ନିର୍ଦ୍ୱନ୍ଦ୍ୱରେ ଭାଇସ୍‌ ଚେୟାରମ୍ୟାନ୍‌ ନିର୍ବାଚିତ

କେସିଙ୍ଗା,୭ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ଭାଇସଚେୟାର ମ୍ୟାନ୍‌ ଭାବେ ୮ ନମ୍ବର ଓ୍ବାର୍ଡର ସରସ୍ବତୀ ସାହା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏହି ନିର୍ବାଚନରେ ନର୍ଲା ବିଧାୟକ ଭୂପିନ୍ଦର ସିଂ, ଟାଉନ ସଭାପତି ରମେଶ ପଟ୍ଟନାୟକ ପ୍ରମୁଖ ବିଜେଡିର ସମସ୍ତ କାଉନସେଲର ଉପସ୍ଥିତ ଥିଲେ। ଏହି
ନିର୍ବାଚନକୁ କେସିଙ୍ଗା ତହସିଲଦାର ତଥା ନିର୍ବାଚନ ଅଧିକାରୀ ଜ୍ୟୋତିର୍ମୟ କର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ରେଳ ଷ୍ଟେଶନରୁ ଆମେରିକା

କଣାସ,୫ା୧୧(ସ୍ବ.ପ୍ର.): ସେଦିନର କୁଅଁା କୁଅଁା ଶବ୍ଦ ଆଜି ସମସ୍ତଙ୍କ ମୁହଁରେ ହସ ଫୁଟାଇଦେଇଛି। ଅଲୋଡା ଶିଖା ଏବେ ଆମେରିକୀୟ ଦମ୍ପତିଙ୍କ ଅଲିଅଳି କନ୍ୟା। ପୁରୀ ରେଳ...

ଅଳିଆଗଦାରେ ଜୀବିକା ଖୋଜା

ବାରିପଦା ଅଫିସ, ୧୦।୧: ରାଜା ରାଜୁଡ଼ା ଅମଳରୁ ଛଉନୃତ୍ୟକୁ ଆଦରି ଥିଲେ। ଭାରତର ବିଭିନ୍ନ ସ୍ଥାନରେ ଛଉନୃତ୍ୟ ବେଳେ ଢୋଲ ଓ ମହୁରି ବଜାଇ ବେଶ୍‌...

ନୀଳମାଧବଙ୍କ ପୀଠରେ ଲବଣୀଖିଆ ଉତ୍ସବ

ଖଣ୍ଡପଡା,୨୭।୮(ସ୍ବ.ପ୍ର.)-ସୋମବାର କାଳୀୟଦଳନ ଏକାଦଶୀ ତିଥିରେ କଣ୍ଟିଲୋ ନୀଳମାଧବ ଜୀଉଙ୍କ ପୀଠରେ ବାଳୁତ କୃଷ୍ଣଙ୍କର ଲବଣୀଖିଆ ଓ କାଳୀୟ ଦଳନ ଉତ୍ସବ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଯାଇଛି...

ସ୍ଲୁଇସ ଗେଟ୍‌ରେ ନାହିଁ ଲକ: କ୍ଷତିଗ୍ରସ୍ତ ହେଉଛନ୍ତି ଧାନଚାଷୀ

ଏରସମା,୧୯ା୮(ସ୍ବ.ପ୍ର.): ଏରସମା ବ୍ଲକ ଗଡ଼ବିଶୁନିପୁର ପଞ୍ଚାୟତସ୍ଥିତ ଆନନ୍ଦପୁର ସ୍ଲୁଇସ ଗେଟ୍‌କୁ ନେଇ ଗୋଷ୍ଠୀ ବିବାଦ ଦେଖାଦେଇଛି। ଏହି ସ୍ଲୁଇସ ଗେଟ୍‌ରେ ଥିବା ୫ଟି ଗେଟ୍‌ରେ ଲକ୍‌...

୨୨ ବର୍ଷ ହେବ ନିଖୋଜ ଥିବା ପୁଅକୁ ସଙ୍ଗରୋଧ କେନ୍ଦ୍ରରୁ ଫେରି ପାଇଲେ ମା’

ଖୋର୍ଦ୍ଧା ଅଫିସ,୨୦।୬: ଦିନେ କି ଦୁଇ ଦିନ ନୁହେଁ ଦୀର୍ଘ ୨୨ବର୍ଷ ଧରି ନିଖୋଜ ଥିବା ପୁଅକୁ ସଙ୍ଗରୋଧ କେନ୍ଦ୍ରରୁ ଫେରିପାଇଛନ୍ତି ମା’। ଏଭଳି ଘଟଣା...

ଲକ୍‌ଡାଉନ ଉଲ୍ଲଂଘନକାରୀଙ୍କୁ ଉଠ୍‌ବସ୍‌ କଲା ପୋଲିସ

ବିନିକା,୨୯ା୩(ଡି.ଏନ୍‌.ଏ.) ଲକ୍‌ଡାଉନ୍‌ ନିୟମକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ସୁବର୍ଣ୍ଣପୁର ଜିଲା ବିନିକା ଥାନା ପୋଲିସ। ବିନା କାରଣରେ ରାସ୍ତାକୁ...

ନକଲି ପୂଜା ସାମଗ୍ରୀ ତିଆରି କାରଖାନା ଠାବ: ବିପୁଳ ପରିମାଣର ଜିନିଷ ଜବତ, ମାଲିକ ଗିରଫ

କଟକ ଅଫିସ,୧୩ା୯: ମାଲଗୋଦାମ ଥାନା ଅଧୀନ ରାଣୀହାଟ କେନାଲରୋଡ ଚମଡା ଗୋଦାମ ଗଳିରେ ଥିବା ନକଲି ପୂଜା ସାମଗ୍ରୀ ତିଆରି କାରଖାନାକୁ ଶନିବାର ପୋଲିସ ଠାବ...

କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ

କଟକ ଅଫିସ,୧୭।୫ : ଡି ବ୍ରଦର୍ସ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତ ମଙ୍ଗଳବାର କୋର୍ଟରେ ହାଜର ହୋଇଛନ୍ତି। କଡ଼ା ସୁରକ୍ଷା ବଳୟ ମଧ୍ୟରେ ଉଭୟଙ୍କୁ କଟକ...

Advertisement
Archives

Model This Week