ଭାରତକୁ ଆମେରିକାର ଭରସା

ଓ୍ବାଶିଂଟନ୍‌, ୧୮ା୨: ୟୁକ୍ରେନ ସଙ୍କଟ ଭିତରେ ଆମେରିକା ଭାରତ ଉପରେ ଆସ୍ଥା ପ୍ରକଟ କରିଛି। ଯଦି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରେ, ତେବେ ଭାରତ ଆମେରିକା ସହ ଛିଡ଼ାହେବ ଏବଂ ମସ୍କୋକୁ ହରାଇବା ପାଇଁ ସହଯୋଗ କରିବ ବୋଲି ବାଇଡେନ୍‌ ପ୍ରଶାସନ ଭରସା କରିଛି। ପରରାଷ୍ଟ୍ର ବିଭାଗ ମୁଖପାତ୍ର ନେଡ୍‌ ପ୍ରାଇସ୍‌ କହିଛନ୍ତି, ନିକଟରେ ଅଷ୍ଟ୍ରେଲିଆ, ଭାରତ, ଜାପାନ, ଆମେରିକାର ବହିର୍ବ୍ୟାପାର ମନ୍ତ୍ରୀଙ୍କୁ ନେଇ ମେଲ୍‌ବୋର୍ନରେ ଶେଷ ହୋଇଥିବା କ୍ୱାଡ ବୈଠକରେ ୟୁକ୍ରେନ ବିବାଦ ଉପରେ ଆଲୋଚନା ହୋଇଛି। ଏହାସହ ସେ ଭାରତକୁ ପ୍ରଶଂସା କରିଛନ୍ତି। ନୂଆଦିଲ୍ଲୀ ସର୍ବଦା ଅନ୍ତର୍ଜାତୀୟ ନିୟମ ପାଳନ ଉପରେ ଗୁରୁତ୍ୱ ଦେଇଆସିଛି ବୋଲି ପ୍ରାଇସ୍‌ କହିଛନ୍ତି। ଯୁଦ୍ଧ ନୁହେଁ, ବରଂ କୂଟନୈତିକ ଆଲୋଚନା ମାଧ୍ୟମରେ ସମସ୍ୟା ସମାଧାନ ହେବା ଜରୁରୀ। ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ର ହେଉ କିମ୍ବା ୟୁରୋପ, ସବୁ ପ୍ରସଙ୍ଗରେ ସମସ୍ତ ରାଷ୍ଟ୍ର ଅନ୍ତର୍ଜାତୀୟ ନିୟମ ମାନିବା ଆବଶ୍ୟକ। ଛୋଟ ଦେଶଗୁଡ଼ିକୁ ଦମନ କିମ୍ବା ସେମାନଙ୍କ ଇଚ୍ଛା ବିରୋଧରେ କୌଣସି ପ୍ରସଙ୍ଗରେ ବାଧ୍ୟ କରିବା ଅଧିକାର କାହାର ନାହିଁ। ଆଇନ ହିସାବରେ ଉଚିତ ଥିବା ପ୍ରତ୍ୟେକ କାମକୁ ଭାରତ ସମର୍ଥନ କରିବ ବୋଲି ଦୃଢ଼ ବିଶ୍ୱାସ ଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri