ଭାରତଠାରୁ ଋଣ ନେଲା ଆମେରିକା

ନୂଆଦିଲ୍ଲୀ: ବିଶ୍ୱର ସବୁଠାରୁ ବିକାଶଶୀଳ ଓ ଧନୀ ରାଷ୍ଟ୍ର ଆମେରିକା ବର୍ତ୍ତମାନ ସମସ୍ୟା ଘେରରେ ରହିଛି। ଫଳରେ ବିଶ୍ୱର ବଡ଼ ଅର୍ଥବ୍ୟବସ୍ଥା କୁହାଯାଉଥିବା ଆମେରିକାର ଅର୍ଥବ୍ୟବସ୍ଥା ଭୁଷୁଡି ପଡିଛି। ଏହି ଅର୍ଥବ୍ୟବସ୍ଥାର ଋଣ ଭାର ବର୍ତ୍ତମାନ ସମୟରେ ବ୍ୟାପକ ଭାବରେ ବୃଦ୍ଧି ପାଇଛି। ଯାହା ଫଳରେ ଆମେରିକା ଭାରତଠାରୁ ୨୧୬ ବିଲିୟନ୍‌ ଆମେରିକାନ ଡଲାର ଋଣ ନେଇଥିବା ବିଭିନ୍ନ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଏହି ଋଣ ପରେ ଆମେରିକାର ମୋଟ ଋଣ ୨୯ ଟ୍ରିଲିୟନକୁ ବୃଦ୍ଧି ପାଇଥବବା ଜଣାପଡିଛି। ଏହାକୁ ନେଇ ଆମେରିକାର ଜଣେ ସାଂସଦ କହିଛନ୍ତି ଯେ, ବର୍ତ୍ତମାନ ସମୟରେ ବୈଦେଶିକ ଋଣକୁ ନେଇ ଦେଶବାସୀଙ୍କ ଚିନ୍ତା ବଢ଼ିଛି। ଏହି ଋଣର ଅଧିକାଂଶ ଅଂଶ ଚାଇନା ଏବଂ ଜାପାନ ଭଳି ରାଷ୍ଟ୍ର ନିକଟରୁ ଅଣାଯାଇଥିବା ସଂସାଦ ଜଣକ କହିଛନ୍ତି।
୨୦୨୦ରେ ୟୁଏସରେ ଜାତୀୟ ଋଣ ୨୩.୪ ଟ୍ରିଲିୟନ୍‌ ରହିଥିଲା, ଫଳରେ ଆମେରିକାରେ ଜଣଙ୍କ ମୁଣ୍ଡ ପିଛା ୭୨,୩୦୯ ଡଲାରର କରଜ ରହିଥିଲା। ଆମେରିକା କଂଗ୍ରେସ ଆଲେକ୍ସ ମୁନି ଏ ନେଇ ସୂଚନା ଦେଇଛନ୍ତି ଯେ, ଆମେ ଆଗକୁ ବଢ଼ିବାକୁ ଯାଉଛୁ କାରଣ ଆମର ଜାତୀୟ ଋଣ ୨୯ ଟ୍ରିଲିୟନ୍‌ ୟୁଏସ୍‌ ଡଲାରକୁ ବୃଦ୍ଧି ପାଇଛି। ଏହି ଋଣ ବୃଦ୍ଧି ଆମେରିକାବାସୀଙ୍କ ମୁଣ୍ଡ ଉପରେ ପୁଣି ବୋଝ ଲଦି ବର୍ତ୍ତମାନ ସମୟରେ ଦେଶର ଋଣ ବ୍ୟବସ୍ଥା ବହୁତ ଖରାପ ସ୍ଥିତି ଆଡ଼କୁ ଗତି କରୁଛି। ସେହିଭଳି ଚାଇନା ଏବଂ ଜାପାନା ଭଳି ରାଷ୍ଟ୍ରରୁ ଅତ୍ୟଧିକ ଋଣ କରାଯାଇଥିବା ସେ ତାଙ୍କ ମନ୍ତବ୍ୟରେ କହିଛନ୍ତି। ଯେଉଁମାନେ କି ଆମେରିକାର ବନ୍ଧୁ ରାଷ୍ଟ୍ର ନୁହନ୍ତି ସେହି ସବୁ ଦେଶଠାରୁ ଋଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମହିନ୍ଦ୍ରା ବୋଲେରୋ ନିଓ ପ୍ଲସ୍‌

ଭୁବନେଶ୍ୱର,୨୦।୪: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ନୂତନ ମଡେଲ ‘ବୋଲେରୋ ନିଓ ପ୍ଲସ୍‌’ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏପରିକି ୯ସିଟର ବିଶିଷ୍ଠ...

ଅଶୋଧିତ ତୈଳ ଦର ୯୦ ଡଲାର ପାର

ଭୁବନେଶ୍ୱର,୨୦।୪: କ୍ରମାଗତ ଭାବେ ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଶୁକ୍ରବାର ଅଶୋଧିତ ତୈଳ ଦର ପ୍ରାୟ ୪% ବଢ଼ି...

କାନାରା ବ୍ୟାଙ୍କର ନୂତନ ଉତ୍ପାଦ

ଭୁବନେଶ୍ୱର,୨୦।୪ (ଅଭୟ ଦାଶ): କାନାରା ବ୍ୟାଙ୍କର ନୂତନ ଉତ୍ପାଦ ‘କାନାରା-ଆଞ୍ଜେଲ, ହିଲ୍‌, ମାଇଁ ମନୀ, ରେଡି କ୍ୟାଶ୍‌ ଏବଂ ୟୁପିଆଇ୧୨୩ ପେ ଏଏସ୍‌ଆଇ’ର ଆନୁଷ୍ଠାନିକ ଉନ୍ମୋଚନ...

ଖାଦ୍ୟ ମୁଦ୍ରାସ୍ଫୀତି ବଡ଼ ବିପଦ

ଭୁବନେଶ୍ୱର,୨୦।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ମୁଦ୍ରା ନୀତି କମିଟି(ଏମ୍‌ପିସି)ର ସଦସ୍ୟମାନେ ଖାଦ୍ୟ ମୁଦ୍ରାସ୍ଫୀତିକୁ ଏକ ବଡ଼ ବିପଦ ବୋଲି କହିଛନ୍ତି। ୨୦୨୪ ଏପ୍ରିଲର...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri