ଲକ୍ଷ୍ୟ ପୂରଣ କରିବାରେ ବିଫଳ ହୋଇଛି ଜାତିସଂଘ

ଇସଲମାବାଦ,୧୩ା୧୦: ଜାତିସଂଘ ଲକ୍ଷ୍ୟ ପୂରଣ କରିବାରେ ବିଫଳ ହୋଇଛି
ଏହାର କାରଣ ହେଉଛି ଜାତିସଂଘ ପାକିସ୍ତାନ ବନ୍ୟା ପ୍ରପୀଡ଼ିତଙ୍କ ପାଇଁ ସ୍ଥିର କରିଥିବା ଅର୍ଥର ଅଧା ମଧ୍ୟ ସଂଗ୍ରହ କରିବାରେ ସକ୍ଷମ ହୋଇ ନାହିଁ। କେବଳ ଏତିକି ନୁହେଁ, ବର୍ତ୍ତମାନ ଜାତିସଂଘ ମାନବିକ କୋଅଡିନେଟର ଜୁଲିଆନ ହେନେରୀ କହିଛନ୍ତି ଯେ, ସେ ଏପର୍ଯ୍ୟନ୍ତ ପାକିସ୍ତାନରେ ବିଶୁଦ୍ଧ ଜଳ ଏବଂ ସ୍ବାସ୍ଥ୍ୟସେବା ପାଇଁ କୌଣସି ଟଙ୍କା ପାଇନାହାନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ପାକିସ୍ତାନ ପାଇଁ ଦିଆଯାଇଥିବା ପ୍ରତିଶ୍ରୁତି ଏବେସୁଦ୍ଧା ପୂରଣ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

ଏମିତି କାମ କରି ପ୍ରଶଂସା ସାଉଁଟିଲେ ବସନ୍ତ: ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ଦେଖିବାକୁ ମିଳିଛି ଏକ ନିଆରା ଘଟଣା। ଲୋକଙ୍କ…

ଅଘଟଣ; ପାଣିରେ ବୁଡି ୨ ବର୍ଷର ଶିଶୁ, ବିଷ ପିଇ ଚତୁର୍ଥ ଶ୍ରେଣୀ ଛାତ୍ର ମୃତ

ହାଟଡିହି/ଛେନାପଦୀ/ଆନନ୍ଦପୁର,୨୫।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ସୋସୋ ଥାନା ଥାନା ଅଞ୍ଚଳରେ ଗତ ରବିବାର ଦୁଇଟି ଦୁଃଖଦ ଘଟଣା ଘଟିଛି । ପୋଡାସିଙ୍ଗିଡ଼ି…

ପ୍ରଶାସନର ଅବହେଳା, ଭତ୍ତା ପାଇଁ ୮୨ ବର୍ଷର ବୃଦ୍ଧା ମା’କୁ ଭାରରେ ବୋହିଲେ ପୁଅ

ବନ୍ତ,୨୫।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ସମ୍ମୁଖରେ ସୋମବାର ମଧ୍ୟାହ୍ନରେ ଗଣଧାରଣାର ତୃତୀୟ ଦିନରେ ଏକ ଚକିତ ଘଟଣା ଦେଖିବାକୁ ମିଳିଛି…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଗଲା ଧନୁଯାତ୍ରା ତୋରଣ, ପାଣିରେ ମିଶିଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ଝଡବତାସ ହୋଇଥିଲା। ଏହାର ପ୍ରଭାବରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ…

ଘାତକ ଭୂତାଣୁ ଇବୋଲା

ଆମମାନଙ୍କୁ ଅନେକ ପ୍ରକାର ସଂକ୍ରମଣ ହୋଇଥାଏ। କେତେକ ସାମାନ୍ୟ କ୍ଷତିକାରକ ହୋଇଥିବା ବେଳେ ଆଉ କେତେକ ଗୁରୁତର ଓ ଅତ୍ୟନ୍ତ ଗୁରୁତର ହୋଇଥାଆନ୍ତି। ଜୀବାଣୁ, ପରଜୀବୀ, ଫଙ୍ଗସ୍‌,…

ଧୂମଧାମ୍‌ରେ ଚାଲିଛି ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ବିରାଟ ପଟୁଆରରେ…

ଛତ୍ରପୁର,୨୫।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା ଚଳିତ ବର୍ଷ ବ ଧୂମଧାମରେ ଚାଲିଛି l ସହରରେ ଆଧ୍ୟାତ୍ମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri