କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲାନି ପୋଲିସ: ଜୀବନ ହାରିଲେ ନିର୍ଯାତିତା ନାବାଳିକା !

ଢେଙ୍କାନାଳ ଅଫିସ/ଭାପୁର(ଡି.ଏନ.ଏ.), ୩୦ା୭-ରାସ୍ତାରେ ଚଲାଇ ଦେଉ ନ ଥିଲେ। ମା’ବାପା ନ ଥିବା ବେଳେ ଘରେ ପଶି ଦୁର୍ବ୍ୟବହାର ପ୍ରଦର୍ଶନ କରୁଥିଲେ। ଲିଖିତ ଏତଲା ଦେବା ସତ୍ତ୍ୱେ ଏପରି ସମ୍ବେଦନଶୀଳ ଘଟଣା ପ୍ରତି ଆଖି ବୁଜିଦେଇଥିଲା ପୋଲିସ। ଲୋକଲଜ୍ଜା, ମାନସିକ ନିର୍ଯାତନା ଚରମ ସୀମାରେ ପହଞ୍ଚତ୍ବା ପରେ ଏଥିରେ ଅତିଷ୍ଠ ହୋଇ ବିଷପିଇ ଜୀବନ ହାରିଛନ୍ତି ଜଣେ ୧୭ ବର୍ଷୀୟା ନାବାଳିକା। ଢେଙ୍କାନାଳ ଜିଲା ଭାପୁର ଫାଣ୍ଡି ଅଞ୍ଚଳରେ ଗୁରୁବାର ଘଟିଥିବା ଏପରି ସ୍ପର୍ଶକାତର ଘଟଣା ପୋଲିସର ଦାୟିତ୍ୱ ଏବଂ କର୍ତ୍ତବ୍ୟ ଉପରେ ଅଙ୍ଗୁଳି ନିର୍ଦ୍ଦେଶ କରିଛି। ଅନ୍ୟପଟେ ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ ଏପରି ଦୁଃଖଦ ଘଟଣା ଘଟିଥିବା ଏସ୍‌ପି ଅନୁପମା ଜେମ୍‌ସ ସ୍ବୀକାର କରିଥିବାବେଳେ ଅଭିଯୁକ୍ତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ମୃତ ନାବାଳିକାଙ୍କ ପରିବାର।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ନଁ।ରେ ଭତ୍ତା ଟଙ୍କା ହଡ଼ପ ଘଟଣା :ବ୍ଲକ ପ୍ରଶାସନ, ଜିଲା ସାକପମାଜିକ ସୁରକ୍ଷା ଅଧିକାରୀଙ୍କ ତଦନ୍ତ

ଦାରିଙ୍ଗବାଡ଼ି,୩୧।୮(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତରେ ମୃତକଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ ଘଟଣାର ବିଡିଓ ତ୍ରିଲୋଚନ ପାତ୍ର ଏବଂ ଜିଲା ସାମାଜିକ ସୁରକ୍ଷା ଅଧିକାରୀ...

ଆଚରଣଗତ ପରିବର୍ତ୍ତନ ପାଇଁ ନିୟୋଜିତ ୨୧୬୮ ସ୍ବଚ୍ଛସାଥୀ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ସହରାଞ୍ଚଳରେ ପରିମଳ ପରିଚାଳନା ବିଶେଷକରି କଠିନ ବର୍ଜ୍ୟବସ୍ତୁ ପରିଚାଳନା ନିମେନ୍ତ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ। ସହରରେ ଥିବା ପ୍ରତିଟି ଘରୁ, ଦୋକାନ ବଜାର, ଅନୁଷ୍ଠାନ,ପ୍ରତିଷ୍ଠାନ...

ଅସୁସ୍ଥ ଶାବକକୁ ଛାଡ଼ି ପଳାଇଲା ମା’ ହାତୀ: ଉଦ୍ଧାର ପରେ ବନବିଭାଗକୁ ହସ୍ତାନ୍ତର କଲେ ଗ୍ରାମବାସୀ

ପରଜଙ୍ଗ,୧୪।୯(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ବାଇଗିଣିଆ ଗ୍ରାମ ଦଳିତ ବସ୍ତି ପାଖ ପଡିଆରୁ ଶନିବାର ଗ୍ରାମବାସୀ ଏକ ଅଣ୍ଡିରା...

ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଗ୍ରାମବାସୀ

କୋକସରା, ୩୧।୮ (ଡି.ଏନ.ଏ.) କଳାହାଣ୍ଡି ଜିଲା ଧର୍ମଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା କୋକସରା ବ୍ଲକ କାଉଡୋଲା-ଲଡୁଗାଁ ରାସ୍ତା ଶୋଚନୀୟ ହୋଇପଡିଛି। ଏ ନେଇ...

ଗ୍ରାମର ୨୮ ଧନୀ ବ୍ୟକ୍ତିଙ୍କୁ ହତ୍ୟା ଧମକ

ଗୁଣପୁର, ୮ା୩: ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅଧୀନ କତୁରୁ ଗ୍ରାମରେ ଦେଖିବାକୁ ମିଳିଛି ଧମକପୂର୍ଣ୍ଣ ପୋଷ୍ଟର। ୧୭ ନମ୍ବର ଓ୍ବାର୍ଡ କତୁରୁଠାରେ ତେଲୁଗୁ...

ସର୍ଭେ କରୁଥିବା ବେଳେ ପଙ୍ଗାମ ନଦୀକୁ ଖସିଲେ ଜଣେ କର୍ମଚାରୀ, ଉଦ୍ଧାର କାର୍ଯ୍ୟ ଜାରି

ମାଲକାନଗିରି,୧୭।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ପଙ୍ଗାମ ନଦୀ ପୋଲ ସର୍ଭେ କରିବାକୁ ଯାଇଥିବା ବେଳେ ନଦୀକୁ ଜଣେ କର୍ମଚାରୀ ଖସି ପଡ଼ିଛନ୍ତି। ସେ ହେଲେ ସୌଭାଗ୍ୟ ମହାରଣା।...

୨୨ ଓଏଏସ୍‌ ଅଧିକାରୀଙ୍କ ବଦଳି

ଯାଜପୁର ଅଫିସ,୭ା୪: ଓଡ଼ିଶା ପ୍ରଶାସନିକ ସେବା(ଓଏଏସ-ଏ)(ଜେବି) ପାହ୍ୟାର ୨୨ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶ ହୋଇଛି। ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ ମନୋଜ...

କ୍ଲିନିକ୍‌, ଡାଇଗ୍ନୋଷ୍ଟିକ ସେଣ୍ଟରରେ ଚଢ଼ାଉ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ସହରରେ ଥିବା ବିଭିନ୍ନ ଡାଇଗ୍ନୋଷ୍ଟିକ ସେଣ୍ଟରରେ ଅନିୟମିତତା ହେଉଥିବା ଅଭିଯୋଗ ହେବା ପରେ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ତରଫରୁ ସହରରେ...

Advertisement


Archives

Model This Week

Why Dharitri