ଚାନ୍ଦବାଲି ଆରଆଇଙ୍କୁ ଗିରଫ କଲା ଭିଜିଲାନ୍ସ ବିଭାଗ

ଭଦ୍ରକ ଅଫିସ/ ଚାନ୍ଦବାଲି,୨୮।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ସଦର ଆରଆଇ ସୁବ୍ରତ ମଳିକଙ୍କୁ ମଙ୍ଗଳବାର ଭଦ୍ରକ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଆରଆଇ ସୁବ୍ରତ ପଣସପଡା ଗ୍ରାମର କିଶୋର କୁମାର ପଣ୍ଡାଙ୍କ ଠାରୁ ଲିଗାଲ ହେୟାର ସାର୍ଟିଫିକେଟ କରିଦେବା ନିମନ୍ତେ ୩ ହଜାର ଟଙ୍କା ଲାଞ୍ଚ ନେଉଥିବାଲେ। ତେବେ ପୂର୍ବ ଯୋଜନା ମୁତାବକ କାର୍ଯ୍ୟାଳୟ ନିକଟରେ ଛକି ଥିବା ଭିଜିଲାନ୍ସ ଟିମ୍‌ ଆର୍‌ଆଇଙ୍କୁ କାବୁ କରିଥିଲେ। ତାଙ୍କ ନିକଟରୁ କେମିକାଲ ବୋଳା ଟଙ୍କା ଜବତ ହୋଇଛି। ଏହ ପରେ ଆର୍‌ଆଇଙ୍କୁ ଚାନ୍ଦବାଲିରୁ ଭଦ୍ରକ ନିଆ ଯାଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଯାଏ ଝଡ଼ବର୍ଷା

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ଜାରି ରହିବ। ଆସନ୍ତା ୩ରୁ ୪ ଦିନ ଯାଏ ରାଜ୍ୟର...

ବ୍ୟାଙ୍କରେ ଅବ୍ୟବସ୍ଥା: ଖରାରେ ଗ୍ରାହକଙ୍କ ଲମ୍ବା ଲାଇନ୍‌

ଚମ୍ପୁଆ,୨୬ା୫(ଡି.ଏନ.ଏ)- ଚମ୍ପୁଆ ଅଞ୍ଚଳରେ ଗ୍ରାହକମାନଙ୍କୁ ସେବା ଯୋଗାଉଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ନାନା ସମସ୍ୟା ଦେଖାଦେଇଛି। ଘଣ୍ଟା ଘଣ୍ଟା ଧରି ଗ୍ରାହକମାନେ ଖରାରେ ଠିଆ ହେଉଥିଲେ...

ବିଲ ମଧ୍ୟରୁ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର: ବଳାତ୍କାର ପରେ ହତ୍ୟା ସନ୍ଦେହ

ସୁନ୍ଦରଗଡ଼,୨୩।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ମାର୍‌ଖୀପଡ଼ା ହରଡ଼ ବିଲ ମଧ୍ୟରୁ ଗୁରୁବାର ଜଣେ ନିଖୋଜ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକ...

ଶ୍ରୀଜୀଉଙ୍କ ଆଳତି ଦର୍ଶନ ପାଇଁ ଭିଡ଼

ଖଣ୍ଡପଡ଼ା,୧୧ା୭(ସ୍ବ.ପ୍ର.)-ଖଣ୍ଡପଡ଼ା ସହରସ୍ଥିତ ଗୁଣ୍ଡିଚା ମନ୍ଦିରରେ ଏକକ ଜଗନ୍ନାଥ(ପତିତପାବନ) ଓ ମହିମାମେରୁ(ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର ଓ ଦେବୀ ସୁଭଦ୍ରା)ଙ୍କ ସନ୍ଧ୍ୟା ଆଳତି ଦର୍ଶନ ନିମନ୍ତେ ବୁଧବାର ବହୁ...

ପିଏମ୍‌ଜିଏସ୍‌ଓ୍ବାଇ ରାସ୍ତା ନିର୍ମାଣକୁ ନେଇ ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ୨୦୧୮-୧୯ ଆର୍ଥିକ ବର୍ଷରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା-୨(ପିଏମ୍‌ଜିଏସ୍‌ଓ୍ବାଇ)ରେ କେନ୍ଦ୍ର ସରକାର ୬୫୦ଟି ରାସ୍ତାର ଉନ୍ନତୀକରଣ ପାଇଁ ୧୬୧୫.୫୧ କୋଟି ଟଙ୍କା ଅନୁମୋଦନ କରିଛନ୍ତି।...

ଜଳେଶ୍ୱରରେ ଏସ୍‌ଟିଏଫ୍‌ର ଚଢ଼ାଉ: ୩୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଜଳେଶ୍ୱର, ୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଝାଡ଼େଶ୍ୱରପୁର ଗ୍ରାମରେ ଭୁବନେଶ୍ୱରରୁ ଆସିଥିବା ଏସ୍‌ଟିଏଫ୍‌ର ଏକ ୧୫ଜଣିଆ ଟିମ୍‌ ଚଢାଉ କରି ଶେଖ ଲାଲବାବୁଙ୍କୁ ଗିରଫ କରିବା ସହ...

ମେ’ ପହିଲାରୁ ରବି ଧାନ ସଂଗ୍ରହ

ଭୁବନେଶ୍ୱର,୨୫ା୨(ବ୍ୟୁରୋ):ଆସନ୍ତା ମେ’ ପହିଲାରୁ ରାଜ୍ୟରେ ରବି ଋତୁ ପାଇଁ ଧାନ ସଂଗ୍ରହ ହେବ। ଚାଷୀ ପଞ୍ଜୀକରଣ କାର୍ଯ୍ୟ ପ୍ରାଥମିକ କୃଷି ସମବାୟ ସମିତି, ମହିଳା ସ୍ବୟଂ...

ପୋଲିସ ହେପାଜତରେ ଥିବା ଯୁବକଙ୍କ ମୃତ୍ୟୁ, ବୀରମିତ୍ରପୁର ଅଞ୍ଚଳରେ ଚାପା ଉତ୍ତେଜନା

କୁଆଁରମୁଣ୍ଡା,୧୯।୧୧(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ପୋଲିସ ହେପାଜତରେ ଥିବା ଜଣେ ଯୁବକଙ୍କର ଗୁରୁବାର ମୃତ୍ୟୁୁ ହୋଇଯାଇଛି। ସେ ହେଉଛନ୍ତି ବୀରମିତ୍ରପୁର କରବୋଲା ରୋଡ୍‌ର ତାରିକ ସଲିମ୍‌(୨୪)...

Advertisement


Archives

Model This Week