Posted inଫୁରସତ

ନିଜକୁ ଫିଟ୍‌ ରଖିବା ପାଇଁ ଗଛରେ ଗୋଡ଼ ରଖି ବିଲେଇ କରୁଥିଲା ଏମିତି, ଭିଡିଓ ଭାଇରାଲ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ବିଲେଇ ଗଛରେ ନିଜକୁ ଫିଟ୍‌ ରଖିବା ପାଇଁ ଗୋଡ଼ ଦେଇ ବ୍ୟାୟାମ କରୁଥିବା ନଜର ଆସୁଛି। ବିଲେଇଟି ଗଛରେ ଗୋଡ଼ଦେଇ ମୁଣ୍ଡ ତଳ ଉପର କରୁଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୧୨ ଶହ ବର୍ଷ ଧରି ଢ଼ଳି ରହିଛି ଏହି ପଥର…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ରହସ୍ୟ ଦେଖିବାକୁ ମିଳିଥାଏ। ଏସବୁ ରହସ୍ୟର ସମାଧାନ ଆଧୁନିକ ବିଜ୍ଞାନ ମଧ୍ୟ ଦେବାକୁ ଅସମର୍ଥ ହୋଇଥାଏ। ତାମିଲ୍‌ନାଡୁର ମହାବଳୀପୁରମ୍‌ରେ...

ଉଲ୍‌ରେ ତିଆରି ପ୍ରକୃତିର ଛବି

ଏମ୍ବ୍ରୋଡରି ଏକ ବହୁ ପୁରାତନ କଳା। ଏଥିରେ କାରିଗର ଭିନ୍ନ ଭିନ୍ନ କଳାକୃତି ତିଆରି କରନ୍ତି। ନିକଟରେ ଜଣେ ମହିଳା ପ୍ରକୃତିର ବିଭିନ୍ନ ଦୃଶ୍ୟକୁ ଏମ୍ବ୍ରୋଡରିରେ...

ବିହାରର ମନ୍ତ୍ରୀ, ବିଧାୟକ ଭିନ୍ନ ଢଙ୍ଗରେ ଟିମ୍‌ ଇଣ୍ଡିଆକୁ ଜଣାଇଲେ ଶୁଭକାମନା

ପାଟନା, ୯।୭: ଆଇସିସି ବିଶ୍ୱକପରେ ମଙ୍ଗଳବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସେମିଫାଇନାଲ ଖେଳାଯିବ। ଭାରତର ବିଜୟ କାମନା କରି ଦେଶର ବିଭିଭନ୍ନ ସ୍ଥାନରେ ଯଜ୍ଞ,...

ମାତ୍ର ୧୭ ମିନିଟ୍‌ରେ ବିବାହ, ଯୌତୁକ ଆକାରରେ ବର ମାଗିଲେ ଏକ ନିଆରା ଜିନିଷ; ଜାଣିଲେ କରିବେ ପ୍ରଶଂସା

ଲକ୍ଷ୍ନୌ,୧୫।୫: ଉତ୍ତରପ୍ରଦେଶର ସାହାଜହାଁପୁରରେ ମାତ୍ର ୧୭ ମିନିଟ୍‌ରେ ଏକ ବିବାହ ସମ୍ପନ୍ନ ହୋଇଛି। ସବୁଠୁ ଆଶ୍ଚର୍ଯ୍ୟର କଥା ବର କନ୍ୟାକୁ ଯୌତୁକ ଆକାରରେ ଏକ ନିଆରା...

ମାଇଲ ଖୁଣ୍ଟର ରଙ୍ଗ କାହିଁକି ଅଲଗା ହୋଇଥାଏ

ରାସ୍ତାରେ ଯିବା ସମୟରେ ନଜର ପଡେ ରାସ୍ତା କଡରେ ଥିବା ମାଇଲ୍‌ ଖୁଣ୍ଟ ଉପରେ। ଯେଉଁଥିରେ ଲେଖାଥାଏ ଏକ ସ୍ଥାନର ଦୂରତା। ହେଲେ ସମସ୍ତ ମାଇଲ...

ବିବିସି ୧୦୦ ପ୍ରଭାବଶାଳୀ ମହିଳା ତାଲିକାରେ ଓଡ଼ିଆ ଝିଅ ସୁସ୍ମିତା

ଲଣ୍ଡନ: ଅନ୍ତର୍ଜାତୀୟ ଗଣମାଧ୍ୟମ ସଂସ୍ଥା ବିବିସି ପକ୍ଷରୁ ୨୦୧୯ ପାଇଁ ପ୍ରକାଶିତ ବିଶ୍ୱର ୧୦୦ ପ୍ରଭାବଶାଳୀ ମହିଳାଙ୍କ ତାଲିକାରେ ସ୍ଥାନ ପାଇଛନ୍ତି ଓଡ଼ିଶାର କଟକ ଜିଲାର...

ଏପରି ଚିତ୍ର ଯାହାକୁ ଘରେ ଟାଙ୍ଗିଲେ ବଢ଼ିଲା ଦୁଶ୍ଚିନ୍ତା, ହଜିଲା ନିଦ

ବିଶ୍ୱର ଏପରି କିଛି ଭୟଭୀତ ଚିତ୍ର ଅଛି, ଯାହାକୁ ଦେଖିଲେ ଆପଣ ମଧ୍ୟ ଡ଼ରିଯିବେ । ଏହାକୁ ଦେଖିଲେ ଭୟ ଲାଗିଥାଏ ବୋଲି କୁହାଯାଏ। ଏହି...

ଏହି କୋର୍ସରେ ଫେଲ୍‌ ହେଲେ ସାରା ଜୀବନ ରହିବେ ଅବିବାହିତ

ଜାକର୍ତ୍ତା,୨୮।୧୧: ବିବାହକୁ ନେଇ ଇଣ୍ଡୋନେସିଆ ସରକାର ଏକ ଅଭିନବ ପ୍ରୟାସ ଆରମ୍ଭ କରିଛନ୍ତି। ବିବାହ ପରେ ଯେମିତି ଦାମ୍ପତ୍ୟ ଜୀବନରେ କୌଣସି ବିଭ୍ରାଟ ନ ଘଟେ...

Advertisement


Archives

Model This Week

Why Dharitri