ୟୁକ୍ରେନକୁ ୨.୫ ବିଲିୟନ ଡଲାର ସାମରିକ ସହାୟତା ଦେଲା ଆମେରିକା

ଓ୍ବାଶିଂଟନ,୨୦।୧: ଆମେରିକା ୟୁକ୍ରେନକୁ ୨.୫ ବିଲିୟନ ଡଲାରର ସାମରିକ ସହାୟତା ଘୋଷଣା କରିଛି। ରୁଷିଆ ବିରୋଧରେ ଯୁଦ୍ଧର ଏକ ନୂତନ ପର୍ଯ୍ୟାୟ ପାଇଁ ୟୁକ୍ରେନ ପ୍ରସ୍ତୁତ ହେଉଛି। ନୂତନ ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ପାଇଁ ଆମେରିକା ଏହି ସହାୟତା ଦେଇଛି।
ପେଣ୍ଟାଗନ ବିବୃତ୍ତି ଅନୁଯାୟୀ, ଏହି ପ୍ୟାକେଜରେ କିଭ୍‌ ଦ୍ୱାରା ଅନୁରୋଧ କରାଯାଇଥିବା ଯୁଦ୍ଧ ଟ୍ୟାଙ୍କ ନାହିଁ, କିନ୍ତୁ ଏଥିରେ ଅତିରିକ୍ତ ୫୯ ବ୍ରାଡଲେ ଇଫ୍ୟାଣ୍ଟ୍ରି ଫାଇଟିଂ ଭାଇକଲ, ୯୦ ଷ୍ଟ୍ରାଇକର ଆର୍ମର୍ଡ ପର୍ସନାଲ, ଆଭେଞ୍ଜର ଏୟାର ଡିଫେନ୍ସ ସିଷ୍ଟମ ଏବଂ ଛୋଟ-ବସ୍ତ୍ର ଅସ୍ତ୍ର ରହିଛି।
ରୁଷିଆର ଫେବୃଆରୀ ୨୦୨୨ ଆକ୍ରମଣ ପରଠାରୁ ୟୁକ୍ରେନକୁ ୨୬.୭ ବିଲିୟନ ଡ଼ଲାରରୁ ଅଧିକ ସାମରିକ ସହାୟତା ଆମେରିକା ଯୋଗାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଭାକ୍ସିନ ଲଗାଇବା ଏହି ଦେଶକୁ ପଡ଼ିଲା ଭାରି, ସାମ୍ନାକୁ ଆସିଲା ସତ

ଓ୍ବାଶିଂଟନ,୪ା୬: ବାହାରେନ୍‌ ଏବଂ ସେଚେଲ୍ସ ଦେଶ ଚାଇନା ଭାକ୍ସିନ ସିନୋଭାକ୍‌ ଏବଂ ସିନୋଫର୍ମକୁ ଅଧିକାଂଶ ନାଗରିକଙ୍କୁ ପ୍ରଦାନ କରିଛନ୍ତି। ଏହା ସତ୍ତ୍ୱେ କରୋନା ସଂକ୍ରମଣ ମାମଲା...

ଟିକା ନେଇ ନ ଥିବା ଲୋକଙ୍କ ପାଇଁ ଘାତକ ହେବ ଓମିକ୍ରନ୍‌: ଡବ୍ଲୁଏଚଓ

ଜେନେଭା,୨୪ ।୧: କରୋନା ସଂକମ୍ରଣ ମାମଲା କିଛିଦିନ ହେବ ୩୩ ପ୍ରତିଶତ ବୃଦ୍ଧି ହୋଇଛି । ସେହିପରି ଏହାଯୋଗୁ ମୃତ୍ୟୁ ସଂଖ୍ୟାରେ ବି ୪୪ ପ୍ରତିଶତ...

ତୁମେ ପରଜୀବୀ,ଭାରତ ଫେରିଯାଅ

ପୋଲାଣ୍ଡରେ ଜଣେ ଭାରତୀୟ ବର୍ଣ୍ଣବୈଷମ୍ୟର ଶିକାର ହୋଇଛନ୍ତି। ସେଠାରେ ଜଣେ ଆମେରିକୀୟ ତାଙ୍କୁ ପରଜୀବୀ ଏବଂ ଅନୁପ୍ରବେଶକାରୀ କରିବା ସହ ନିଜ ଦେଶକୁ ଫେରିଯିବା ଲାଗି...

ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ପୂରଣ ହେଲା ୨୫୦ଦିନ

ମସ୍କୋ/କ୍ୱିଭ,୧ ।୧୧: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଆରମ୍ଭ ହୋଇଥିବା ଯୁଦ୍ଧ ୨୫୦ଦିନ ପୂରଣ କରିଛି । ହେଲେ ଏବେବି ଏହା ଥମିବା ପରିବର୍ତ୍ତେ ବେଳକୁ ବେଳ ବଢିବାରେ...

ଜାପାନରେ କମି ଚାଲିଛି ଶିଶୁ ଜନ୍ମହାର, ଚିନ୍ତାରେ ସରକାର

ଟୋକିଓ,୪ ।୧୨: ଜାପାନରେ ଚଳିତ ବର୍ଷ ଶିଶୁ ଜନ୍ମହାର ଏତେ ପରିମାଣରେ କମ୍ ହୋଇଛି ଯେ ଏବେ ଏହା ରେକର୍ଡ କରିଛି । ଏଥିରୁ ଅନୁମାନ...

ତାଲିବାନକୁ ଚ୍ୟାଲେଞ୍ଜ, ଭୋଟ ଦେଲେ ସୈଫୁଲ୍ଲା

କାବୁଲ,୩୦ା୯: ଆତଙ୍କବାଦୀଙ୍କ ଧମକକୁ ଖାତିର ନ କରି ଆଫଗାନିସ୍ତାନର ରାଷ୍ଟ୍ରପତି ନିର୍ବାଚନରେ ବ୍ୟବସାୟୀ ସୈଫୁଲ୍ଲା ସାଫି ନିଜ ରାଜନୈତିକ ମତାଧିକାର ସାବ୍ୟସ୍ତ କରିଛନ୍ତି। ୩୮ ବର୍ଷୀୟ...

ସାଙ୍ଘାଇରେ ହାହାକାର, ବେଜିଂରେ ୨ କୋଟିରୁ ଅଧିକଙ୍କ ନମୁନା ଟେଷ୍ଟ୍‌ ଅଭିଯାନ …

ବେଜିଂ, ୨୬।୪ : ସାଂଘାଇରେ କରୋନାର ଓମିକ୍ରନ୍‌ ଲହର ବେକାବୁ ହେବା ପରେ ଏବେ ଚାଇନାର ରାଚଧାନୀ ବେଜିଂରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି।...

ତାଲିବାନ ନେଇ ଜାତିସଂଘ ସୁରକ୍ଷା ପରିଷଦର ୟୁ ଟର୍ନ…

ଜେନେଭା/ନୂଆଦିଲ୍ଲୀ,୨୯।୮: ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ଆତଙ୍କବାଦୀ ବିରୋଧୀ ଲଢ଼େଇରେ ଏକ ଗୁରୁତ୍ୱପୂର୍ଣ୍ଣ ତଥା ଆଶ୍ଚର୍ଯ୍ୟଜନକ ୟୁ ଟର୍ନ ନେଇଛି। ଏହା ଆତଙ୍କବାଦୀ ଷ୍ଟେଟ୍‌ମେଣ୍ଟ୍‌ରୁ ତାଲିବାନ...

Advertisement
Archives

Model This Week