କେନ୍ଦ୍ର ଅଧୀନ ଶିକ୍ଷାନୁଷ୍ଠାନର ଖାଲି ପଦବୀ ପୂରଣ ଖୁବ୍‌ଶୀଘ୍ର: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୪।୮(ବ୍ୟୁରୋ): କେନ୍ଦ୍ର ଅଧୀନସ୍ଥ ଶିକ୍ଷାନୁଷ୍ଠାନରେ ଖାଲି ପଡିଥିବା ଅଧ୍ୟାପକ ପଦବୀ ସଂଖ୍ୟା ଖୁବଶୀଘ୍ର ପୂରଣ ହେବ। ଏହି ପଦବୀ ନିଯୁକ୍ତିରେ ଅନ୍ୟାନ୍ୟ ପଛୁଆ ବର୍ଗ ଓବିସି ଓ ଆର୍ଥିକ ଅନଗ୍ରସର ବର୍ଗର ଲୋକଙ୍କୁ ପ୍ରଧାନ୍ୟ ଦିଆଯିବ ବୋଲି ସୋମବାର ନୂଆଦିଲ୍ଲୀ ଠାରେ ସର୍ବଭାରତୀୟ ଓବିସି ଛାତ୍ର ସଂଘର ପ୍ରତିନିଧିମାନଙ୍କୁ ଭେଟିବା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିଶ୍ରୁତି ଦେଇଛନ୍ତି। ଏହି ଅବସରରେ ସଂଘ ଛାତ୍ରୀଛାତ୍ରମାନେ ଓବିସି ବର୍ଗଙ୍କ ପାଇଁ ନିଟ୍‌ ପରୀକ୍ଷାରେ ସର୍ବଭାରତୀୟ କୋଟାରେ ୨୭ ପ୍ରତିଶତର ସ୍ଥାନ ସଂରକ୍ଷଣ ଦେବା ଏବଂ ଓବିସି ସମୁଦାୟଙ୍କ ସମ୍ମାନ, ନ୍ୟାୟ ଏବଂ ସୁଯୋଗକୁ ଦେବା ପାଇଁ ଧନ୍ୟବାଦ ଜଣାଇଛନ୍ତି। ଛାତ୍ରୀଛାତ୍ରମାନେ ଓବିସିଙ୍କ କଲ୍ୟାଣ ଓ ଓବିସି ସମାଜକୁ ସଶକ୍ତ କରିବା ପାଇଁ ଥିବା ବିଭିନ୍ନ ଦିଗ ଉପରେ ଆଲୋଚନା କରିବା ସହ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। କେନ୍ଦ୍ର ସରକାର ମଧ୍ୟମ ଏବଂ ଅସହାୟ ବର୍ଗଙ୍କୁ ସୁଯୋଗ ପ୍ରଦାନ କରିବା ଦିଗରେ କାମ କରୁଛନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri