ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ ବିଧାନସଭାରେ ପାରିତ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ-୨୦୨୦ ମଙ୍ଗଳବାର ବହୁ ହଟ୍ଟଗୋଳ ମଧ୍ୟରେ ବିଧାନସଭାରେ ପାରିତ ହୋଇଛି। ୪ ଦିନର ଆଲୋଚନା ପରେ ଗୃହରେ ଏହି ବିଲ୍‌ ପାରିତ ହୋଇଛି। ଭାଜପା ଓ କଂଗ୍ରେସର ବିଧାୟକମାନେ ବାରମ୍ବାର ହଟ୍ଟଗୋଳ କରି ବିଲ୍‌କୁ ବିରୋଧ କରିଥିଲେ। ଏହି ବିଲ ପାରିତ ହେଲେ ବିଶ୍ୱବିଦ୍ୟାଳୟ ଗୁଡିକରେ ଶାସକ ଦଳର ପ୍ରାର୍ଦୁଭାବ ବଢିବ ବୋଲି ବିରୋଧୀ ଅଭିଯୋଗ କରିଥିଲେ। ଏହାର ଜବାବରେ କେନ୍ଦ୍ର ଓ ରାଜ୍ୟ ଆଇନ ଭିତରେ କୌଣସି ଦ୍ୱନ୍ଦ୍ୱ ନାହିଁ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

୪୯ଦନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ଶିକ୍ଷା ବିଭାଗରେ ଚହଳ! ନାବାଳିକାଙ୍କୁ ଗର୍ଭବତୀ କଲେ ଶିକ୍ଷକ, ଗର୍ଭପାତ ପାଇଁ ଯାଉଥିବାବେଳେ ବାଟରେ…

କିଶ୍ତୱାଡ,୨୧।୮: ଜମ୍ମୁ-କଶ୍ମୀରର କିଶ୍ତୱାଡରେ ୧୪ ବର୍ଷୀୟା ଜଣେ ନାବାଳିକାଙ୍କ ସହ ବଳାତ୍କାର ଅଭିଯୋଗକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ବଳାତ୍କାର ଯୋଗୁ ନାବାଳିକା ଗର୍ଭବତୀ…

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଛୁରି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri