ଭାରତ-ଚାଇନା ସୀମା ଉପରେ ତୀକ୍ଷ୍ଣ ନଜର ରଖିଛି ଆମେରିକା

ଓ୍ବାଶିଂଟନ,୨୭ା୧: ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ସୀମା ବିବାଦକୁ ନେଇ ପରିସ୍ଥିତି ଉପରେ ସେ ତୀକ୍ଷ୍ଣ ନଜର ରଖିଛି ବୋଲି ଆମେରିକା କହିଛି। ଆମେରିକାର ବୈଦେଶିକ ବିଭାଗର ମୁଖ୍ୟ ଡେପୁଟି ମୁଖପାତ୍ର ବେଦାନ୍ତ ପଟେଲ କହିଛନ୍ତି, ‘ଭାରତ-ଚାଇନା ସୀମା ବିବାଦକୁ ନେଇ ଆମେ ନିରନ୍ତର ନଜର ରଖିଛୁ। ତଥାପି ଗତ ବର୍ଷ ଡିସେମ୍ବରରେ ଉଭୟ ଦେଶ ଅସନ୍ତୋଷ ପ୍ରକାଶ କରିଛନ୍ତି। ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ ପଟେଲ କହିଛନ୍ତି, ଭାରତ ଏବଂ ଚାଇନା ପଛକୁ ଫେରିଥିବାରୁ ଆମେରିକା ଆଶ୍ୱସ୍ତି ଅନୁଭବ କରୁଛି।

ଦୁଇ ଦେଶ ମଧ୍ୟରେ ଥିବା ସମ୍ପର୍କ ବିଷୟରେ ପଟେଲ ଅନେକ ସ୍ଥାନରେ ଭାରତର ଆମେରିକାର ଏକ ଗୁରୁତ୍ୱପୂର୍ଣ୍ଣ ସହଯୋଗୀ ବୋଲି ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି, ବାଣିଜ୍ୟ ସହଯୋଗ, ସୁରକ୍ଷା ସହଯୋଗ ଏବଂ ବୈଷୟିକ ସହଯୋଗ ସମେତ ଅନେକ କ୍ଷେତ୍ରରେ ଭାରତ ଆମେରିକାର ପ୍ରମୁଖ ଅଂଶୀଦାର ହୋଇଛି। ୨୦୨୦ରୁ ଦୁଇ ଦେଶ ମଧ୍ୟରେ ସୀମା ବିବାଦ ଏକ ପ୍ରମୁଖ ପ୍ରସଙ୍ଗ ହୋଇ ରହିଛି। ଏପ୍ରିଲ ୨୦୨୦ ପରେ ଭାରତ-ଚାଇନା ସୀମା ପ୍ରସଙ୍ଗରେ କୂଟନୈତିକ ଏବଂ ସାମରିକ ସମେତ ଅନେକ ସ୍ତରରେ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri