ଗର୍ଭବତୀଙ୍କୁ ଟିକା ଏବେ ନୁହେଁ

ଭୁବନେଶ୍ୱର,୩।୭: ରାଜ୍ୟର ଗର୍ଭବତୀ ମହିଳାଙ୍କୁ ବର୍ତ୍ତମାନ କରୋନା ଟିକା ଦିଆଯିବ ନାହିଁ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜିଲାପାଳ, ମ୍ୟୁନିସିପାଲ କମିସନର ଏବଂ ସିଡିଏମ୍‌ଓଙ୍କୁ ଚିଠି କରାଯାଇଛି। ଚିଠିରେ ଦର୍ଶାଯାଇଛି, କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଖୁବଶୀଘ୍ର ଗର୍ଭବତୀ ମହିଳାଙ୍କୁ ଟିକାକରଣ କରିବା ନେଇ କର୍ମଶାଳା ଆୟୋଜନ କରାଯିବ। କର୍ମଶାଳା ପରେ ରାଜ୍ୟ ପକ୍ଷରୁ ଜିଲାସ୍ତରରେ ସ୍ବାସ୍ଥ୍ୟକର୍ମୀଙ୍କୁ ଗର୍ଭବତୀଙ୍କୁ ଟିକାକରଣ ନେଇ ତାଲିମ ଦିଆଯିବ। ତେଣୁ କିଛି ଦିନ ପରେ ଗର୍ଭବତୀ ମହିଳାଙ୍କୁ ଟିକାକରଣ କରାଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ସ୍ବାସ୍ଥ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଶନିବାର ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri