ୟୁକ୍ରେନକୁ ୨.୫ ବିଲିୟନ ଡଲାର ସାମରିକ ସହାୟତା ଦେଲା ଆମେରିକା

ଓ୍ବାଶିଂଟନ,୨୦।୧: ଆମେରିକା ୟୁକ୍ରେନକୁ ୨.୫ ବିଲିୟନ ଡଲାରର ସାମରିକ ସହାୟତା ଘୋଷଣା କରିଛି। ରୁଷିଆ ବିରୋଧରେ ଯୁଦ୍ଧର ଏକ ନୂତନ ପର୍ଯ୍ୟାୟ ପାଇଁ ୟୁକ୍ରେନ ପ୍ରସ୍ତୁତ ହେଉଛି। ନୂତନ ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ପାଇଁ ଆମେରିକା ଏହି ସହାୟତା ଦେଇଛି।
ପେଣ୍ଟାଗନ ବିବୃତ୍ତି ଅନୁଯାୟୀ, ଏହି ପ୍ୟାକେଜରେ କିଭ୍‌ ଦ୍ୱାରା ଅନୁରୋଧ କରାଯାଇଥିବା ଯୁଦ୍ଧ ଟ୍ୟାଙ୍କ ନାହିଁ, କିନ୍ତୁ ଏଥିରେ ଅତିରିକ୍ତ ୫୯ ବ୍ରାଡଲେ ଇଫ୍ୟାଣ୍ଟ୍ରି ଫାଇଟିଂ ଭାଇକଲ, ୯୦ ଷ୍ଟ୍ରାଇକର ଆର୍ମର୍ଡ ପର୍ସନାଲ, ଆଭେଞ୍ଜର ଏୟାର ଡିଫେନ୍ସ ସିଷ୍ଟମ ଏବଂ ଛୋଟ-ବସ୍ତ୍ର ଅସ୍ତ୍ର ରହିଛି।
ରୁଷିଆର ଫେବୃଆରୀ ୨୦୨୨ ଆକ୍ରମଣ ପରଠାରୁ ୟୁକ୍ରେନକୁ ୨୬.୭ ବିଲିୟନ ଡ଼ଲାରରୁ ଅଧିକ ସାମରିକ ସହାୟତା ଆମେରିକା ଯୋଗାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri