ବିଶ୍ୱର ପ୍ରଥମ ଦେଶ ଭାବେ ଗର୍ଭବତୀ ମହିଳାମାନଙ୍କ ପାଇଁ ଆରଏସ୍‌ଭି ଟିକାକୁ ମଞ୍ଜୁରୀ ଦେଲା ଆମେରିକା

ଓ୍ବାଶିଂଟନ,୨୨।୮: ଆମେରିକା ଗର୍ଭବତୀ ମହିଳାମାନଙ୍କ ପାଇଁ ଏକ ଟିକାକୁ ଅନୁମୋଦନ କରିଛି। ଏହି ଟିକା ରେସ୍ପିରେଟୋରି ସିନ୍ସିଟିଆଲ ଭାଇରସ୍‌ (ଆରଏସଭି) ଦ୍ୱାରା ସୃଷ୍ଟି ହୋଇଥିବା ଶିଶୁମାନଙ୍କୁ ଗୁରୁତର ରୋଗରୁ ରକ୍ଷା କରିବ। ଏଭଳି ଟିକା ଅନୁମୋଦନ କରିବାରେ ଆମେରିକା ବିଶ୍ୱର ପ୍ରଥମ ଦେଶ ହୋଇପାରିଛି।
ଏହି ଟିକା ଫାଇଜର ଦ୍ୱାରା ପ୍ରସ୍ତୁତ କରାଯାଇଛି। ଡାକ୍ତରଙ୍କ କହିବାନୁସାରେ, ଗର୍ଭାବସ୍ଥାରେ ଶେଷଆଡକୁ ମହିଳାମାନଙ୍କୁ ଏହି ଟିକା ଦିଆଯିବ। ରିପୋର୍ଟ ଅନୁଯାୟୀ, ୭୦୦୦ ରୁ ଅଧିକ ଗର୍ଭବତୀ ମହିଳା ଏବଂ ସେମାନଙ୍କ ଶିଶୁଙ୍କ ଉପରେ ଏହି ଟିକା ପରୀକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବିଜରଲ୍ୟାଣ୍ଡରେ ଆମେରିକା-ଇରାନ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ, ଉଚ୍ଚସ୍ତରୀୟ କମିଟି ଉପରେ ସହମତ, ଜାଣନ୍ତୁ କ’ଣ କହିଲେ ଆରାଘଚି

ବେର୍ନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି। ଏହି ଆଲୋଚନାର ଅଂଶ ସ୍ବରୂପ ଉଭୟ ପକ୍ଷ ଏକ ଉଚ୍ଚସ୍ତରୀୟ କମିଟି…

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ହେବ ଭାରତ ପାକିସ୍ତାନ ଯୁଦ୍ଧ! ବିଲାୱଲ ଭୁଟ୍ଟୋଙ୍କ ପରେ, ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଦେଲେ ଧମକ

ଇସଲାମାବାଦ,୨୨।୬: ଭାରତ ମିଳିତ ଜାତିସଂଘରେ ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଦୀର୍ଘଦିନର ମତକୁ ପୁନରାବୃତ୍ତି କରିବା ପରେ ପାକିସ୍ତାନ କ୍ରୋଧିତ ହୋଇଛି। ପ୍ରାରମ୍ଭରେ, ପାକିସ୍ତାନ ପିପୁଲ୍ସ ପାର୍ଟି…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri