଏପରି ବିଶ୍ୱସ୍ତରୀୟ ଆୟୋଜନ ପ୍ରଶଂସାଯୋଗ୍ୟ ବୋଲି ସେ କହିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇବା ସହ ଓଡ଼ିଶାବାସୀଙ୍କୁ ସାଧୁବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?