ରାତି ସୁଦ୍ଧା ସବୁ ଜିଲାରେ ପହଞ୍ଚିବ ଟିକା

ଭୁବନେଶ୍ବର,୨୧।୭(ବ୍ୟୁରୋ): ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଟିକାକରଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଉଛି। ଏହାକୁ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି, ଓଡ଼ିଶାରେ ଏବେ ତିନି ପ୍ରକାର ଟିକାକରଣ ପ୍ରକ୍ରିୟା ଜାରି ରହିଛି। ବିଭିନ୍ନ ଜିଲାରେ କୋଭିସିଲ୍ଡର ମାତ୍ର ୬୦ ହଜାର ଟିକା ଥିଲା। ବୁଧବାର ରାତିରେ କେନ୍ଦ୍ରକୁ ୩ ଲକ୍ଷ ଓ ଗୁରୁବାର ସକାଳେ ୪.୮ ଲକ୍ଷ କୋଭିସିଲ୍ଡ ଟିକା ଆସି ପହଞ୍ଚିଛି। ବର୍ତ୍ତମାନ ରାଜ୍ୟରେ ୭ ଲକ୍ଷ ୮୦ ହଜାର ଟିକା ମହଜୁଦ ରହିଛି । ବିଭିନ୍ନ ଜିଲାରୁ ଟିକା ଭ୍ୟାନ ଆସିଗଲାଣି। ରାତି ସୁଦ୍ଧା ସବୁ ଜିଲାରେ ଟିକା ପହଞ୍ଚିବ। ଫଳରେ ଶୁକ୍ରବାରଠାରୁ ସାରା ରାଜ୍ୟରେ ସ୍ବାଭାବିକ ଟିକାକରଣ ହେବ। ସେହିପରି କର୍ବିଭାକ୍ସ ଟିକା ଯାହାକି ୧୪ ବର୍ଷ ବର୍ଗଙ୍କୁ ଦିଆଯାଉଛି। ଏହାର ପ୍ରଥମ ଡୋଜ ୯୯.୮ ପ୍ରତିଶତ ନେଇ ସାରିଛନ୍ତି। ସେହିପରି ଦ୍ୱିତୀୟ ଡୋଜ ଟିକାକରଣ ମଧ୍ୟ ଚାଲିଛି। ୧୫୦୦ ସରକାରୀ କେନ୍ଦ୍ରରେ ଟିକାଦାନ ଚାଲିଛି। ଟିକା କମ୍‌ ଥିବାରୁ କମ ଟିକାକରଣ କେନ୍ଦ୍ର ଖୋଲାଯାଇଥିଲା। ଶୁକ୍ରବାରଠାରୁ ୨୫୦୦ରୁ ୩ ହଜାର କେନ୍ଦ୍ରରେ ଟିକା ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri