କନିଷ୍ଠ ଯନ୍ତ୍ରୀ ଲାଞ୍ଚନେଉଥିବା ଭିଡିଓ ଭାଇରାଲ

ବୈପାରୀଗୁଡା,୬।୫(ଡି.ଏନ୍‌.ଏ.): ଲାଞ୍ଚ ନେବା ବେଳେ କନିଷ୍ଠ ଯନ୍ତ୍ରୀଙ୍କ ଭିଡିଓ ଭାଇରାଲ । ଏଭଳି ଘଟଣା ଘଟିଛି କୋରାପୁଟ ଜିଲା ବୈପାରୀଗୁଡା ବ୍ଲକ ମାଠପୋଡା ପଞ୍ଚାୟତରେ। ଉକ୍ତ ପଞ୍ଚାୟତରେ କାର୍ଯ୍ୟରତ ଜଣେ କନିଷ୍ଠ ଯନ୍ତ୍ରୀ କାମର ବିଲ କରାଇବା ପାଇଁ ଲାଞ୍ଚ ନେଉଥିବା ଭିଡିଓ ଭାଇରାଲ ହୋଇଛି । ଯନ୍ତ୍ରୀ ଜଣଙ୍କ ଜଣେ ଠିକାଦାରଙ୍କୁ ବିଲ ପାସ କରିବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। କିନ୍ତୁ ସେ ୫ ହଜାର ଟଙ୍କା ଦେଇଥିଲେ । ଭିଡିଓରେ ଯନ୍ତ୍ରୀ ଜଣଙ୍କ ଏତେ କମ କ’ଣ ଆଉ ୫ ହଜାର କାଲି ଦେବ ବୋଲି କହୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri