ପୂର୍ବତନ ବିଶ୍ୱ ସ୍କେଟିଂ ଚାମ୍ପିୟନଙ୍କ ଅକାଳ ମୃତ୍ୟୁ

ସିଡ୍‌ନୀ, ୧୯ା୭ (ଏପି)- ପୂର୍ବତନ ବିଶ୍ୱ ଜୁନିୟର ପେୟାର ଫିଗର ସ୍କେଟିଂ ଚାମ୍ପିୟନ ଇକାଟରିନା ଆଲେଜାଣ୍ଡ୍ରୋଭସ୍କାୟାଙ୍କର ମସ୍କୋର ମୃତ୍ୟୁ ଘଟିଛି। ଅଷ୍ଟ୍ରେଲିଆ ଅଲିମ୍ପିକ କମିଟି ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି। ତାଙ୍କ ମୃତ୍ୟୁର କାରଣ ଦର୍ଶାଯାଇ ନାହିଁ। ୨୦ବର୍ଷୀୟା ଆଲେଜାଣ୍ଡ୍ରୋଭସ୍କାୟାଙ୍କ ଜନ୍ମ ରୁଷିଆରେ। କିନ୍ତୁ ସେ ୨୦୧୬ରେ ଅଷ୍ଟ୍ରେଲିଆ ନାଗରିକତ୍ୱ ଗ୍ରହଣ କରିଥିଲେ। ସେ ୨୦୧୮ରେ ତାଙ୍କ ପୋଷ୍ୟ ଦେଶ ତରଫରୁ ସ୍କେଟିଂ ପାର୍ଟନର ହାର୍ଲି ଓ୍ବିଣ୍ଡ୍‌ସରଙ୍କ ସହ ପ୍ୟଙ୍ଗ୍‌ଚାଙ୍ଗ୍‌ ଅଲିମ୍ପିକ୍ସରେ ଭାଗ ନେଇଥିଲେ। ଏହି ଯୋଡ଼ି ୨୦୧୭ରେ ବିଶ୍ୱ ଜୁନିୟର ଟାଇଟଲ ହାସଲ କରିଥିଲେ। ଏକାଧିକ ଇଞ୍ଜୁରୀ ଯୋଗୁ ଆଲେଜାଣ୍ଡ୍ରୋଭସ୍କାୟା ଗତ ଫେବୃୟାରୀରେ ଅବର ଘୋଷଣା କରିଥିଲେ। ଓ୍ବିଣ୍ଟର ଅଲିମଜତପିକ୍ସରେ ଅଂଶଗ୍ରହଣ କରିବାରେ ଓ୍ବିଣ୍ଡସର ହେଉଛନ୍ତି ଅଷ୍ଟ୍ରେଲିଆର ପ୍ରଥମ ସ୍ବଦେଶୀ ଆଥଲେଟ। ଆଲେଜାଣ୍ଡ୍ରୋଭସ୍କାୟାଙ୍କ ମୃଥ୍ୟୁ ଖବର ପାଇବା ପରେ ସେ ମର୍ମାହତ ହୋଇ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ଏଇ ଭାରତରେ

ଜାପାନର କୃଷି ପଦ୍ଧତି ଦ୍ୱାରା ଅନୁପ୍ରାଣିତ ହୋଇ କେରଳର ମହିଳା ଚାଷୀ ଉଷା ଶୋଲାପାନି ଲୋପ ପାଇଯାଉଥିବା ୧୦୦୦ କିସମର ଦେଶୀ ଧାନ ସଂରକ୍ଷଣ କରିବାରେ ସକ୍ଷମ…

ଧନ୍ୟ ସେ ଉପାସନା

କେବଳ କ’ଣ କବିମାନେ ପ୍ରକୃତିର ସୌନ୍ଦର୍ଯ୍ୟରେ ବିମୋହିତ ହୋଇ କବିତା ଲେଖୁଥିବେ? କେବଳ କ’ଣ ଏବେ ମଧ୍ୟ ଆମ ଜୀବନରକ୍ଷାକାରୀ ଚାଷୀଭାଇ ଧାନବିଲରେ ହଳ କରୁ କରୁ…

ବିଶ୍ୱ ଚାହେଁ ରାଜନୈତିକ ରୂପାନ୍ତର

ପାଶ୍ଚାତ୍ୟ ଜଗତ ମନୁଷ୍ୟର ବୁଦ୍ଧିଗତ, ଭାବମୟ, ପ୍ରାଣଗତ ଏବଂ ଭୌତିକ ଜୀବନର ବିକାଶକୁ ତା’ର ଆଦର୍ଶ ବୋଲି ଗ୍ରହଣ କରିଥିଲା। ମାତ୍ର ତାହାର ଆମତ୍ିକ ସ୍ଥିତିର ବୃହତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri