ବଢ଼ିଚାଲିଛି ପଲିଥିନ ବ୍ୟବହାର

ଚମ୍ପୁଆ,୨୭।୨ (ଡି.ଏନ.ଏ.): କେନ୍ଦୁଝର ଜିଲାର ଚମ୍ପୁଆ ଏନ୍‌ଏସି ଏକ ଉପାନ୍ତ ଅଞ୍ଚଳ ହୋଇଥିବା ବେଳେ ଏଠାରେ ଦିନକୁଦିନ ସରକାରଙ୍କ ପକ୍ଷରୁ ନିଷେଧ କରାଯାଇଥିବା ପଲିଥିନର ବ୍ୟବହାର ବୃଦ୍ଧି ପାଇବାରେ ଲାଗିଛି। ଏପରିକି ଏହି ପଲିଥିନ କାରବାର କରୁଥିବା ବ୍ୟବସାୟୀମାନେ ଖୋଲାଖୋଲି ଭାବେ ଏହାର ବ୍ୟବହାର କରୁଥିଲେ ମଧ୍ୟ ଏଥିପ୍ରତି କୌଣସି ପଦକ୍ଷେପ ନିଆଯାଉ ନାହିଁ। ପଲିଥିନର ବ୍ୟବହାର ରୋଗର ବାହକ ହୋଥିବା ବେଳେ ଚା’ ଦୋକାନଠୁ ଆରମ୍ଭ କରି ହୋଟେଲ ପର୍ଯ୍ୟନ୍ତ ସବୁଠି ଏହାର ବ୍ୟବହାର କରାଯାଉଛି। ଏନଏସି ଗଠନ ହେବାର ୬ ବର୍ଷ ଭିତରେ ପ୍ରାୟ ୧୦ ଥର ହେବ ଚମ୍ପୁଆ ବଜାର ଉପରେ ଚଢାଉ କରାଯାଇ ଥର୍ମକଲ ଓ ପଲିଥିନ ବ୍ୟାଗ ଜବତ କରିବା ସହ ଫାଇନ ଆଦାୟ କରାଯାଇଥିଲା। ମାତ୍ର ଯଥା ପରଂ ତଥା ପୂର୍ବ ସ୍ଥିତିରେ ଦୋକାନ ଚମ୍ପୁଆ ବଜାର ଉପରେ ଏହାର ବ୍ୟବହାର ବଢିଚାଲିଛି। ଉତ୍ତାପ ସଂସ୍ପର୍ଶରେ ଆସିବା ପରେ ଏଥିରୁ ସ୍ବାସ୍ଥ୍ୟ ହାନୀକାରକ ପଦାର୍ଥ ବାହାରୁ ଥିଲେ ମଧ୍ୟ ବାରମଜା ଦୋକନଠାରୁ ଆରମ୍ଭ କରି ଜଳଖିଆ ଦୋକାନ ଏପରିକି ହୋଟେଲ ଗୁଡିକରେ ମଧ୍ୟ ଖାଦ୍ୟ ପାର୍ସଲ ଏହି ପଲିଥିନ ମାଧ୍ୟମରେ କରାଯାଉଛି। ତୁରନ୍ତ ପଲିଥିନ ବ୍ୟବହାରକୁ ବନ୍ଦ କରିବାକୁ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri