ନିର୍ଗୁଣ୍ଡି ପଞ୍ଚାୟତର ଏହି ଗାଁ ଶଟ୍‌ଡାଉନ୍‌

ଭଣ୍ଡାରିପୋଖରୀ,୧୩ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତ ପିରିଜିପୁର ଗାଁରେ ଜନୈକ ଯୁବକ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରପଞ୍ଚ ନମିତା ପାତ୍ର ଗୁରୁବାରଠାରୁ ସୋମବାର ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ବ୍ଲକ ଅଞ୍ଚଳରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଉଥିବାରୁ ବ୍ଲକ ପ୍ରଶାସନର ଚିନ୍ତା ବଢ଼ାଇ ଦେଇଛି। ଏହି ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟମାନଙ୍କ ସ୍ବାବ୍‌ ପରୀକ୍ଷା ପାଇଁ ବ୍ୟବସ୍ଥା ହେଉଥିବା ଓ ଗ୍ରାମକୁ ସାନିଟାଇଜେଶନ ସହିତ ଡାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର କରାଯାଇଥିବା ସରପଞ୍ଚ ପ୍ରତିନିଧି ବାବାଜୀ ଚରଣ ଜେନା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିତ୍ୟକ୍ତ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା: ହତ୍ୟା ଅଭିଯୋଗ ଆଣିଲେ ପରିବାର

ତିହିଡ଼ି,୧୧।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନନ୍ଦପୁର ବଜାର ଓ ତିହିଡ଼ି ପୁରୁଣାହାଟ ମଧ୍ୟସ୍ଥଳରେ ଥିବା ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ରାତିରେ ତିହିଡ଼ି...

ସରକାରୀ ଜମି ଜବରଦଖଲ: ଉଚ୍ଛେଦ ଲାଗି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଭବାନୀପାଟଣା,୨୫।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅର୍ତ୍ତଳ ପଞ୍ଚାୟତ କାନ୍ଦୁଲଝର ଗାଁର କିଛି ପ୍ରଭାବଶାଳୀ ବ୍ୟକ୍ତି ପ୍ରାୟ ୫ ଏକର ସରକାରୀ ଜମିକୁ ଜବରଦଖଲ...

ସ୍କାନରରେ ଜିଲାପାଳ କାର୍ଯ୍ୟାଳୟ କର୍ମଚାରୀ

ଅନୁଗୋଳ ଅଫିସ, ୧୬।୯: ଅନୁଗୋଳ ଜିଲାପାଳଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୫୯ ଲକ୍ଷ ଟଙ୍କା ଗାଏବ ଘଟଣାରେ ଗିରଫ ହୋଇଥିବା ସମ୍ପୃକ୍ତ ବ୍ୟାଙ୍କର ପୂର୍ବତନ ମ୍ୟାନେଜର ଶକ୍ତି ବେଦାନ୍ତଙ୍କ...

ବ୍ରହ୍ମପୁରରେ ସ୍ଥାପନ ହେବ ୫ ଦୁଗ୍ଧ ଏଟିଏମ୍‌

ଛତ୍ରପୁର,୩୦ା୫(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଦୁଗ୍ଧ ଉପତ୍ାଦନ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ।...

ପୋଲିସ ଗାଡ଼ିରେ ଗଞ୍ଜେଇ ଚାଲାଣ: କନଷ୍ଟେବଳ ଗିରଫ, ୨୧ କେଜି ଗଞ୍ଜେଇ ଜବତ

ସମ୍ବଲପୁର/ରେଙ୍ଗାଲି,୩୦।୮ (ବ୍ୟୁରୋ/ଡି.ଏନ.ଏ.)-ସମ୍ବଲପୁର ଜିଲା ରେଙ୍ଗାଲିରେ ଜିଆର୍‌ପି ଗାଡ଼ି (ଓଡି-୦୫-ଏପି-୨୭୪୪)ରେ ଗଞ୍ଜେଇ ଚୋରା ଚାଲାଣ ବେଳେ ରେଙ୍ଗାଲି ଥାନା ପୋଲିସ ହାତରେ ଧରା ପଡ଼ିଛି। ଗାଡିରୁ ୨୧...

ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଧର୍ମଘଟ

ରାୟଗଡ଼ା ଅଫିସ,୩୧।୧: ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ ପକ୍ଷରୁ ଜାନୁୟାରୀ ୩୧ ଶୁକ୍ରବାର ଓ ଫେବୃୟାରୀ ୧ ଶନିବାର ସମସ୍ତ ବ୍ୟାଙ୍କ ବନ୍ଦ ଡାକରା...

ଆନ୍ଦୋଳନକୁ ଓହ୍ଲାଇବ ପଞ୍ଚାୟତ କର୍ମଚାରୀ ସଙ୍ଘ

ଯାଜପୁର ରୋଡ,୧୧-୯(ନି.ପ୍ର.)- ଓଡ଼ିଶା ଗ୍ରାମ ପଞ୍ଚାୟତ କର୍ମଚାରୀ ସଙ୍ଘର ଯାଜପୁର ଜିଲା ଶାଖାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଜିଲା ସଭାପତି ବଳରାମ ଚୁହାଣଙ୍କ ସଭାପତିତ୍ୱରେ ପାଣିକୋଇଲି...

ହାଇକୋର୍ଟଙ୍କ ବେଲ୍‌ ଅର୍ଡରକୁ ଅଣଦେଖା: ଥାନାକୁ ଆଣି ଜେଲ ହାଜତରେ ପୂରାଇଲେ, ସମାଧାନ ପାଇଁ ଅପହରଣ ଧମକ

ନୟାଗଡ଼ ଅଫିସ/ରଣପୁର,୧୬ା୩(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ପୋଲିସ ହାଇକୋର୍ଟଙ୍କ ବେଲ୍‌ ଅର୍ଡରକୁ ବି ଖାତିର କରୁନି। ବେଲ୍‌ ଅର୍ଡର ଦେଖାଉଥିବା ଜଣେ ଅଭିଯୁକ୍ତଙ୍କୁ ଥାନାକୁ...

Coronavirus Update

Archives

Model This Week

Why Dharitri