ଓଡ଼ିଶାରେ ପହଞ୍ଚିଲେ ଉପରାଷ୍ଟ୍ରପତି

ଭୁବନେଶ୍ୱର,୨।୪(ବ୍ୟୁରୋ): ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଶୁକ୍ରବାର ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ମଧ୍ୟରେ ରାଜଭବନ ଯାଇଛନ୍ତି। ସେଠାରେ ମଧ୍ୟାହ୍ନଭୋଜନ କରିବେ। ଅପରାହ୍ନ ୪.୪୫ ମିନିଟ୍‌ରେ ରାଜଭବନରୁ ବାହାରି ସଡ଼କପଥରେ କଟକ ବିଜୁ ପଟ୍ଟନାୟକ ଛକ ସ୍ଥିତ ଶାରଳା ଭବନକୁ ଯିବେ। ସେଠାରେ ଶାରଳା ସାହିତ୍ୟ ସଂସଦର ବାର୍ଷିକ ଉତ୍ସବରେ ଯୋଗ ଦେବେ। ସନ୍ଧ୍ୟାରେ ପୁଣି ରାଜଭବନ ଫେରି ଆସି ରାତ୍ର ଯାପନ କରିବେ। ଶନିବାର ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପରେ ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri