ଆରଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ ଟିମ୍‌

ନିରାକାରପୁର,୧।୧୦(ମାନସ ଚସ ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଚିଲିକା ତହସିଲ ସୋରଣ ରାଜସ୍ବ ସର୍କଲ ଆରଆଇ କୈଳାସ ବେହେରା ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୨୦ ହଜାର ଟଙ୍କା ଲାଞ୍ଚନେଉଥିବା ବେଳେ ତାଙ୍କୁ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍‌ ମାଡ଼ିବସିଥିଲେ। ତେବେ ଭୂମୀହିନଙ୍କୁ ଜାଗା କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ଯୋଜନା ମୁତାବକ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ଆର୍‌ଆଇଙ୍କୁ କାବୁ କରିନେଇ ଅଫିସରେ ଛାନ୍‌ଭିନ୍‌ ଚଳାଇଛନ୍ତି।

ନିକଟରେ ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ ଗିରଫ ହୋଇଥିଲେ। ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିଲେ। ତହସିଲଦାର ନାୟକ ଲାଞ୍ଚ ନେଉଥିବା ଜାଣି ଭିଜିଲାନ୍ସ ଟିମ୍‌ ତାଙ୍କ ପିଛା କରିଥିଲା। ଚନ୍ଦ୍ରପୁର-ମୁନିଗୁଡ଼ା ରାସ୍ତାର ଡାଙ୍ଗସରଡ଼ାଠାରେ ଟିମ୍‌ ତାଙ୍କୁ ଅଟକାଇଥିଲା। ଭିଜିଲାନ୍ସକୁ ଦେଖି ଟଙ୍କା ବ୍ୟାଗ୍‌ ଫିଙ୍ଗି ଦ୍ରୁତ ଗତିରେ ଗାଡ଼ି ଚଳାଇ ପଳାଇଥିଲେ। ତହସିଲଦାରଙ୍କ ଦ୍ରୁତ ଗାଡ଼ିଚାଳନା ପାଇଁ ଭିଜିଲାନ୍ସ ଟିମ୍‌ ଆହତ ମଧ୍ୟ ହୋଇଥିଲେ। ମାତ୍ର ତହସିଲଦାରଙ୍କୁ ରାୟଗଡ଼ାରେ ଠାବ କରି ଅଟକାଇଥିଲେ ଟିମ୍‌। ପରବର୍ତ୍ତୀ ସମୟରେ ତହସିଲଦାରଙ୍କ ଅଫିସ ଓ କ୍ବାର୍ଟର୍ସ ରେଡ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri